Latest Odisha News
Browsing Category

ଫିଚର

ତାମିଲନାଡ଼ୁ ବନ୍ୟା ବିତ୍ପାତ: ୧୪ଜଣଙ୍କ ମୃତ୍ୟୁ, ସନ୍ଧ୍ୟା ୬ଟା ଯାଏଁ ବିମାନ ଅବତରଣ ବନ୍ଦ

ଚେନ୍ନାଇ: ଚେନ୍ନାଇରେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିମାନ ବନ୍ଦର କର୍ତ୍ତୃପକ୍ଷ ଅପରାହ୍ନ ୧ଟା ୧୫ରୁ ୬ଟା ପର୍ଯ୍ୟନ୍ତ ଚେନ୍ନାଇ ବିମାନବନ୍ଦରରେ ବିମାନ ଅବତରଣକୁ ସ୍ଥଗିତ ରଖିଛି। ବିମାନବନ୍ଦର ଅଧିକାରୀମାନେ କହିଛନ୍ତି ଯେ, ବିମାନ ଅବତରଣ ବନ୍ଦ ଥିଲେ ମଧ୍ୟ ଉଡ଼ାଣ ପୂର୍ବପରି ଜାରି ରହିବ। ପ୍ରବଳ…

ୱାକଫ ବୋର୍ଡ ଜମି ଜାଲିଆତି ମାମଲା: ୭ଟି ସ୍ଥାନରେ ଇଡିର ଚଢ଼ାଉ, ଅଡୁଆରେ ନୱାବ

ପୁଣେ: ପ୍ରବର୍ତନ ନିର୍ଦ୍ଦେଶାଳୟ ଆଜି ୱାକଫ ବୋର୍ଡ ଜମି ଦୁର୍ନୀତି ମାମଲାରେ ପୁଣେରେ ୭ଟି ସ୍ଥାନ ଉପରେ ଚଢ଼ାଉ କରିଛି । ଏହି ଚଢ଼ାଉ ପରେ ଏନସିପି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲିକଙ୍କ ଅଡୁଆ ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଏହି ଚଢ଼ାଉରେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ…

ଚଳିତମାସ ୧୯ରେ ଦୃଶ୍ୟମାନ ହେବ ଶତାଦ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଶତାଦ୍ଦୀର ଦୀର୍ଘତମ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ହେଲେ ଭାରତକୁ ଏହା ଦୃଶ୍ୟମାନ ହେବ ନାହିଁ । ଚନ୍ଦ୍ର ଗ୍ରହଣ ଭାରତୀୟ ସମୟ ସକାଳ ୧୧.୩୨ ରେ ଆରମ୍ଭ ହେବ । ଏହି ସମୟରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବ । ଏହା ପରେ ଦିନ ୧୨.୪୮ରେ ଚନ୍ଦ୍ରଛାୟାରେ ପ୍ରବେଶ…

ପୁରୀ ବେଳାଭୂମିରୁ ଉଠାଦୋକାନୀଙ୍କୁ ଉଚ୍ଛେଦ ପ୍ରତିବାଦରେ ରାସ୍ତା ଅବରୋଧ

ପୁରୀ: ପୁରୀ ବେଳାଭୂମି ଓ ରାସ୍ତାର ଦୁଇପାଶ୍ୱର୍ର ଉଠାଦୋକାନୀ ଉଚ୍ଛେଦ କରାଯାଇଛି। ଦିଗବାରିଣୀ ଛକରୁ ହୋଟେଲ ସି ଗଲ ହାଇମାଷ୍ଟ ଲାଇଟ୍ ଛକ ପର୍ଯ୍ୟନ୍ତ ଏହି ଉଚ୍ଛେଦ ହୋଇଛି। ହେଲେ ଥଇଥାନ ନକରି ତରବରିଆଭାବେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ବିରୋଧ କରି ଉଠାଦୋକାନୀମାନେ ପୁରୀ ହୋଟେଲ ନିକଟରେ…

