Latest Odisha News

BREAKING NEWS

Browsing Category

ଫିଚର

ବୋଲିଂ ବେଳେ ବୁମରାହଙ୍କ ପାଦ ମୋଡି ହୋଇଗଲା, ଡାକ୍ତରୀ ରିପୋର୍ଟକୁ ଅପେକ୍ଷା

ସେଂଚୁରିୟାନ: ଦକ୍ଷିଣ ଆଫ୍ରିକା ବିପକ୍ଷ କ୍ରିକେଟ ସିରିଜ ଅବସରରେ ଭାରତକୁ ଶକ୍ତ ଧକ୍କା ଲାଗିଛି । ଦଳର ମୁଖ୍ୟ ବୋଲର ଯଶପ୍ରୀତ ବୁମରାହ ବୋଲିଂ କଲା ବେଳେ ତାଙ୍କ ପାଦ ମୋଡି ହୋଇଯାଇଛି । ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଡିଆ ବାହାରକୁ ନିଆଯାଇଥିଲା । ଶ୍ରେୟାଶ ଆୟାରଙ୍କୁ ବଦଳ…

ଭାରତକୁ ଅପମାନ କରିଥିଲେ ଭନ, ମଧୁର ପ୍ରତିଶୋଧ ନେଲେ ଜାଫର

ମୁମ୍ବାଇ: ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟ୍ସମ୍ୟାନ ୱାସିମ ଜାଫର ଆଜି ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ମୁହଁ ବନ୍ଦ କରି ଦେଇଛନ୍ତି । ଆଶେସ ସିରିଜର ତୃତୀୟ ମ୍ୟାଚରେ ଇଂଲଣ୍ଡ ଶୋଚନୀୟ ଭାବେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଥିଲା । ଏହା ପରେ ସୋସିଆଲ ମିଡିଆରେ ଭନଙ୍କୁ ଟ୍ରୋଲ…

ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ସଭାପତି ନିରଞ୍ଜନ ପଟ୍ଟନାୟକ ଦଳୀୟ ପତାକା ଉତୋଳନ କରି…

ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର: ଜାନୁଆରୀ ୩ତାରିଖରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ । ପୂର୍ବ ଗାଇଡ଼ଲାଇନ ଅନୁଯାୟୀ, ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯିବ ।…

ବରଫ ଚାଦରରେ ସଜାଇ ହୋଇଛି ପର୍ଯ୍ୟଟନସ୍ଥଳି ଔଲି , ଜମୁଛି ପର୍ଯ୍ୟଟକଙ୍କ ଭିଡ

ଉତ୍ତରାଖଣ୍ଡ :ଉତ୍ତରାଖଣ୍ଡର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳି ଔଲି । ଏଠାରେ ଏବେ ତୁଷାରପାତ ଜାରି ରହିଛି । ହେଲେ ଏହି ବରଫ ପାତ ଦେଖିବା ପାଇଁ ବାହାର ରାଜ୍ୟ ସହ ଆଖପାଖ ଅଞ୍ଚଳର ଟୁରିଷ୍ଟ ମାନଙ୍କ ପ୍ରବଳ ଭିଡ ଲାଗିଛି । ପିକନିକ୍ ସିଜିନ ଚାଲିଥିବା ବେଳେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ…

ଛେଳି ଜନ୍ମ କଲା ମଣିଷ ଆକୃତିର ଛେଳି ଛୁଆ

ଆସାମ: ଆମ ଆଖପାଖରେ ଅନେକ ସମୟରେ ଏହିପରି କିଛି ଘଟଣା ଘଟେ । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ । ଏହି ମଧ୍ୟରେ ଆସାମର କଚାର ଜିଲ୍ଲାରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହା କିଛି ଚତ୍ମକାରଠାରୁ କମ୍ ନୁହେଁ । ଆପଣ କେବେ ଶୁଣିଛନ୍ତି ପଶୁ ମଣିଷ ଛୁଆକୁ ଜନ୍ମ ଦେବା କଥା! ହଁ ଆଜ୍ଞା ଆମେ…

ଏମକେସିଜି ମେଡିକାଲର ପିଜି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ, ରୋଗୀସେବା ବାଧାପ୍ରାପ୍ତ

ବ୍ରହ୍ମପୁର : ଏମକେସିଜି ମେଡିକାଲର ପିଜି ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପିଜି ଓ ନିଟ୍ କାଉନସେଲିଂରେ ଅହେତୁକ ବିଳମ୍ବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରଛାତ୍ରୀ ମାନେ । ୨୦୨୧ ବର୍ଷ ପାଇଁ କାଉନସେଲିଂ ବିଳମ୍ବ ହେଉଛି । କାଉନସେଲିଂ ଶିଘ୍ର କରାଯାଉ ବୋଲି ଦାବି କରିଛନ୍ତି ।…

ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି

ଭୁବନେଶ୍ୱର: ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହୋଇଥିବା ଦେଖିବାକୁ ମିଳିଛି । ଅଧିକାଂଶ ସ୍ଥାନରେ ଦିନ ୧୦ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ରହିଥିଲା । ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଲୋକମାନେ ବହୁ ହଇରାଣ ହୋଇଥିଲେ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ,…

ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡ଼ୋଜ୍

କଟକ: ଜାନୁଆରୀ ୧୦ତାରିଖରୁ କରୋନା ପାଇଁ କଟକରେ ବୁଷ୍ଟର ଡ଼ୋଜ୍ ପ୍ରଦାନ ଆରମ୍ଭ ହେବ । ଏନେଇ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଚିନ୍ତା ବଢ଼ିଲାଣି । ତେଣୁ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି ସରକାର । ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଡ଼ୋଜ୍ ଦିଆଯିବା…

ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ…