Latest Odisha News

BREAKING NEWS

Browsing Category

ଫିଚର

ବିପୁଳ ପରିମାଣର ରକ୍ତ ଚନ୍ଦନ କାଠ ଜବତ, ପୋଲିସର ତଦନ୍ତ ଜାରି

ଗଜପତି: ବିପୁଳ ପରିମାଣର ଚନ୍ଦନ କାଠ ଜବତ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ଜଣେ ବ୍ୟକ୍ତିଙ୍କ ଘରୁ ବିପୁଳ ପରିମାଣର ରକ୍ତ ଚନ୍ଦନ କାଠ ଜବତ ହୋଇଛି । ପାରାଳାଖେମୁଣ୍ଡି ବାଳିକା ବିଦ୍ୟାଳୟ ରାସ୍ତାରେ ଥିବା ରାଜୁ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ରକ୍ତ ଚନ୍ଦନ କାଠ ଜବତ କରିଛି ବନ ବିଭାଗ ।…

ବ୍ରିଟ୍ରେନରେ ଫୁଲ ସ୍ପିଡରେ ମାଡୁଛି ଓମିକ୍ରନ୍, ଆଗକୁ ସାଂଘାତିକ ହୋଇପାରେ

ଲଣ୍ଡନ: ଓମିକ୍ରନ ସାରା ବିଶ୍ୱକୁ ଡରାଇଛି । ୭୭ ଦେଶରେ କାୟା ମେଲାଇଛି । ବ୍ରିଟେନରେ ମାଡ଼ି ଚାଲିଛି । ପ୍ରତିଦିନ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ପ୍ରତି ଦୁଇ ତିନି ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହେଉଛି । ବର୍ତ୍ତମାନ ସୁଦ୍ଧା ୫୦୦୦ ଲୋକ ଓମିକ୍ରନରେ ସଂକ୍ରମିତ ହେଲେଣି । ଜଣେ…

ଓଡ଼ିଶାରେ ମୁଣ୍ଡପିଛା ଆୟ ୨୦୧୧ରୁ ବଢ଼ିଛି

ଭୁବନେଶ୍ୱର: ୨୦୧୧ଠାରୁ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଛି । ୨୦୧୧ ରୁ ୨୦୨୦ ପର୍ୟ୍ୟନ୍ତ ଓଡ଼ିଶାର ମୁଣ୍ଡପିଛା ଆୟ ଦେଶର ଆୟର ତୁଳନାରେ ଅଧିକ । ଏକଥା କହିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ…

ସଂଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକଙ୍କ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ପୁରୀ: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଘଟଣାର କ୍ରାଇଣବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ଅଭୟ । ଏକ ପ୍ରେସ୍ ରିଲିଜ ଜାରି କରି ତଦନ୍ତ ନିର୍ଦ୍ଦେଶ…

ଆଜିଠୁ ଆରମ୍ଭ ହେଉଛି ଇକୋ ରିଟ୍ରିଟ୍

ଭୁବନେଶ୍ୱର: ଆଜିଠୁ ଇକୋ ରିଟ୍ରିଟ୍ ଆରମ୍ଭ ହେଉଛି । ପର୍ଯ୍ୟଟକମାନେ ନିଆରା ଅନୁଭୂତି ସାଉଁଟିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଇକୋ ରିଟ୍ରିଟ ଉଦଘାଟନ କରିବେ । କୋଣାର୍କ-ପୁରୀ ବେଳାଭୂମି ରାମଚଣ୍ଡି ମୁହାଣ ନିକଟରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଇକୋ ରିଟ୍ରିଟ୍…

ଆଜି କେନ୍ଦ୍ରାପଡ଼ା ଓ ଯାଜପୁରରେ BSKY ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଆଜି ଶୁଭାରମ୍ଭ ହେବ । ଏହାକୁ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ । ଏହି ଅବସରରେ ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ…

ଆଜି ରାଜ୍ୟରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ନିୟନ୍ତ୍ରଣରେ ଅଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୨୦୦ ରହୁଛି । ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବଢ଼ିଛି । ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୨୭ ଜଣ ଓ ଲୋକାଲ୍ କଣ୍ଟାକ୍ଟ…

ଆଜି ନୀତି ଆୟୋଗ ଉପାଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ସ୍ୱତନ୍ତ୍ର ଫୋକସ ରାଜ୍ୟ ଦାବି ରଖିବ ଓଡ଼ିଶା

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ଆଜି ରାଜ୍ୟ ସରକାରଙ୍କ ସହ ବୈଠକ ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ଅଧିକାରୀଙ୍କ ସହ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଆଜି ଦିନ ୧୧ଟାରୁ ଗୋଟାଏ ଯାଏ…

ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ

ଭଦ୍ରକ: ବାଇକକୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କର ଜୀବନ । ଭଦ୍ରକ ଜିଲ୍ଲା ସାବରଙ୍ଗ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକମାନଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ଘଟଣାସ୍ଥଳରେ ଜଣେ ଓ ହସ୍ପିଟାଲରେ ଆଉ ୨ ଜଣ…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏଥିପାଇଁ ଆଜି ଅପରାହ୍ନ…