Latest Odisha News

BREAKING NEWS

Browsing Category

ଫିଚର

କୋଭିଡ଼ କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: କୋଭିଡ଼ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ । ବିଧାନସଭା ସଦସ୍ୟମାନେ ଗୃହରେ ବସିବା ସହ ବାଚସ୍ପତି…

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସୋନପୁର

ସୋନପୁର :  ମୁଖ୍ୟମନ୍ତ୍ରୀଙ୍କ ଜନହିତକର ସ୍ମାର୍ଟ କାର୍ଡ ବଣ୍ଟନ ଯୋଜନାରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା । ଆଜି ଭର୍ଚୁଆଲ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସୋନପୁରରେ ପ୍ରାୟ ୭୯ କୋଟି ୨୨ଲକ୍ଷ ୧୩ ହଜାର ଟଙ୍କାର ୬୭ ଟି…

[ଭିଡିଓ] ଭିତ୍ତିଭୂମି ଅଭାବରୁ ବାରଣ୍ଡାରେ ବସି ପାଠ ପଢୁଛନ୍ତି ଛାତ୍ରାଛାତ୍ରୀ

ନୂଆପଡା : ସରକାର ସ୍କୁଲ ଗୁଡିକର ଉନ୍ନତି କରଣ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି । ହେଲେ ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ କେନ୍ଦୁପାଟି ପ୍ରାଥମିକ ବିଦ୍ୟାଳୟରେ ଓଲଟା ଚିତ୍ର ଦେଖିବାକୁ ମିଳୁଛି । ଏହି ବିଦ୍ୟାଳୟ ବାହର ରଙ୍ଗ ବେରଙ୍ଗରେ ଚାକଚକ୍ୟ ତିଆରି ହୋଇଛି । ଯାହାକି…

ବରୁଣଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଜାରୀ

ମୁମ୍ବାଇ: ବରୁଣ ଧାୱନ ଓ କୃତି ସେନନଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଆଜି ଜାରୀ କରାଯାଇଛି । ୨୫ ନଭେମ୍ବର ୨୦୨୨ରେ ଏହି ଫିଲ୍ମ ରିଲିଜ ହେବ । ବରୁଣ ସୋସିଆଲ ସାଇଟରେ ଏ ସମ୍ପର୍କରେ ସୂଚନା ଦେବା ସହ ଏହାର ପୋଷ୍ଟର ମଧ୍ୟ ଶେୟାର କରିଛନ୍ତି । ଏହି ହରର କମେଡି ଫିଲ୍ମର ନିର୍ଦ୍ଦେଶନା ଅମର କୌଶିକ…

ଗଭୀର ଜଳରାଶିରେ ବୁଡିଗଲା ବୋଟ୍ ୩୧ ବିଦେଶୀଙ୍କ ମୃତ୍ୟୁ ଆଶଙ୍କା

ଫ୍ରାନ୍ସ : ବ୍ରିଟେନ୍ ଅଭିମୁଖେ ଯାଉଥିବା ଏକ ବୋଟ୍ ବୁଡିଯିବା କାରଣରୁ ୩୧ ଜଣ ବିଦେଶୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଫ୍ରାନ୍ସର ଗୃହମନ୍ତ୍ରୀ ଜୋରାଲଡ୍ ଡର୍ମାନିନ୍ କହିଛନ୍ତି ଯେ । ବୋଟ୍ ରେ ୩୪ ଜଣ ବ୍ୟକ୍ତି ଯାତ୍ରା କରୁଥିଲେ । ବିପଦଜ୍ଜନକ ଜଳରାଶିରେ ପାର ହେବା ସମୟରେ ଇିିଂଲିସ୍…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ କରୁଛି ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାରିପଦା ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟର । ତାଙ୍କ ନାଁ ସନ୍ତୋଷ କୁମାର ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ ଧରଣର ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୧୧ଟି ସ୍ଥାନରେ ରେଡ୍ ଚାଲିଛି । ଚଢ଼ାଉରେ ୧୦ ଜଣ ଡିଏସପି, ୪ଜଣ…

ଗଛରୁ ନାବାଳକ ଓ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ଅଭାବନୀୟ ଘଟଣା । ଗଛରୁ ଝୁଲନ୍ତା ଅବସ୍ଥାରେ ଦୁଇ ଜଣ ନାବାଳକ ଓ ନାବାଳିକାଙ୍କ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ଧୋନଶୋଳ ଗାଁ କେନାଲ ନିକଟ ଏକ ଗଛରୁ ସେମାନଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାଳକର ବୟସ ୧୬ ବର୍ଷ ଓ ନାବାଳିକାର ବୟସ ୧୪ ବର୍ଷ ହେବ…

ଦେଶର ସର୍ବବୃହତ ବିମାନ ବନ୍ଦରର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ଆଜି ଦେଶର ସବୁଠାରୁ ବଡ଼ ବିମାନ ବନ୍ଦରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଦିନ ୧ଟାରେ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ଜେୱରରେ ନୋଏଡ଼ା ଅନ୍ତରଷ୍ଟ୍ରୀୟ ଏୟାରପୋର୍ଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ରାଜ୍ୟରେ ଏହା ପଞ୍ଚମ ବିମାନ ବନ୍ଦର…

ଭାରତ-ନ୍ୟୁଜିଲାଣ୍ଡ କାନପୁର ଟେଷ୍ଟ: ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ

କାନପୁର: ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ । କାନପୁରରେ ଖେଳାଯିବ ମ୍ୟାଚ୍ । ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି ଆଜିଙ୍କ୍ୟ ରାହାଣେ । ଓ୍ୱାର୍ଲଡ ଟେଷ୍ଟ ଚାମ୍ପିଅନସିପ୍ ପରାଜୟର ବଦଲା ନେବା ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ବିରାଟ କୋହଲି ଓ ରୋହିତ ଶର୍ମା ଟିମରେ ନାହାନ୍ତି…

ରାଜଧାନୀରେ ଯୁବକଙ୍କୁ ଛୁରାମାଡ଼ କଲେ ୨୫କୁ ଅଧିକ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ୨୫କୁ ଅଧିକ ଯୁବକ ଘେରିଯାଇ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର ସାଇନ୍ସ ପାର୍କ ନିକଟରେ ଏହି ଘଟଣା ଘଟିଛି । ଆକ୍ରମଣରେ ଯୁବକ ଆହତ ହୋଇଛନ୍ତି । ତାଙ୍କ ନାଁ ଆଶିଷ କୁମାର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୫ରୁ…