Latest Odisha News

BREAKING NEWS

Browsing Category

ଫିଚର

ଯୋଧପୁରରେ ବସରେ ଲାଗିଲା ନିଆଁ ,୧୨ ଯାତ୍ରୀ ଜୀବନ୍ତଦଗ୍ଧ

ରାଜସ୍ଥାନ : ରାଜସ୍ଥାନ ଯୋଧପୁର ହାଇୱେରେ ବସରେ ଲାଗିଲା ନିଆଁ । ଜୀବନ୍ତ ଜଳିଗଲେ ୧୨ ଜଣ ଯାତ୍ରୀ । ରାଜସ୍ଥାନ ଯୋଧପୁର ହାଇୱେ ବାଡମେର ଠାରେ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଟ୍ୟାଙ୍କର ରଙ୍ଗରୁଟରେ ଆସି ଯାତ୍ରୀବାହୀ ବସ୍ କୁ ଧକ୍କା ଦେଇଥିଲା । ଫଳରେ ବସରେ ନିଆଁ ଲାଗିଯିବା ଫଳରେ ୧୨…

ଆତଙ୍କୀ ଆକ୍ରମଣର ମୁକାବିଲା କରିବା ପାଇଁ ଜମ୍ମୁ-କାଶ୍ମୀରକୁ ଗଲେ ୫୫୦୦ ଯବାନ

ଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ସୁରକ୍ଷାବାହିନୀ ଏଯାଏଁ ପ୍ରାୟ ୧୩୮ଜଣ ଆତଙ୍କବାଦୀଙ୍କୁ ନିହତ କରିଛନ୍ତିି। ଏବଂ ୫୫ଜଣଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ହତ୍ୟା କରୁଥିବା ବୃଦ୍ଧିକୁ ଦେଖି ସିଆରପିଏଫ୍ ଏବଂ ବିଏସଏଫ ୩ହଜାର ଏବଂ ୨୫ଶହ ଜଣ ଯବାନଙ୍କୁ ଜମ୍ମୁ-କାଶ୍ମୀର…

କଟକ ଅରିଲୋରେ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ : ଆଜି ଉଦଘାଟିତ ହୋଇଛି ରାଜ୍ୟର ସର୍ବବୃହତ ଓମଫେଡ୍ ଡାଏରୀ ପ୍ଲାଣ୍ଟ । କଟକ ବାରଙ୍ଗ ବ୍ଲକ ଅରିଲୋରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟ ଉଦଘାଟନ କରିଛନ୍ତି । ୩ଶହ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋ ମୋଟିକ…

ହାଇଡ୍ରୋଜେନ ବୋମା ପକାଇଲେ ନୱାବ, ଜାଲ ନୋଟ କାରୋବାରରେ ଫଡନାଭିସଙ୍କ ହାତ

ମୁମ୍ବାଇ: ଏନସିପି ନେତା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ବିପକ୍ଷରେ ବାକ୍ୟର ହାଇଡ୍ରୋଜେନ ବୋମା ପକାଇଛନ୍ତି । ନୱାବ ଚାଂଚଲ୍ୟକର ବୟାନ ଦେଇଛନ୍ତି ଯେ, ଫଡନାଭିସଙ୍କ ସହ ଜାଲ ନୋଟ କାରୋବାର କରୁଥିବା ଦାଉଦ ଇବ୍ରାହିମର ନିକଟତର ରିୟାଜ ଭାଟିଙ୍କ ଭଲ ସମ୍ପର୍କ…

ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଆସାମରେ ଜରୁରୀ ଅବତରଣ କଲା ବିମାନ, ଯାତ୍ରୀ ସୁରକ୍ଷିତ

ଆସାମ : ଆସାମରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କଲା ବିମାନ। ବୁଧବାର ଆସାମର ସିଲଚରସ୍ଥିତ କୁମ୍ଭଗ୍ରାମରେ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିଲା ଏୟାର ଇଣ୍ଡିଆ ବିମାନ । ହେଲେ ପଛ ଚକାରେ କୌଣସି ତ୍ରୁଟି ଦେଖାଦେବାରୁ ବିମାନକୁ ଜରୁରୀ କାଳିନ ଅବତରଣ କରିବାକୁ ପଡ଼ିଛି । ବିମାନ…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ରାଇଫଲ, ୪ଅଫୁଟା ଗୁଳି ଓ ବିଭିନ୍ନ ସାମଗ୍ରୀ ଜବତ

