Latest Odisha News

BREAKING NEWS

Browsing Category

ଫିଚର

୧୪ ବର୍ଷ ପରେ T20 ବିଶ୍ୱକପ୍ ଜିତିଲା ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ ସ୍ୱପ୍ନ ଧୂଳିସାତ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଅଷ୍ଟ୍ରେଲିଆର ୧୪ ବର୍ଷ ଅପେକ୍ଷାର ଅନ୍ତ ହୋଇଛି । ନ୍ୟୁଜିଲାଣ୍ଡକୁ ହରାଇ ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଚାମ୍ପିଅନ୍ ହୋଇଛି ଅଷ୍ଟ୍ରେଲିଆ । ଗତକାଲି ରୋମାଞ୍ଚକର ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୮ ଓ୍ୱିକେଟରେ ହରାଇ ଟି-ଟ୍ୱେଣ୍ଟି ଟ୍ରଫି ନିଜ ନାଁରେ କରିଛି…

ଆଜିଠୁ କ୍ଲାସରୁମରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କ୍ଲାସରୁମରେ ଆରମ୍ଭ ହେବ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା । କୋଭିଡ୍ କଟକଣା ଓ ଗାଇଡଲାଇନ ଅନୁସାରେ ଅଫଲାଇନରେ ପାଠପଢ଼ା ଆରମ୍ଭ ହେଉଛି । ସକାଳ 9ଟାରୁ ଆରମ୍ଭ ହେବ କ୍ଲାସ । ଦୁଇ ବର୍ଷ ପରେ ସ୍କୁଲକୁ ଫେରୁଛନ୍ତି ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା । ତେଣୁ…

ଟି୨୦ ଫାଇନାଲ: ୱିଲିୟମସନଙ୍କ ଚମତ୍କାର ଅର୍ଦ୍ଧଶତକ, ଅଷ୍ଟ୍ରେଲିଆ ସମ୍ମୁଖରେ ୧୭୩ ରନର ଟାର୍ଗେଟ

ଦୁବାଇ: ଅଧିନାୟକ କେନ ୱିଲିୟମସନଙ୍କ ଚମତ୍କାର ଅର୍ଦ୍ଧଶତକ ସହାୟତାରେ ଏଠାରେ ଅନୁଷ୍ଠିତ ଟି୨୦ ବିଶ୍ୱକପ କ୍ରିକେଟ ଫାଇନାଲରେ ଅଷ୍ଟ୍ରେଲିଆ ସମ୍ମୁଖରେ ନ୍ୟୁଜିଲାଣ୍ଡ ୧୭୩ ରନର ବିଜୟ ଲକ୍ଷ୍ୟ ରଖିଛି । ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଂଚ ଟସ ଜିତି ପ୍ରଥମେ ନ୍ୟୁଜିଲାଣ୍ଡକୁ ବ୍ୟାଟିଂ କରିବା ପାଇଁ…

ଆମେରିକାରେ ହେବ ୨୦୨୪ ଟି୨୦ ବିଶ୍ୱକପ !

ନୂଆଦିଲ୍ଲୀ: ଆମେରିକାରେ ଖୁବ ଶୀଘ୍ର କ୍ରିକେଟର ରାଜୁତି ହେବାକୁ ଯାଉଛି । ସିଡନୀ ମର୍ଣ୍ଣିଂ ହେରାଲ୍ଡରେ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ୨୦୨୪ ଟି୨୦ ବିଶ୍ୱକପ କ୍ରିକେଟ ଆୟୋଜନ ଅଧିକାର ଆମେରିକାକୁ ମିଳିବ । ଆମେରିକା ଏବଂ କ୍ରିକେଟ ୱେଷ୍ଟଇଣ୍ଡିଜ ଏହାକୁ ମିଳିତ ଭାବେ ଆୟୋଜନ କରିପାରନ୍ତି ।…

[ଭିଡିଓ] କ୍ଷୀର ଦେଲାନି ମଇଁଷି, ଗୁଣିଗାରେଡି ସନ୍ଦେହରେ ଥାନାରେ ଦ୍ୱାରସ୍ତ ହେଲେ ଚାଷୀ

ଭୁବନେଶ୍ୱର: ଜଣେ ଚାଷୀ ନିଜ ମଇଁଷିକୁ ନେଇ ଚିନ୍ତାରେ ପଡିଥିଲେ । ବାରମ୍ବାର ଚେଷ୍ଟା ସତ୍ତ୍ୱେ ମଇଁଷି କ୍ଷୀର ଦେବାକୁ ଅମଙ୍ଗ ହୋଇଥିଲା । ଘଟଣାକ୍ରମେ ମଇଁଷୀ ଉପରେ କେହି ଗୁଣିଗାରେଡି କରିଥିବା ସନ୍ଦେହ କରି ଶେଷରେ ଚାଷୀ ଜଣକ ଥାନାରେ ଦ୍ୱାରସ୍ତ ହୋଇଥିଲେ । ମଧ୍ୟପ୍ରଦେଶ ଭିଣ୍ଡ ଅଂଚଳରୁ…

