Latest Odisha News

BREAKING NEWS

Browsing Category

ଫିଚର

ବିଜୟ ପାଇଁ ଭାରତକୁ ଦରକାର ଆଉ ୬ ୱିକେଟ

ସେଂଚୁରିଆନ: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବିଜୟ ଦ୍ୱାର ଦେଶରେ ଭାରତ ପଂହଚିଛି । ଗୁରୁବାର ଅନ୍ତିମ ଦିବସରେ ଭାରତକୁ ୬ ୱିକେଟ ଆବଶ୍ୟକ ହେଉଥିବା ବେଳେ ଦକ୍ଷିଣ ଆଫ୍ରିକା ୨୧୧ ରନ ଦରକାର କରୁଛି । ଭାରତ ପ୍ରଦତ ୩୦୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି…

ଜାନୁଆରୀ ପହିଲାରେ ପିଏମ୍-କିଷାନର ଦଶମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଜାନୁଆରୀ ପହିଲାରେ ପିଏମ୍-କିଷାନର ଦଶମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ । ତୃଣମୂଳସ୍ତରରେ ଚାଷୀଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ କୃଷକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ…

କାଲିଠୁ ୫ ଦିନ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍

ଭୁବନେଶ୍ବର : ଆସନ୍ତାକାଲିଠୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ନନ୍ଦନକାନନ । ପର୍ଯ୍ୟଟକଙ୍କ ପାଇଁ କାଲିଠୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ୫ ଦିନ ନନ୍ଦନକାନନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ନୂଆବର୍ଷରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ଭିଡ଼ ହେବାର ସମ୍ଭାବନା ରହିଛି । ଏହାସହ ନୂଆ…

ପରିବର୍ତ୍ତନ ହେବ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ନେତୃତ୍ବ, ସୂଚନା ଦେଲେ ମୁକେଶ ଅମ୍ବାନି

ମୁମ୍ବାଇ : ପରିବର୍ତ୍ତନ ହେବ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ନେତୃତ୍ବ । ଏନେଇ କମ୍ପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନି ସୂଚନା ଦେଇଛନ୍ତି । କମ୍ପାନିର ବରିଷ୍ଠ ଅଧିକାରୀଙ୍କ ସହ ମିଶି ସେ ନିଜେ ଏହି ପ୍ରକ୍ରିୟାକୁ ତ୍ବରାନ୍ୱିତ କରିବାକୁ ଏବଂ ଯୁବ ନେତୃତ୍ବକୁ ଦାୟିତ୍ବ ହସ୍ତାନ୍ତର…

ଶ୍ରୀମନ୍ଦିରକୁ ୫ଲକ୍ଷ ଟଙ୍କା ସହ ୭ କେଜି ୬୬୨ ଗ୍ରାମ ୩ଟି ରୂପା ଗରା,ଥାଳି ଦାନ କଲେ ଭକ୍ତ

ପୁରୀ : ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ । ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳର ସୁବ୍ରତ ରଥ ନାମକ ଜଣେ ବ୍ୟକ୍ତି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ଉନ୍ନୟନ ପ୍ରଶାସକ ଶ୍ରୀ ଅଜୟ କୁମାର ଜେନାଙ୍କୁ ଭେଟି ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ଦାନ ଦେବା ସହ ମହାପ୍ରଭୁଙ୍କ ନିତ୍ୟ…

୧୬ ବର୍ଷରୁ କମ ବିଜୟ ମର୍ଚ୍ଚାଂଟ ଟ୍ରଫି: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର: ଗୌହାଟୀରେ ୯ ଜାନୁୟାରୀ ୨୦୨୨ରେ ହେବାକୁ ଥିବା ୧୬ ବର୍ଷରୁ କମ ବିଜୟ ମର୍ଚ୍ଚାଣ୍ଟ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଘୋଷଣା ହୋଇଛି ୨୦ ଜଣିଆ ଓଡ଼ିଶା ଟିମ୍ । ଓସିଏ ସମ୍ପାଦକ ସଞ୍ଜୟ ବେହେରା ଏ ନେଇ ସୂଚନା ଦେଇଛନ୍ତି । ଶ୍ରେୟାଂଶ ଭରଦ୍ବାଜଙ୍କୁ ଅଧିନାୟକ ଦାୟିତ୍ବ…

