Latest Odisha News

BREAKING NEWS

Browsing Category

ଫିଚର

ଆଜି ରାଜ୍ୟରୁ ୧୭୮ କରୋନା ପଜିଟିଭ୍ ଚିହ୍ନଟ, ୧୨ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୭୮ ସଂକ୍ରମିତ । ୧୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୫ ଓ ଲୋକାଲ୍ କଣ୍ଟାକ୍ଟ…

ମିସ୍ ୟୁନିଭର୍ସ ୨୦୨୧ ହେଲେ ପଞ୍ଜାବ ସୁନ୍ଦରୀ ହରନାଜ୍ କୌର

ନୂଆଦିଲ୍ଲୀ: ମିସ୍ ୟୁନିଭର୍ସ ୨୦୨୧ରେ ଜଲଓ୍ୱା ଦେଖାଇଲେ ଭାରତୀୟ ସୁନ୍ଦରୀ । ପଞ୍ଜାବର ଝିଅ ହରନାମ କୌର ସାନ୍ଧୁ ମିସ୍ ୟୁନିଭର୍ସ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି । ୮୦ ସୁନ୍ଦରୀଙ୍କୁ ପଛରେ ପକାଇ ମିସ୍ ୟୁନିଭର୍ସ ଟାଇଟଲ ଜିତିଛନ୍ତି । ୨୦୨୦ର ମିସ୍ ୟୁନିଭର୍ସ ମେକ୍ସିକୋର ଆଣ୍ଚ୍ରିୟା…

କଟକ ଓ ଖୋର୍ଦ୍ଧାରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହେବ କଟକ ଓ ଖୋର୍ଦ୍ଧା ଜିଲ୍ଲା । ଏହି ଦୁଇ ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକର ଉପର ବାଲିଯାତ୍ରା ପଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ…

କାଶୀ ବିଶ୍ୱନାଥ କରିଡର ଆଜି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ବାରଣାସୀ: ୨୦୧୯ରେ ଶୁଭ ଦେଇଥିଲେ । ଆଜି ଉଦଘାଟନ କରିବେ । ବାରଣାସୀରେ ଆଜି ବହୁ ପ୍ରତୀକ୍ଷିତ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜିଠୁ ଦୁଇ ଦିନିଆ ବାରଣାସୀ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆଜି ପ୍ରଥମେ ସେ ବାବା କାଳ ଗୌରବଙ୍କ ଦର୍ଶନ କରିବେ…

କିଟ୍ ଇଣ୍ଟର ନ୍ୟାସନାଲ ସ୍କୁଲରେ ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିଲା ସ୍ବତନ୍ତ୍ର ବିଭାଗ

ଭୁବନେଶ୍ବର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଉଦଘାଟିତ ହୋଇଛି ସ୍ପେଶାଲ ଏଜୁକେଶନ ନିଡସ (ଏସଇଏନ୍) ଗ୍ଲୋବ । ଏଥିରେ ବିଭିନ୍ନ ବର୍ଗର ଦିବ୍ୟାଙ୍ଗ ଓ ମାନସିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଉନ୍ନତ ଉପଚାରାତ୍ମକ ଚିକିତ୍ସା ସହ…

ପାକିସ୍ତାନ ଗସ୍ତରେ ଯାଇଥିବା ୱେଷ୍ଟଇଣ୍ଡିଜ ଟିମର ୩ ଖେଳାଳି କରୋନା ସଂକ୍ରମିତ

ଲାହୋର: ପାକିସ୍ତାନ ଗସ୍ତରେ ଯାଇଥିବା ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ୩ଜଣ ଖେଳାଳି କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ୩ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ପୂର୍ବରୁ ରୋଷ୍ଟନ ଚେଜ, ଶେଲ୍ଡନ କୋଲ୍ଟ୍ରେଲ ଓ କାଇଲ ମାୟର୍ସ କରୋନା ସଂକ୍ରମିତ ହୋଇଛନ୍ତି । ଏମାନଙ୍କୁ ଆଇସୋଲେଟ କରାଯିବା ସହ…

୨୫ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଦ୍ବାରା ୨୫ ହଜାର ଗ୍ରାମରେ ଖାଦ୍ୟମେଳା

ଭୁବନେଶ୍ବର : ଗ୍ରାମୀଣ ଓଡ଼ିଶାରେ ପୁଷ୍ଟିକର ଖାଦ୍ୟର ପ୍ରସାର ଓ ପ୍ରଚାର ପାଇଁ ଜୀବିକା ମିଶନ ଆନୁକୂଲ୍ୟରେ ୨୫୦୦ ଗ୍ରାମ ପଞ୍ଚାୟତରେ ସପ୍ତାହବ୍ୟାପୀ ‘ଓଡ଼ିଶା ପୁଷ୍ଟି ମହୋତ୍ସବ’ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟବାସୀଙ୍କ ମଧ୍ୟରେ ମୋ ଉପକାରୀ ବଗିଚାର ପ୍ରଚାର ପ୍ରସାର ଏବଂ ଉତ୍ତମ ଓ ପୁଷ୍ଟି…

ଜାତୀୟ ଶୁଟିଂ ଚାମ୍ପିୟନଶିପରେ ସ୍ୱର୍ଣ୍ଣ ଜିତିଲେ ବିଜେପି ଏମଏଲଏ ଶ୍ରେୟାଶି

ପାଟନା: ଜାତୀୟ ଶୁଟିଂ ଚାମ୍ପିୟନଶିପରେ ଜମୁଇର ବିଜେପି ଏମଏଲଏ ଶ୍ରେୟାଶି ସିଂ ଡବଲ ଟ୍ରାପ ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ବିହାର ପକ୍ଷରୁ ପ୍ରତିନିଧିତ୍ୱ କରି ସେ ଦ୍ୱିତୀୟ ସ୍ୱର୍ଣ୍ଣ ଜିତିଛନ୍ତି । ତାଙ୍କର ଏହି ସଫଳତା ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି । ଜେଡିୟୁ ନେତା…

ଜଗତସିଂହପୁରରେ କେନ୍ଦ୍ରୀୟ ଟିମ୍, ଜଓ୍ବାଦ କ୍ଷୟକ୍ଷତିର କଲା ଆକଳନ

ଜଗତସିଂହପୁର : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡ଼ିଶାରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ଓଡ଼ିଶା ଗସ୍ତରେ ଅଛନ୍ତି ୬ ଜଣିଆ ପ୍ରତିନିଧି ଦଳ । ତିନୋଟି ଟିମ୍ ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଯାଜପୁର,…

ବିଜେପିରେ ମିଶିବା ଖବରକୁ ଖଣ୍ଡନ କଲେ ହରଭଜନ

ଚଣ୍ଡିଗଡ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ ସ୍ପିନର ହରଭଜନ ସିଂ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ସୋସିଆଲ ମିଡିଆରେ ପ୍ରକାଶିତ ଏହି ଖବର ନେଇ ଆଜି ଭଜି ମୁହଁ ଖୋଲିଛନ୍ତି । ସେ କହିଛନ୍ତି ଏହା ସମ୍ପୂର୍ଣ୍ଣ ଭାବେ ଏକ ଗୁଜବ । ମୁଁ କୌଣସି ରାଜନୈତି ଦଳ ସହ ଏ ପର୍ଯ୍ୟନ୍ତ ଯୋଗ…