[ଭିଡିଓ] ଖୋଲିଲା ସ୍କୁଲ, ବ୍ୟାଣ୍ଡ ବାଜା ଧରି ପହଂଚିଗଲେ ଅଭିଭାବକ

ନୂଆଦିଲ୍ଲୀ: କରୋନା ମହାମାରୀରେ ଲୋକେ ଭୟଭୀତ ହୋଇପଡିଥିଲେ । ହେଲେ ଏବେ ଧୀରେଧୀରେ ସାଧାରଣ ସ୍ଥିତିକୁ ଫେରୁଛି ଲୋକଙ୍କ ମାନସିକତା । ପାଖାପାଖି ୨୦ ମାସ ପରେ ଛାତ୍ରଛାତ୍ରୀମାନେ ସ୍କୁଲକୁ ଫେରିଛନ୍ତି । ଏହି ଖୁସୀରେ ଅଭିଭାବକମାନେ ବ୍ୟାଣ୍ଡ ବାଜା ବଜାଇ ସେମାନଙ୍କୁ ପିଲାମାନଙ୍କୁ ସ୍କୁଲ…

ଟୁଇନ୍ ସିଟି ପରେ ପୁରୀରେ ଯୁବକଙ୍କ ଧମକପୂର୍ଣ୍ଣ ଭିଡିଓ ଭାଇରାଲ୍‌

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କେବିଏନ୍ । କଟକରେ ପବ୍ଲିକ ଷଣ୍ଢ ଓ ଅମାନିଆ ବାଘ । ଏବେ ପୁରୀରେ ବି ସମାନ ସ୍ଥିତି । ଶ୍ରୀକ୍ଷେତ୍ରରେ ଖଣ୍ଡା ଧରି ମାତିଛନ୍ତି ଅମାନିଆ ଯୁବକ । ଅସ୍ରାବ୍ୟ ଭାଷାରେ ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି । ଏ ନେଇ ପୁରୀ ବାସିନ୍ଦା ମଧ୍ୟ…

ଶିଶୁ ଦିବସରେ ୪ଟି ଜିଲ୍ଲାର ୧୩୮ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଶୁ ଦିବସ ଅବସରରେ ଆଜି ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ବୌଦ୍ଧ ଜିଲ୍ଲାରେ ୧୦ଟି ହାଇସ୍କୁଲ, ସୋନପୁରରେ ୧୧ଟି ହାଇସ୍କୁଲ, ଭଦ୍ରକରେ ୧୭ଟି ହାଇସ୍କୁଲ, କେନ୍ଦୁଝରରେ ୧୦୦ଟି…

ଏନସିଏ ମୂଖ୍ୟ ହେବେ ଲକ୍ଷ୍ମଣ !

ନୂଆଦିଲ୍ଲୀ: ରାହୁଲ ଡ୍ରାଭିଡଙ୍କୁ ଭାରତୀୟ କ୍ରିକେଟ ଟିମର କୋଚ କରାଯିବା ପରେ ଏନସିଏ ଅଧ୍ୟକ୍ଷ ପଦ ଏବେ ଖାଲି ପଡିଛି । ରିପୋର୍ଟ ମୁତାବକ ଭିଭିଏସ ଲକ୍ଷ୍ମଣଙ୍କୁ ଏନସିଏ ମୁଖ୍ୟ ଦାୟିତ୍ୱ ପ୍ରଦାନ କରିବା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ସମାପ୍ତ ହୋଇଯାଇଛି । ଭାରତ ଏର ଦକ୍ଷିଣ ଆଫ୍ରିକା…

ହାତୀ ଦାନ୍ତ ଜବତ, ଜଣେ ଅଟକ

ବରଗଡ଼: ହାତୀ ଦାନ୍ତ ଚୋରାଚାଲାଣ ସମୟରେ ଧରିଲା ଏସଟିଏଫ୍ ଟିମ୍। ଗୋଟିଏ ହାତୀ ଦାନ୍ତ ସହିତ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ସୂଚନା ଅନୁସାରେ, ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ନେଇ ଆସୁଥିବା ଖବର ମିଳିଥିଲା। ପରେ ଏସଟିଏଫ୍…