Latest Odisha News

BREAKING NEWS

Browsing Category

ଫିଚର

ମକର ସଂକ୍ରାନ୍ତିରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର

ଭୁବନେଶ୍ବର : ମକର ସଂକ୍ରାନ୍ତି ଅବସରରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର । ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୭୫ ଲକ୍ଷ ଲୋକ ସାମିଲ ହେବେ । ଏହି ଦିନ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଉତ୍ତମ ସ୍ବାସ୍ଥ୍ୟ, ଧନ ଓ…

ଯାତ୍ରୀବାହୀ ବସକୁ ଆକ୍ରମଣ କଲା ଦନ୍ତା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବାରିପଦା : ଚଳନ୍ତା ଯାତ୍ରୀବାହୀ ବସ୍‌କୁ ଆକ୍ରମଣ କଲା ଦନ୍ତା । ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଛନ୍ତି ବସ୍‌ରେ ଥିବା ଯାତ୍ରୀ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବସକୁ ହାତୀର ଆକ୍ରମଣକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ…

ଏମ୍‌କେସିଏ କ୍ୟାରମ୍‌: ଗୌତମ ସିଙ୍ଗଲ୍ସ, ଦାଦୁ-ବାପି ଡବଲ୍ସ ଚାମ୍ପିୟନ

ଭୁବନେଶ୍ବର: ମାକାଳିଆଶନୀ କ୍ୟାରମ୍ ସଂଘ ଆନୁକୂଲ୍ୟରେ ଆୟୋଜିତ ଏମ୍‌କେସିଏ ନିଖିଳ ଓଡ଼ିଶା କ୍ୟାରମ୍ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଛି । ଏହି ତିନି ଦିନିଆ ପ୍ରତିଯୋଗିତାର ସିଙ୍ଗଲ୍ସରେ କଣାସର ଗୌତମପ୍ରସାଦ ଭୋଳ ଚାମ୍ପିୟନ ହୋଇଥିଲା ବେଳେ ଗଙ୍ଗା ଯମୁନା ପୁରୁଣା ଭୁବନେଶ୍ବରର…

ଭୁବନେଶ୍ବରର ପୁଣି ୬ଟି ଜାଗାରେ ଲାଗିଲା କଣ୍ଟେନମେଣ୍ଟ କଟକଣା

ଭୁବନେଶ୍ବର : ଚିନ୍ତା ବଢ଼ାଇଲା ମହାମାରୀ କରୋନା । ରାଜ୍ୟରେ ଏବେ ଉପରମୁହାଁ କରୋନା ସଂକ୍ରମଣ । ଆକ୍ରାନ୍ତ ସଂଖ୍ୟାରେ ଆଗରେ ରହିଛି ଖୋର୍ଦ୍ଧା । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ, ଏବେ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କଟକଣା ଲାଗାଇଛି ବିଏମସି । ଆଜି ଆଉ ସ୍ଥାନକୁ କଣ୍ଟେନମେଣ୍ଟ…

ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟରେ ‘କଠିନ ବର୍ଜ୍ୟବସ୍ତୁ ପରିଚାଳନା’ ଉପରେ ହିତାଧିକାରୀ ପରାମର୍ଶ ବୈଠକ

ଭୁବନେଶ୍ବର : ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ ଏବଂ ୟୁଏନଡିପି ସହଯୋଗରେ ‘କଠିନ ବର୍ଜ୍ୟବସ୍ତୁ ପରିଚାଳନା' ଉପରେ ଏକ ହିତାଧିକାରୀ ପରାମର୍ଶ ବୈଠକ ଆୟୋଜିତ ହୋଇଛି । ସମସ୍ତ ହିତାଧିକାରୀଙ୍କ ଠାରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ଥିବା ଆହ୍ବାନ ଏବଂ ସୁଯୋଗ…

ପେରିୟାର ପ୍ରତିମୂର୍ତିକୁ ଅପମାନିତ

କୋଏମ୍ବଟୁର:ତାମିଲନାଡୁର କୋଏମ୍ବଟୁରର ଭେଲାଲୋରର ପେରିୟାର ଅଧ୍ୟୟନ କେନ୍ଦ୍ର ସମ୍ମୁଖରେ ଥିବା ପେରିୟାର ଇଭି ରାମସ୍ୱାମୀଙ୍କ ପ୍ରତିମୂର୍ତିକୁ ଅପମାନିତ କରାଯାଇଛି । ଏହି ସାମାଜିକ ସଂସ୍କାରକଙ୍କ ପ୍ରତିମୂର୍ତିରେ ଚପଲମାଳ ପିନ୍ଧାଯିବା ସହ ଗେରୁଆ ରଙ୍ଗ ବୋଳାଯାଇଛି । ଯାହାକୁ ନେଇ ସେଠାରେ…

ଜେଏସଡବ୍ଲୁ ପ୍ରକଳ୍ପ ଅଞ୍ଚଳରେ ପାନବରଜ ସାଙ୍ଗକୁ ଗଛ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

ଜଗତସିଂହପୁର : ପ୍ରସ୍ତାବିତ ଜେଏଡବ୍ଲୁ ପ୍ରକଳ୍ପ ପାଇଁ ଜୋରସେରରେ ଆଗଉଛି କାମ । ଏରସମା ତହସିଲ ଢ଼ିଙ୍କିଆ ନୂଆଗାଁ ଓ ଗଡ଼କୁଜଙ୍ଗ ପଞ୍ଚାୟତରେ ପ୍ରସ୍ତାବିତ ଜେଏସଡବ୍ଲୁର ପ୍ରକଳ୍ପ କାର୍ଯ୍ୟରେ ହେଉଛି ଅଗ୍ରଗତି । ପ୍ରକଳ୍ପ ପାଇଁ ଢ଼ିଙ୍କିଆ ପଞ୍ଚାୟତର ପାଟଣା, ମାହାଳ ଓ ଗୋବିନ୍ଦପୁର ଗାଁରେ…

ଶନ ଭ୍ୟାଣ୍ଡି, କୋଚ ନାଥାନଙ୍କୁ କରୋନା: ଇଣ୍ଡିଆନ ଓପନ ବ୍ୟାଡମିଂଟନରୁ ଓହରିଲା ଇଂଲଣ୍ଡ

ନୂଆଦିଲ୍ଲୀ:ଡବଲ୍ସ ସ୍ପେଶାଲିଷ୍ଟ ଶନ ଭ୍ୟାଣ୍ଡି ଓ କୋଚ ନାଥାନ ରବର୍ଟସନ କରୋନା ସଂକ୍ରମିତ ହେବା ପରେ ଇଣ୍ଡିଆନ ଓପନ ବ୍ୟାଡମିଂଟନରୁ ଇଂଲଣ୍ଡ ଟିମ ଓହରି ଯାଇଛି । ରବିବାର ଭାରତୀୟ ବ୍ୟାଡମିଂଟନ ଆସୋସିଏଶନ ପକ୍ଷରୁ କରାଯାଇଥିବା ସମସ୍ତ ଖେଳାଳିଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା ।…

କଟକରୁ ୧୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

କଟକ : କଟକରୁ ପୁଣି ଧରା ହେଲା ଧଳା ଜହର । ବାଲିଯାତ୍ରା ପଡ଼ିଆ ନିକଟରୁ ୨୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି କ୍ୟାଣ୍ଟନମେଣ୍ଟ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି କମିସନରେଟ୍ ପୋଲିସ ସୂଚନା ଦିଆଯାଇଛି । ବ୍ରାଉନସୁଗାର୍ କାରବାର ଘଟଣାରେ ବାପା ପବିତ୍ର ମହାନ୍ତି ଓ…

ଆସନ୍ତାକାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ବୁଷ୍ଟର ଡୋଜ ଟିକାକରଣ

ଭୁବନେଶ୍ବର : ରାଜ୍ୟରେ ପୁଣି ଥରେ ଦ୍ରୁତ ଗତିରେ ବ୍ୟାପୁଛି ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ବଡ଼ ଧରଣର ପଜିଟିଭ୍ ସଂଖ୍ୟାକୁ ନେଇ ଏବେ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଲାଣି । ସବୁଠୁ ଅଧିକ ଚିନ୍ତା ଏବେ ରାଜଧାନୀ ଭୁବନେଶ୍ବରକୁ ଘାରିଛି । ଅଧିକାଂଶ ଆକ୍ରାନ୍ତ ଭୁବନେଶ୍ବରରୁ ଚିହ୍ନଟ…