Latest Odisha News

BREAKING NEWS

Browsing Category

ଫିଚର

ବନ୍ଧୁ ଘରକୁ ଯିବା ବେଳେ ଦୁର୍ଘଟଣା ନେଲା ୨ ବନ୍ଧୁଙ୍କ ଜୀବନ

ରାୟଗଡ଼ା: ବନ୍ଧୁ ଘରକୁ ଯିବା ରାସ୍ତାରେ ଅପେକ୍ଷା କରି ରହିଥିଲା ମୃତ୍ୟୁ । ବାଇକକୁ ପିଟି ଦେଲା ଅଜଣା ଗାଡ଼ି । ରାୟଗଡ଼ାରେ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୌଡ଼ଲେଲିବାଡ଼ି ଗାଁ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି…

ଆଜି ରାଜ୍ୟରୁ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୯ ଜିଲ୍ଲାରୁ ବାହାରିଛନ୍ତି ୧୪୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୫୭ ରହିଛି । ୧୮ ବର୍ଷ ଭିତରେ ଆଉ ୧୯ ଜଣ ପଜିଟିଭ୍ ବାହାରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮…

ଆଜି ଉଠା ଦୋକାନୀଙ୍କୁ କୋଭିଡ୍ ସହୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଅନେକଙ୍କ ଜୀବନଜୀବିକା ଉପରେ ପ୍ରଭାବ ପକାଇଛି । ରାଜ୍ୟରେ ବିଶେଷ ଭାବରେ ପ୍ରଭାବିତ ହୋଇଛନ୍ତି ଉଠା ଦୋକାନୀ । ଆଜି ସେମାନଙ୍କୁ କୋଭିଡ୍ ସହାୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ରାଶି ବଣ୍ଟର ଆଜି ଶୁଭାରମ୍ଭ କରିବେ…

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ । ଅପରାହ୍ନ ୫ଟା ୩୦ମିନିଟରେ ଭର୍ଚୁଆଲ ପ୍ଲାଟଫର୍ମରେ ଏହି ବୈଠକ କରାଯିବ । ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା…

ସାରା ରାଜ୍ୟରେ ଶୀତର ଲହରୀ ଜାରି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଅସହ୍ୟ ହୋଇପଡ଼ୁଛି ଥଣ୍ଡାର ପ୍ରକୋପ । ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି । ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଶୀତର ଲହରୀ । ଥଣ୍ଡା ଅଧିକ ହେଉଥିବାରୁ ଘରୁ ବାହାରିବା ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଲାଣି । ଦିନତମାମ ଶୀତବସ୍ତ୍ର ପିନ୍ଧି…

ଓମିକ୍ରନ୍ ଭୟ: ୫ ରାଜ୍ୟରେ ନିର୍ବାଚନ ଟାଳିବାକୁ କହିଲେ ଆହ୍ଲାବାଦ ହାଇକୋର୍ଟ

ଲକ୍ଷ୍ନୌ: ଆସନ୍ତାବର୍ଷା ଫେବ୍ରୁଆରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ତାରିଖ ଘୋଷଣା ହୋଇ ନଥିଲେ ବି ଉଷ୍ଣତା ବଢ଼ିଛି । ଏହାରି ଭିତରେ ସାରା ଦେଶରେ ଓମିକ୍ରନ୍ ମାମଲା ବି ବଢିବାରେ ଲାଗିଛି । କେନ୍ଦ୍ର ସରକାର ବଡ଼ ବଡ଼ କାର୍ୟ୍ୟକ୍ରମ, ସଭା…

ଦୁର୍ଘଟଣା ନେଲା ଦୁଇ ସାଙ୍ଗଙ୍କ ଜୀବନ

କୋଣାର୍କ(ପୁରୀ): ଭାରସାମ୍ୟ ହରାଇ ପିଟି ହେଲା ବାଇକ୍ । ଦୁର୍ଘଟଣା ନେଲା ଦୁଇ ସାଙ୍ଗଙ୍କର ଜୀବନ । ପୁରୀ ଜିଲ୍ଲା କୋଣାର୍କ-କାକଟପୁର ରାସ୍ତାର ବଢ଼େଇ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣେ ପ୍ରାଣ ହରାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ…

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବକୁ ମିଳିପାରେ ମଞ୍ଜୁରି । କ୍ୟାବିନେଟ୍ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ…

ଏହି ରାଜ୍ୟରେ ଲାଗୁ ହେଲା ନାଇଟ କର୍ଫ୍ୟୁ

ଭୋପାଳ: କରୋନା ମହାମାରୀର କରାଳ ରୂପ ନେଇ ଆସୁଥିବା ଓମିକ୍ରନ ଭାରିଏଂଟକୁ ରୋକିବା ପାଇଁ ମଧ୍ୟପ୍ରଦେଶରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି । ରାତି ୧୧ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ କଡାକଡି ଭାବେ ଲାଗୁ କରାଯିବ । ଜରୁରୀ କାଳୀନ ସେବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟ ପାଇଁ କେହି ଘରୁ…

ଆଇପିଏଲ: ହାଇଦ୍ରାବାଦ ସହ ଯୋଡି ହେଲେ ଲାରା, ଷ୍ଟେଇନ, କାଟିଚ

ନୂଆଦିଲ୍ଲୀ: ଆଗାମୀ ଆଇପିଏଲ ପାଇଁ ସନରାଇଜର୍ସ ହାଇଦ୍ରାବାଦ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ୱେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କୁ ବ୍ୟାଟିଂ କୋଚ ଏବଂ ଷ୍ଟ୍ରାଟେଜିକ ଆଡଭାଇଜର ଭାବେ ନିଯୁକ୍ତ କରାଯାଇଛି । ଏଥିସହ ଲାରା ପ୍ରଥମ ଥର ପାଇଁ ଆଇପିଏଲରେ ଯୋଡି ହେବେ । ଭିଭିଏସ ଲକ୍ଷ୍ମଣ ଏନସିଏ…