Latest Odisha News

BREAKING NEWS

Browsing Category

ଫିଚର

ଦକ୍ଷିଣ ଆଫ୍ରିକା ୧୯୭ରେ ଅଲଆଉଟ, ସାମିଙ୍କୁ ୫ ୱିକେଟ

ସେଂଚୁରିଆନ: ମହମ୍ମଦ ସାମିଙ୍କ ଚମତ୍କାର ବୋଲିଂ ଯୋଗୁ ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟର ୩ୟ ଦିବସରେ ଭାରତ ୧୯୭ ରନରେ ଦକ୍ଷିଣ ଆଫ୍ରିକାକୁ ଅଲଆଉଟ କରିଛି । ଏଥିସହ ଟିମ ଇଣ୍ଡିଆ ୧୩୦ ରନର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରନେଇଛି । ସାମି ୫ଟି ୱିକେଟ ଅକ୍ତିଆର କରିଥିଲେ । ସେ କପିଳ…

ଦୁର୍ଘଟଣାରେ ବଚପନ କା ପ୍ୟାର ଫେମ ଗାୟକ ସହଦେବ ଗୁରୁତର

ମୁମ୍ବାଇ: ବଚପନ ପେମ ଗାୟକ ସହଦେବ ଦିରଦୋ ଏକ ସଡକ ଦୁର୍ଘଟଣାରେ ଗୁରୁତର ଭାବେ ଆଘାତପ୍ରାପ୍ତ ହୋଇଛନ୍ତି । ତାଙ୍କ ମୁଣ୍ଡରେ ଜୋରରେ ଆଘାତ ଲାଗିଛି ଏବଂ ସେ ସଙ୍କଟାପନ୍ନ ଅବସ୍ଥାରେ ଅଛନ୍ତି । ପ୍ରାଥମିକ ଉପଚାର ପରେ ତାଙ୍କୁ ଜଗଦଲପୁରର ଡିମରାପାଲ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ପଠାଯାଇଛି ।…

ମୋ ସରକାର ସରକାରୀ କର୍ମଚାରୀଙ୍କ ବ୍ୟବହାରରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା । କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର…

ଇଂଲିଶ ପ୍ରିମିୟର ଲିଗରେ କରୋନା ବିସ୍ଫୋଟ

ଲଣ୍ଡନ: ଇଂଲିଶ ପ୍ରିମିୟର ଲିଗ ଫୁଟବଲ ଟୁର୍ଣ୍ଣାମେଂଟରେ ଦର୍ଶକଙ୍କ ଉପରେ କଟକଣା ନ ଲଗାଇବା ମହଙ୍ଗା ସାବ୍ୟସ୍ତ ହୋଇଛି । ପ୍ରାରମ୍ଭିକ ରିପୋର୍ଟରେ ଖେଳାଳି, ସପୋର୍ଟିଂ ଷ୍ଟାଫଙ୍କ ସମେତ ୧୦୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଏହା ସତ୍ୱେ ଏବେ ବି ଦର୍ଶକଙ୍କ ଏଂଟ୍ରି ଉପରେ କଟକଣା ଲଗାଯାଇ…

ବୋଲିଂ ବେଳେ ବୁମରାହଙ୍କ ପାଦ ମୋଡି ହୋଇଗଲା, ଡାକ୍ତରୀ ରିପୋର୍ଟକୁ ଅପେକ୍ଷା

ସେଂଚୁରିୟାନ: ଦକ୍ଷିଣ ଆଫ୍ରିକା ବିପକ୍ଷ କ୍ରିକେଟ ସିରିଜ ଅବସରରେ ଭାରତକୁ ଶକ୍ତ ଧକ୍କା ଲାଗିଛି । ଦଳର ମୁଖ୍ୟ ବୋଲର ଯଶପ୍ରୀତ ବୁମରାହ ବୋଲିଂ କଲା ବେଳେ ତାଙ୍କ ପାଦ ମୋଡି ହୋଇଯାଇଛି । ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଡିଆ ବାହାରକୁ ନିଆଯାଇଥିଲା । ଶ୍ରେୟାଶ ଆୟାରଙ୍କୁ ବଦଳ…

ଭାରତକୁ ଅପମାନ କରିଥିଲେ ଭନ, ମଧୁର ପ୍ରତିଶୋଧ ନେଲେ ଜାଫର

ମୁମ୍ବାଇ: ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟ୍ସମ୍ୟାନ ୱାସିମ ଜାଫର ଆଜି ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ମୁହଁ ବନ୍ଦ କରି ଦେଇଛନ୍ତି । ଆଶେସ ସିରିଜର ତୃତୀୟ ମ୍ୟାଚରେ ଇଂଲଣ୍ଡ ଶୋଚନୀୟ ଭାବେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଥିଲା । ଏହା ପରେ ସୋସିଆଲ ମିଡିଆରେ ଭନଙ୍କୁ ଟ୍ରୋଲ…

ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ସଭାପତି ନିରଞ୍ଜନ ପଟ୍ଟନାୟକ ଦଳୀୟ ପତାକା ଉତୋଳନ କରି…

ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର: ଜାନୁଆରୀ ୩ତାରିଖରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ । ପୂର୍ବ ଗାଇଡ଼ଲାଇନ ଅନୁଯାୟୀ, ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯିବ ।…

ବରଫ ଚାଦରରେ ସଜାଇ ହୋଇଛି ପର୍ଯ୍ୟଟନସ୍ଥଳି ଔଲି , ଜମୁଛି ପର୍ଯ୍ୟଟକଙ୍କ ଭିଡ

ଉତ୍ତରାଖଣ୍ଡ :ଉତ୍ତରାଖଣ୍ଡର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳି ଔଲି । ଏଠାରେ ଏବେ ତୁଷାରପାତ ଜାରି ରହିଛି । ହେଲେ ଏହି ବରଫ ପାତ ଦେଖିବା ପାଇଁ ବାହାର ରାଜ୍ୟ ସହ ଆଖପାଖ ଅଞ୍ଚଳର ଟୁରିଷ୍ଟ ମାନଙ୍କ ପ୍ରବଳ ଭିଡ ଲାଗିଛି । ପିକନିକ୍ ସିଜିନ ଚାଲିଥିବା ବେଳେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ…

ଛେଳି ଜନ୍ମ କଲା ମଣିଷ ଆକୃତିର ଛେଳି ଛୁଆ

ଆସାମ: ଆମ ଆଖପାଖରେ ଅନେକ ସମୟରେ ଏହିପରି କିଛି ଘଟଣା ଘଟେ । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ । ଏହି ମଧ୍ୟରେ ଆସାମର କଚାର ଜିଲ୍ଲାରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହା କିଛି ଚତ୍ମକାରଠାରୁ କମ୍ ନୁହେଁ । ଆପଣ କେବେ ଶୁଣିଛନ୍ତି ପଶୁ ମଣିଷ ଛୁଆକୁ ଜନ୍ମ ଦେବା କଥା! ହଁ ଆଜ୍ଞା ଆମେ…