ପ୍ରଭାସଙ୍କ ବହୁ ଚର୍ଚ୍ଚିତ ଆଦିପୁରଷ ଫିଲ୍ମର ଶେଷ ହେଲା ଶୁଟିଂ

ମୁମ୍ବାଇ: ବାହୁବଳୀ ଫେମ ପ୍ରଭାସଙ୍କ ବହୁ ଚର୍ଚ୍ଚିତ ଆଦିପୁରୁଷ ଫିଲ୍ମର ଶୁଟିଂ ଶେଷ ହୋଇଛି । ନିର୍ଦ୍ଦେଶକ ଓମ ରାଉତ ଏହାର ଘୋଷଣା କରିବା ସହ ସମ୍ପୂର୍ଣ୍ଣ ଟିମ ସହ ଫଟୋ ଶେୟାର କରିଛନ୍ତି । ଆସନ୍ତା ବର୍ଷ ଅଗଷ୍ଟ ୨୨ରେ ଏହି ଫିଲ୍ମ ରିଲିଜ ହେବ । ପ୍ରଭାସଙ୍କ ସହ ସୈଫ ଅଲୀ ଖାଁ ଓ କ୍ରିତି ସାନନ…

୨୪ରୁ ଜୁନିଅର ହକି ବିଶ୍ୱକପ, ଭୁବନେଶ୍ୱରରେ ଭାରତୀୟ ହକି ଟିମ୍

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ହକି ମହାକୁମ୍ଭ। ନଭେମ୍ବର ୨୪ ତାରିଖରେ ରାଜଧାନୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିଅର ହକି ବିଶ୍ୱକପ ଆୟୋଜିତ ହେବ। ୧୬ ଟି ହକି ଟିମ ବିଶ୍ୱ କପରେ ଅଂଶଗ୍ରହଣ କରିବେ। ଏଥିପାଇଁ ଭାରତୀୟ ହକି ଟିମ ଭୁବନେଶ୍ୱରେ ପହଁଞ୍ଚି ସାରିଛନ୍ତି।…

ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡ଼ାକରା

ଭୁବନେଶ୍ୱର: ଆସନ୍ତାକାଲି କଂଗ୍ରେସର ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରା। ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏହି ବନ୍ଦ ପାଳନ କରାଯିବ। ସକାଳ ୬ରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ। ଶାନ୍ତିପୂର୍ଣ୍ଣଭାବେ ବନ୍ଦ ପାଳନ କରାଯିବ ବୋଲି…

ଫ୍ରାନ୍ସରେ କରୋନାର ପଞ୍ଚମ ଲହରୀ ଆରମ୍ଭ,ଏହା ଅଧିକ ବିପଦ ଜନକ ହୋଇପାରେ : ସ୍ୱାସ୍ଥ୍ୟମନ୍ତ୍ରୀ

ଫ୍ରାନ୍ସ : କରୋନା ମହାମାରୀ ପୁଣି ଫ୍ରାନ୍ସରେ କାୟା ବିସ୍ତାର କରିବାରେ ଲାଗିଛି । ଦେଶରେ କୋରନା ମହାମାରୀର ପଞ୍ଚମ ଲହରୀ ଆରମ୍ଭ ହୋଇଗଲାଣି ବୋଲି ଫ୍ରାନ୍ସ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି  । ଏବଂ ପୂର୍ବରୁ ପଡୋଷୀ ଦେଶ ମାନଙ୍କରେ ମଧ୍ୟ ପଞ୍ଚମ ଲହରୀ ଆସି ସାରିଛି । ଫ୍ରାନ୍ସ…

ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କଲେ ଗ୍ରାମବାସୀ

ସୋନପୁର: ବଢ଼ୁଛି ହାତୀ ଉପଦ୍ରବ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜରେ ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ। ଏନେଇ ଝାରବାହାଲି ଛକରେ ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ। ସୂଚନା ଅନୁସାରେ, କିଛି ଦିନ ହେଲା ଉଲୁଣ୍ଡା…

ଛଟ୍ ପୂଜା ସାରି ଫେରିବାବେଳେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ,୧୦ ମୃତ

ଆସାମ : ଆସାମରେ ମର୍ମନ୍ତୁଦ ଦୁର୍ଘଟଣା । ଦ୍ରୁତଗାମୀ ଟ୍ରକ ସହ ଅଟୋ ଧକ୍କା ହେବାରୁ ୧୦ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆସାମ-ତ୍ରୀପୁରା ନିକଟବର୍ତ୍ତୀ କରିମଗଞ୍ଜ ଜିଲ୍ଲା ପଥରଖଣ୍ଡି ଥାନା ଅନ୍ତର୍ଗତ ବୈଠକଖାଲି ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏପରି ଅଘଟଣ ଘଟିଛି ।…