Latest Odisha News
Browsing Category

ଫିଚର

ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳିବ ଦେଶ

ନୂଆଦିଲ୍ଲୀ : ଓଡ଼ିଶାର ମହାନ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳିବ ସମଗ୍ର ଦେଶ । ଏହି ପ୍ରସ୍ତାବକୁ ଅନୁମୋଦନ କରିଛି କେନ୍ଦ୍ର କ୍ୟାବିନେଟ । ଏହାଫଳରେ ଆଗାମୀ ପୀଢ଼ି ଦେଶ ପାଇଁ ଏହି ମହାନ ଆଦିବାସୀ…

ବିଶ୍ବଜିତ୍ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ

ଭୁବନେଶ୍ବର : ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ ୨୦୧୩ ବ୍ୟାଚର ଅଧିକାରୀ ବିଶ୍ବଜିତ୍ ସାହୁ । ମରିସସ୍ ରେଳବାଇକୁ ଡେପୁଟେସନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ ଜନ ସଂପର୍କ ଅଧିକାରୀ ତଥା ଭାରତୀୟ ରେଳବାଇ…

ଉଦୀୟମାନ ରେସଲର ନିଶା ଦାହିୟାଙ୍କ ମୃତ୍ୟୁ ନେଇ ଗୁଜବ: ସେ ସୁସ୍ଥ ଏବଂ ସୁରକ୍ଷିତ ଅଛନ୍ତି

ଚଣ୍ଡୀଗଡ: ଉଦୀୟମାନ ମହିଳା ରେସଲର ନିଶା ଦାହିୟାଙ୍କ ମୃତ୍ୟୁ ଖବର ଗୁଜବ ପ୍ରମାଣିତ ହୋଇଛି । ବିଭିନ୍ନ ନ୍ୟୁଜ ସରବରାହ ସଂସ୍ଥା ଏହି ଖବର ପ୍ରକାଶିତ କରିଥିଲେ । ପରେ ନିଜେ ନିଶା ସୁସ୍ଥ ଅଛନ୍ତି ବୋଲି କହିବା ପରେ ଲୋକଙ୍କ ମନରେ ବିଶ୍ୱାସ ଆସିଥିଲା । ଭାରତୀୟ ରେସଲିଂ ଫେଡେରେଶନ ମଧ୍ୟ ସେ ସୁସ୍ଥ…

ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ, ଗିରଫ କଲା ପୋଲିସ

କଟକ : ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ। ଏନେଇ ଜଣେ ଯୁବକଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୋଲିସ । ନୌସେନା ଏବଂ ବିଦେଶରେ ଚାକିର କରାଇଦେବା ନାଁରେ ଲୋକଙ୍କ ଠାରୁ ହଜା ହଜାର ଟଙ୍କା ଠକୁଥିଲେ। ଏହି ଅଭିଯୁକ୍ତ ନିକଟରୁ ନଗଦ ୩୩ ହଜାର ଟଙ୍କା ,ଗୋଟିଏ କାର ଓ ମୋବାଇଲ…

ଅବସର ନେବେ ପୋଲିସ ଡିଜି ଅଭୟ

ଭୁବନେଶ୍ବର : ଆସନ୍ତା ଡିସେମ୍ବର ଶେଷରେ ଅବସର‌ ନେବେ ପୋଲିସ ଡିଜି ଅଭୟ । ଡିସେମ୍ବର ୩୧ ତାରିଖ ସୁଦ୍ଧା ଚାକିରିରୁ ଅବସର‌ ନେବେ ପୋଲିସ ଡିଜି ଅଭୟ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହାସହ ଖୁବଶୀଘ୍ର ନୂଆ ଡିଜିପିଙ୍କ ନାଁ ଘୋଷଣା କରିପାରନ୍ତି ରାଜ୍ୟ ସରକାର…

ସଡ଼କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ…

ମମିତା ହତ୍ୟାକାଣ୍ଡ ଘଟଣାରେ ଆସନ୍ତା ୧୨ ତାରିଖରେ ପୁଣି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ଚଳିତ ମାସ ୧୨ ତାରିଖରେ କଂଗ୍ରେସ ପକ୍ଷରୁ ସକାଳ ୬ ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯିବ। ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ଏହି ବନ୍ଦ ଡାକରା ଦେବ ବୋଲି ଜିଲ୍ଲା କଂଗ୍ରେସ…

ଅଁଳା ନବମୀରେ ଶ୍ରଦ୍ଧାଳୁଙ୍କୁ ପୁରୀ ସାକ୍ଷୀଗୋପାଳ ମନା

ସାକ୍ଷୀଗୋପାଳ : ଆଉ ଦୁଇ ଦିନ ପରେ ଅଁଳା ନବମୀ । ସେଥିପାଇଁ ସାକ୍ଷୀଗୋପାଳରେ କରାଯାଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଆଗାମୀ ଅଁଳା ନବମୀ ଓ ବଡ ଏକାଦଶୀରେ ସାକ୍ଷୀଗୋପୀନାଥ ମନ୍ଦିରକୁ ଭକ୍ତଙ୍କୁ ବାରଣ କରାଯାଇଛି । ଏହି ଦୁଇ ଦିନ ପ୍ରବଳ ଭକ୍ତଙ୍କ ସମାଗମକୁ ନଜରରେ ରଖି କୋଭିଡ଼ କଟକଣା ଲାଗୁ କରିଛି…

ଆସନ୍ତା ୨୯ ତାରିଖରୁ ଚାଷୀ କରିବେ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ : ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅନ୍ନଦାତାଙ୍କ ନୂଆ ନିଷ୍ପତ୍ତି । ସଂସଦର ଶୀତକାଳୀନ ଅଧିବେଶନ କାଳରେ ପ୍ରତିଦିନ ଚାଷୀମାନେ ସଂସଦ ଭବନ ଅଭିମୁଖେ କରିବେ ଟ୍ରାକ୍ଟର ରାଲି । ଆସନ୍ତା ୨୯ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବା ବେଳେ, ଚାଷୀଙ୍କ ଏହି ଘୋଷଣା…

୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ବର : ୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା । ୧୧ ଡ଼ିଗ୍ରୀ ସହ ଆଜି ବି ଦାରିଙ୍ଗବାଡି ରାଜ୍ୟର ସବୁଠୁ ଥଣ୍ଡା ସହର । ଫୁଲବାଣୀରେ ତାପମାତ୍ରା ୧୩.୨ ଡ଼ିଗ୍ରୀ ଥିବା ବେଳେ, ଟିଟଲାଗଡରେ ୧୪.୫ ଡ଼ିଗ୍ରୀ, ଝାରସୁଗୁଡାରେ ୧୪.୬ ଡ଼ିଗ୍ରୀ, କେନ୍ଦୁଝରରେ ୧୪ .୮ ଡ଼ିଗ୍ରୀ, ଏବଂ ସୋନପୁରରେ…