ଇନୋଭେସନ୍‍ ରାଙ୍କିଂ ୨୦୨୧, କ୍ରମାଗତ ଦ୍ବିତୀୟ ବର୍ଷ ପାଇଁ ପ୍ରଥମ ସ୍ଥାନ ବଜାୟ ରଖିଲା କିଟ୍‍

ଭୁବନେଶ୍ବର : ଗବେଷଣା ଓ ସର୍ଜନା କ୍ଷେତ୍ରରେ କିଟ୍‍ ବିଶ୍ବବିଦ୍ୟାଳୟକୁ ମିଳିଛି ଭାରତ ସରକାରଙ୍କ ସ୍ବୀକୃତି । ଲଗାତାର ଦ୍ବିତୀୟ ବର୍ଷ ପାଇଁ ଅଟଳ ରାଙ୍କିଂ ଅଫ୍‍ ଇନ୍‍ଷ୍ଟିଚ୍ୟୁସନ୍‍ ଅନ୍‍ ଇନୋଭେସନ୍‍ ଆଚିଭମେଣ୍ଟରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିଟ୍‍ ବିଶ୍ବବିଦ୍ୟାଳୟ…

ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ପାନବରଜ ଦେଇ ୧୪ ବରଜିଙ୍କୁ ମିଳିଲା ୩୦ ଲକ୍ଷ ଟଙ୍କା

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଢ଼ିଙ୍କିଆ ନୂଆଗାଁ ଓ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ଜାରି ରହିଛି ପ୍ରଶାସନିକ କାର୍ଯ୍ୟ । ଆଜି ଢ଼ିଙ୍କିଆ ପଞ୍ଚାୟତର ପାଟଣା ଗାଁରେ ୮ଟି ପାନବରଜର ମାପଚୁପ କରାଯାଇଛି । ଢ଼ିଙ୍କିଆରେ ଆଜି ୨ଟି ପାନବରଜ…

ରାଜ୍ୟରେ ୧୪ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୪ ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମୋଡରେ ୧୪ ଟି ସାଇବର ଥାନାର ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦିନକୁ ଦିନ ରାଜ୍ୟରେ ସାଇବର ଅପରାଧ ବଢିବାରେ ଲାଗିଛି । ଆଖି ପିଛୁଳାକେ…

ରିଲାଏନ୍ସ ଫାଉଣ୍ଡେସନ ହଜାର ହଜାର ପିଲାଙ୍କ ପାଇଁ ଆଣିଦେଲା ଉତ୍ସବର ଆନନ୍ଦ

ଭୁବନେଶ୍ବର : ଶେଷ ହେବାକୁ ଯାଉଛି ବର୍ଷ ୨୦୨୧ । ଆରମ୍ଭ ହେବ ନୂଆବର୍ଷ । ନୂଆବର୍ଷ ପାଳନ କରିବାକୁ ଦେଶବାସୀ ପ୍ରସ୍ତୁତ ଥିବା ବେଳେ, ରିଲାଏନ୍ସ ଫାଉଣ୍ଡେସନ ସମଗ୍ର ଭାରତରେ ପିଲାଙ୍କ ସହିତ ଏହି ଉତ୍ସବର ଆନନ୍ଦ ବାଣ୍ଟିବାର ପରମ୍ପରାକୁ ବଜାୟ ରଖିଛି । ଭୁବନେଶ୍ବର ସମେତ ଦେଶର ୧୧ଟି ସହରରେ ୨୬ଟି…