Latest Odisha News

BREAKING NEWS

Browsing Category

ଫିଚର

ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି: ୪୭ ବର୍ଷରେ ଷଷ୍ଠ ଥର ନିମନ୍ତ୍ରଣ ପଠାଇଲା ଭାରତ

ନୂଆଦିଲ୍ଲୀ: ୨୦୨୪ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ। ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ପଠାଇଲା ଭାରତ । କାର୍ଯ୍ୟ ବ୍ୟସ୍ତତା ଭିତରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଆସିବାକୁ ମନା କରିବା ପରେ ଗଣତନ୍ତ୍ର ଦିବସ…

ପୋଲିସ ଉପସ୍ଥିତିରେ ବିଜେଡିର ଗୁଣ୍ଡାରାଜ୍  ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ନଗ୍ନ ଉଦାହରଣ-ବିଜେପି

ଭୁବନେଶ୍ୱର: ବିଜୁ ଜନତା ଦଳ ଦ୍ୱାରା ପାଳିତ ଗୁଣ୍ଡାମାନେ ରାଜନୈତିକ କ୍ଷମତା ଉପଭୋଗ କରୁଛନ୍ତି ।  ଶାସନ ଓ ପ୍ରଶାସନ, ଆଇନକୁ ଫୁ କରି  ଜୋର ଜବରଦସ୍ତି ରାଜନୈତିକ ବିରୋଧୀଙ୍କୁ ଦମନ କରିବାକୁ ଅପଚେଷ୍ଟା କରୁଛନ୍ତି । ପୋଲିସ ଉପସ୍ଥିତିରେ ବିଜେଡିର ଗୁଣ୍ଡାରାଜ୍  ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର…

ସଂସଦୀୟ ଗଣତନ୍ତ୍ରକୁ ହତ୍ୟା : ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କଲା ଇଣ୍ଡିଆ…

ପୁରୀ :  ସଂସଦର ୧୪୨ ଜଣ ସାଂସଦଙ୍କୁ ନିଲମ୍ବନ ଘଟଣା  । ଆଜି ପୁରୀ ରେ କଂଗ୍ରେସ, ଆପ ଏବଂ ସିପିଆଇଏମ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି  ।  ଭାରତୀୟ ଗଣତନ୍ତ୍ର ଉପରେ ବିଜେପି ସରକାରର ଏଭଳି  ଆକ୍ରମଣ କୁ  ସମଗ୍ର ବିଶ୍ଵରେ ସବୁ ସ୍ତରରେ ନିନ୍ଦା କରାଯାଇଛି । ଗଣତାନ୍ତ୍ରିକ ନୀତିକୁ…

ବିଭିନ୍ନ ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କଲେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସଂଘ

ପୁରୀ :  ବିଭିନ୍ନ ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କଲେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସଂଘ  । ବାର୍ଷିକ ଦରମା ବୃଦ୍ଧି  କରାଯିବା ସହ  ଯଦି କୌଣସି ୧୦୮ ଆମ୍ବୁଲାନ୍ସ କର୍ମଚାରୀ ସାଧାରଣ ଲୋକଙ୍ଲୋକର ଆକ୍ରମଣର ଶିକାର ହେଉଛନ୍ତି ତେବେ  ଦଣ୍ଡବିଧାନ ସହ ଦୋଷୀମାନଙ୍କ ପ୍ରତି…

କମୁଛି ପାରଦ , ବଢୁଛି ଶୀତ : ୧୦ଡିଗ୍ରୀ ତଳେ ୧୬ ସହର, ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ  ।  ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ  । ଶୀତରୁ ରକ୍ଷା ପାଇବା ପାଇଁ କିଏ  ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି  । ଏହାରି ମଧ୍ୟରେ ଆଜି ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି  । ୧୬ ସହରର ତାପମାତ୍ରା…

ଉପାନ୍ତର ଗୌରବ ଗୁପ୍ତେଶ୍ଵର: ମାତ୍ର ୨୬ବର୍ଷ ବୟସରେ IIT ଖଡଗପୁରରୁ ଡକ୍ଟରେଟ ସମ୍ମାନରେ ସମ୍ମାନିତ

ନୂଆପଡା: କଥାରେ ଅଛି ଇଛା ଥିଲେ ଉପାୟ ଆପେ ଆସେ ।  ଦୃଢ ଇଛା ଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହୁଏ  । ଏମିତି କିଛି  ଉଦାହରଣ ସୃଷ୍ଟି କରିଛନ୍ତି ନୂଆପଡା ଜିଲ୍ଲା ଉପାନ୍ତ ଦମାପଲା ଗାଁର ୨୬ ବର୍ଷୀୟ ଯୁବକ ଗୁପ୍ତେଶ୍ଵର ।  କମ ବୟସ ଓ ଏକ ଗରୀବ ପରିବାରରେ ଶିକ୍ଷା କୁ ପ୍ରାଧାନ୍ୟ ଦେଇ IIT…

ଡଙ୍କି ନା ସାଲାର , କିଏ କରିବ ବକ୍ସ ଅଫିସରେ ରାଜ୍ ?

ମୁମ୍ବାଇ: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଛି। ଆଜି ବଡ ପରଦାରେ ରିଲିଜ ହୋଇଛି ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ସାଲାର ଫିଲ୍ମ । ଏଇ ଗୋଟିଏ ସପ୍ତାହରେ ହଲ୍‌କୁ ଆସିଲା ୨୦୨୩ ବର୍ଷର ଦୁଇଟି ବଡ଼ ବଲିଉଡ୍ ସିନେମା। ଗତକାଲି ବଲିଉଡ୍ ସୁପରଷ୍ଟାର ଶାହରୁଖ୍‌ ଖାଁଙ୍କ ‘ଡଙ୍କି’ ରିଲିଜ୍‌…

କାହିଁକି ଗିରଫ ହେଲେ ବିଗ୍ ବସ୍ ସିଜନ-୭ ବିଜେତା ?

ମୁମ୍ବାଇ: ରିଆଲିଟି ଶୋ ବିଗ୍ ବସ୍ । ବର୍ତ୍ତମାନ ସମୟରେ ଏହାକୁ ଦେଖିବା ଲୋକଙ୍କ ପାଇଁ ଏକ କ୍ରେଜ୍ ହୋଇଗଲାଣି  । ବହୁତ୍ ସଂଖ୍ୟାରେ ଲୋକ ଏହି ଶୋକୁ ଦେଖୁଛନ୍ତି  । ବିଗ୍ ବସ୍ ତେଲୁଗୁ ସିଜନ୍ ୭ ର ବିଜେତା ହୋଇଥିବା ପଲ୍ଲବୀ ପ୍ରଶାନ୍ତଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଖରାପ ଖବର ରହିଛି ।…

ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜାର୍ଚ୍ଚନା

ମୁମ୍ବାଇ : ଆପଣମାନେ ଇଣ୍ଡୋନେସିଆର ନାଁ ଶୁଣିଥିବେ  । ଏହାର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ  । ଏହି ଦେଶରେ ସାଧାରଣତଃ ବହୁସଂଖ୍ୟାରେ ମୁସଲମାନ ସମ୍ପ୍ରଦାୟର ଲୋକ ବସବାସ କରନ୍ତି  । ତେବେ ଆପଣମାନେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଏଠାରେ…

ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା

କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା ଗଠନ ପାଇଁ ଘୋଷଣା…