Latest Odisha News

BREAKING NEWS

Browsing Category

ଫିଚର

୨ ମାସର ଶିଶୁ ପୁତ୍ରକୁ ତଣ୍ଟି ଚିପି ହତ୍ୟା କଲା ପିଶାଚୀ ମା’

କେନ୍ଦ୍ରାପଡା : ଜନ୍ମ କଲା ଶିଶୁକୁ ମାରିଲା ମା’ । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅଧିନ କାନପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି । ୨ ମାସର ଶିଶୁପୁତ୍ରକୁ ତଣ୍ଟି ଚିପି ହତ୍ୟା କରି କୁଅରେ ଫିଙ୍କିଦେଲା ଡାହ।ଣୀ ମା’ । ସୂଚନା ମିଳିଛି କୁଆଡେ ପରକୀୟା ପ୍ରତିଯୋଗୁଁ ଏଭଳି ହତ୍ୟା…

ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ପୋଲିସ ଡିଜିପି ସୁନୀଲ ବଂଶଲ

ପୁରୀ : ନୂଆ କରି ଦାୟିତ୍ୱ ନେବା ପରେ ପୋଲିସ ଡିଜିପି ସୁନୀଲ ବଂଶଲ ପୁରୀରେ ପହଁଞ୍ଚିଛନ୍ତି । ବଂଶଲ ଆଜି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । କଡା ସୁରକ୍ଷାର ସହ ସୁନୀଲ ବଂଶଲ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଗତ ୩୧ ତାରିଖରେ ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଥିଲେ ସୁନୀଲ…

ବେଙ୍ଗଲ ରଣଜୀ ଟ୍ରଫି ଟିମର ୭ ଖେଳାଳି କରୋନା ସଂକ୍ରମିତ, ବିସିସିଆଇର ଗୁରୁତ୍ୱପୂର୍ଣ୍ଣ ବୈଠକ

କୋଲକାତା: ବେଙ୍ଗଲ ପଶ୍ଚିମବଙ୍ଗ ରଣଜୀ ଟ୍ରଫି କ୍ରିକେଟ ଟିମର ୭ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି । ଫଳରେ ରଣଜୀ ଟ୍ରଫି ଆୟୋଜନ ନେଇ ଦ୍ୱନ୍ଦ୍ୱରେ ପଡିଛି ବିସିସିଆଇ । ଏ ନେଇ ବୋର୍ଡ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଛି । ସମସ୍ତ ବେଙ୍ଗଲ ଖେଳାଳିଙ୍କ ଆରଟି ପିସିଆର ଟେଷ୍ଟ କରାଯାଇଥିଲା । ଏଥିରେ…

ରାଜ୍ୟରେ ‘ଓମିକ୍ରନ’ ସଂକ୍ରମଣ ବୃଦ୍ଧି ନେଇ ସମୀକ୍ଷା ବୈଠକ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଓମିକ୍ରମ ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ବୈଠକ ଡାଲିକେ ସ୍ୱାସ୍ଥ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ କରୋନା ଓ ଓମିକ୍ରନ ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢିବା ନେଇ ବୈଠକ ଡାକିଛନ୍ତି । ରାଜ୍ୟରେ ଓମିକ୍ରନ ସଂକ୍ରମଣ କିପରି ରୋକାଯାଇ ପାରିବ ସେ ଉପରେ…

୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକାକରଣ, ୧୮୮୨ଜଣ କିଶୋର ନେଲେଣି ଟିକା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ୧୫ରୁ ୧୮ବର୍ଷ କିଶୋରଙ୍କ ଟିକାକରଣ । ଜାନୁଆରୀ ୧ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ୧ହଜାର ୮୮୨ ଜଣ ଟିକା ନେଇସାରିଲେଣି । ରାଜ୍ୟରେ ୩ ହଜାର ୧୯୩ କେନ୍ଦ୍ରରେ ଟିକାକରଣ ଚାଲୁ ରହିଛି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ…

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ପାକିସ୍ତାନୀ ଅଲରାଉଣ୍ଡର

ସ୍ପୋର୍ଟସ୍ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ପାକିସ୍ତାନୀ ଅଲରାଉଣ୍ଡର ମହମ୍ମଦ ହାଫିଜ୍ । ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି ୪୧ ବର୍ଷୀୟ ଏହି ଅଲରାଉଣ୍ଡର । ୧୮ ବର୍ଷ ଧରି ପାକିସ୍ତାନ ପାଇଁ ଖେଳୁଥିଲେ ମହମ୍ମଦ ହାଫିଜ୍ ।…

ରାଉରକେଲା NITରେ ପଶିଲା କରୋନା

ରାଉରକେଲା: ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(NIT)ରେ ପଶିଲା କରୋନା । ତିନି ଜଣ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ ଅଛନ୍ତି ଦୁଇ ଜଣ ଛାତ୍ର ଓ ଜଣେ ଛାତ୍ରୀ । ସେମାନଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ସଂକ୍ରମିତ ତିନି ଛାତ୍ରଛାତ୍ରୀ ଏବେ…

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ: ଇତିହାସ ରଚିବା ଲକ୍ଷ୍ୟରେ ମୈଦନାକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ । ଜୋହନ୍ସବର୍ଗରେ ଖେଳାଯିବ ମ୍ୟାଚ୍ । ଏହି ମ୍ୟାଚ୍ ଜିତି ଦକ୍ଷିଣ ଆଫ୍ରିକା ମାଟିରେ ଇତିହାସ ରଚିବା ଲକ୍ଷ୍ୟରେ ଆଜି ମୈଦାନୀକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଏହି ମ୍ୟାଚ୍ ଜିତିଲେ ୩ ଟିକିଆ ଟେଷ୍ଟ ସିରିଜକୁ…

କାୟା ମେଲାଉଛି ଓମିକ୍ରନ୍: ୧୭ ଶହ ଛୁଇଁଲା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ଓମିକ୍ରନ୍ । ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନି ବଢୁଛି । ସାରା ଦେଶରେ ୨୩ ରାଜ୍ୟରେ ପଶିଲାଣି ଓମିକ୍ରନ୍ । ନୂଆ ଭାରିଆଣ୍ଟ କେସ୍ ୧୭ଶହ ଛୁଇଁଛି । ମହାରାଷ୍ଟ୍ରରେ ଓମକ୍ରନ୍ କେସ୍ ପାଞ୍ଚ ଶହ ପାର କରିଛି । ସେଠାରୁ ସର୍ବାଧିକ ୫୧୦ ସଂକ୍ରମିତ ଚିହ୍ନଟ…

ରାଜଧାନୀରେ ଚାଞ୍ଚଲ୍ୟ: କାର୍ ଭିତରେ ଦୁଷ୍କର୍ମ ପରେ ନାବାଳିକାକୁ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । କାର୍ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଏହାପରେ ରାସ୍ତାକଡ଼ରେ ପୀଡ଼ିତାଙ୍କୁ ଫିଙ୍ଗି ପଳାଇଲେ ଦୁର୍ବୃତ୍ତ । ଭୁବନେଶ୍ୱର ମଞ୍ଚଶ୍ୱର ଥାନା ପେଟ୍ରୋଲ ଟାଙ୍କି ନିକଟରୁ ରାସ୍ତାକଡ଼ରୁ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଏହାପରେ ତାଙ୍କୁ…