କଳାହାଣ୍ଡି: ପୁଣି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ। ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ବିଭିନ୍ନ ସାମଗ୍ରୀ ଜବତ ହୋଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଜଙ୍ଗଲରେ ୭ତାରିଖ ଦିନ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୂଚନା ଅନୁସାରେ,…

ସିଂଘୁ ବର୍ଡରରେ ଆତ୍ମହତ୍ୟା କଲେ ଆଉ ଜଣେ ଚାଷୀ !

ସିଂଘୁ: ହରିୟାଣାର ସିଂଘୁ ବର୍ଡରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଆଜି ଆଉ ଜଣେ କୃଷକଙ୍କ ମୃତ୍ୟୁ ଘଟିଛି । ବର୍ଡର ନିକଟରେ ଥିବା ଏକ ନୀମ ଗଛରେ ଗୁରପ୍ରୀତ ସିଂଙ୍କ ଶବ ଝୁଲି ରହିଥିଲା । କୁଣ୍ଡଳୀ ଥାନା ପୋଲିସ ଅଧିକାରୀ ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଦେଇଛି । ପ୍ରାରମ୍ଭିକ ତଦନ୍ତରେ…

ଓପିଏଚଡ଼ବ୍ଲ୍ୟୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଅଟକ, ଫ୍ରିଜ୍ ହେଲା ବ୍ୟାଙ୍କ ଆକାଉଣ୍ଟ

ଭୁବନେଶ୍ୱର: କୁବେର ବାବୁଙ୍କ ଘରେ ଚାଲିଥିବା ଚଢ଼ାଉ ଶେଷ ହୋଇଛି। ଗତକାଲିଠାରୁ ଓପିଏଚଡ଼ବ୍ଲୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଥିଲା ଚଢ଼ାଉ। ଚଢ଼ାଉ ପରେ ସମ୍ପତ୍ତିର ମୂଲ୍ୟାୟନ ଚାଲିଥିଲା। ଆଜି ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କରିଛି ଭିଜିଲାନ୍ସ। ଏହାସହ…

ପୋଲିସର ଗୁଇନ୍ଦା ଯବାନଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ତାତିଲେ ମାଓବାଦୀ। ପୋଲିସର ଗୁଇନ୍ଦା ଯବାନଙ୍କୁ ହତ୍ୟା କଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଦାନ୍ତେୱାଡ଼ା ଜିଲ୍ଲା ଟେଟମ ଗ୍ରାମରେ ଘଟିଛି ଏହି ଅଘଟଣ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଟେଟମ ଗାଁରେ ୧୦ରୁ ୧୫ଜଣ ଶସସ୍ତ୍ର ମାଓବାଦୀ ଉମେଶ ମାରକାମ ନାମକ ଜଣେ…

ଭାଇସ ଆଡ଼ମିରାଲ ଆର ହରି କୁମାର ହେବେ ନୌସେନା ମୁଖ୍ୟ

ଦିଲ୍ଲୀ: ଭାଇସ ଆଡ଼ମିରାଲ ଆର ହରି କୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟଭାବେ ନିଯୁକ୍ତି କରାଯାଇଛି। ସେ ବର୍ତ୍ତମାନ ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡରେ ଫ୍ଲାଗ ଅଫିସର କମାଣ୍ଡିଂ ଇନ ଚିଫ୍ ଭାବେ କାର୍ଯ୍ୟ କରୁଛନ୍ତି। ଆସନ୍ତା ୩୦ରେ ନୂଆ କାର୍ଯ୍ୟର ଦାୟିତ୍ୱ ଗ୍ରହଣ କରିବେ। ପ୍ରତିରକ୍ଷା…