Latest Odisha News

BREAKING NEWS

Browsing Category

ଫିଚର

ବ୍ରିଜ୍ ତଳକୁ ଖସିଲା ଟ୍ରକ୍

ଢେଙ୍କାନାଳ: ବ୍ରିଜରୁ ନଦୀକୁ ଖସିଲା ଟ୍ରକ୍ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନମ୍ବର ଜାତୀୟ ରାଜପଥର ସରାଙ୍ଗ ବ୍ରିଜରୁ ବ୍ରାହ୍ମଣୀ ନଦୀକୁ ଖସିଲା ଆଇରନ ଓର ବୋଝେଇ ଟ୍ରକ୍ । ଦୁର୍ଘଟାରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପାଲଲହଡା ଅଞ୍ଚଳର ମାନସ ରଞ୍ଜନ ଧୀବର । ଆଇରନ୍ ଓର୍…

କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତରେ ପୋଲିସ ଡିଜି ଅଭୟ

ଭୁବନେଶ୍ୱର: ଆଜି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗସ୍ତରେ ଯାଉଛନ୍ତି ପୋଲିସ ଡିଜି ଅଭୟ । ପ୍ରଥମେ ସେ ସୁନାବେଡ଼ାରେ ପହଞ୍ଚିବେ । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ପୋଲିସ ଷ୍ଟେସନର ସେ ଉଦଘାଟନ କରିବେ । ପରେ ମାଲକାନଗିରି ଜିଲ୍ଲା ଗସ୍ତରେ ଯିବେ ପୋଲିସ ଡିଜି। ମାଲକାନଗିରି ଜିଲ୍ଲାରେ…

ଗଞ୍ଜାମ ଜିଲ୍ଲାବାସୀଙ୍କୁ ମିଳିବ BSKY ସ୍ମାର୍ଟ କାର୍ଡ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ପୁରୁଷୋତ୍ତମପୁରରେ ପହଞ୍ଚି ମା’ ତାରାତାରିଣୀଙ୍କ ଦର୍ଶନ କରିବେ । ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ତାଙ୍କ ଆକାଉଣ୍ଟ କିଛି ସମୟ ପାଇଁ ହ୍ୟାକ୍ ହୋଇଥିଲା । ପ୍ରଧାନମନ୍ତ୍ରୀଙ୍କ ଅଫିସର ଟ୍ୱିଟର ହ୍ୟାଣ୍ଡେଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ରାତି ପାଖାପାଖି ୨ଟା ୧୧…

ଭୁବନେଶ୍ବରରେ କେନ୍ଦ୍ରୀୟ ଟିମ୍, ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର କରିବେ ଅନୁଧ୍ୟାନ

ଭୁବନେଶ୍ବର : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଭୁବନେଶ୍ବରରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ୪ ଜଣିଆ ପ୍ରତିନିଧି ଦଳ । ତିନିଟି ଟିମ୍ ହୋଇ ୬ଟି ଜିଲ୍ଲାକୁ ଗସ୍ତ କରି…

କେନ୍ଦ୍ରର ବିଏସଏଫ ସୀମା ପରିସର ବୃଦ୍ଧି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ପଞ୍ଜାବ ସରକାର

ଚଣ୍ଡୀଗଡ: କେନ୍ଦ୍ର ସରକାରଙ୍କ ବିଏସଏଫ ସୀମା ପରିସର ବୃଦ୍ଧି ନେଇ ଶନିବାର ପଞ୍ଜାବ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତି ବିରୋଧରେ ଆରମ୍ଭରୁ ପଞ୍ଜାବ ବିରୋଧ କରି ଆସୁଥିଲା । ପାକିସ୍ତାନ ଓ ବାଂଲାଦେଶକୁ ସୀମାକୁ ଲାଗିଥିବା ପଞ୍ଜାବ, ଆସାମ ଓ…

ଦେଶରେ ସିଏସଆର୍‌ରେ ସର୍ବାଧିକ ଖର୍ଚ୍ଚ କରିବା ସହ ଶୀର୍ଷରେ ରିଲାଏନ୍ସ

ନୂଆଦିଲ୍ଲୀ : ମୁକେଶ ଅମ୍ବାନିଙ୍କ ନେତୃତ୍ବାଧୀନ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ୨୦୨୦-୨୧ ଆର୍ଥିକ ବର୍ଷରେ କର୍ପୋରେଟ ସୋସିଆଲ ରେସପନସିବିଲିଟି କ୍ଷେତ୍ରରେ ଦେଶରେ ସର୍ବାଧିକ ଖର୍ଚ୍ଚ କରିଥିବା କମ୍ପାନୀର ମାନ୍ୟତା ଲାଭ କରିଛି । କରୋନା ମହାମାରୀ ସମୟରେ ୨୦୨୦-୨୧ ଆର୍ଥିକ…

ତବଲିଗ ଜମାତ ଉପରେ ପ୍ରତିବନ୍ଧ ଲଗାଇଲା ସାଉଦି ଆରବ

ନୂଆଦିଲ୍ଲୀ: ମୁସଲିସ ବହୁଳ ରାଷ୍ଟ୍ରଗୁଡିକ ମଧ୍ୟ ଆତଙ୍କବାଦୀମାନେ ସମାଜ ପାଇଁ କ୍ଷତିକାରକ ବୋଲି ହୃଦୟଙ୍ଗମ କରିସାରିଲେଣି । ଏହାର ଜ୍ୱଳନ୍ତ ଉଦାହରଣ ହେଲା ସାଉଦି ଆରବ । ଶନିବାର ଏହି ମୁସଲିମ ଦେଶ ତବଲିଗ ଜମାତ ଉପରେ ପ୍ରତିବନ୍ଧ ଲଗାଇଛି । ଏହି ସଂଗଠନ ଆତଙ୍କବାଦୀଙ୍କ ପାଇଁ ଭୂସ୍ୱର୍ଗ ସାଜିଛି…

ରକେଟ୍ ଲଞ୍ଚର ‘ପିନାକ’ର ସଫଳ ପରୀକ୍ଷଣ

ଭୁବନେଶ୍ବର : ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ରକେଟ୍ ଲଞ୍ଚର ‘ପିନାକା’ର ପରୀକ୍ଷଣ ସଫଳ ହୋଇଛି । ରାଜସ୍ଥାନ ପୋଖରାନସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ଏହି ରକେଟ ଲଞ୍ଚର ପରୀକ୍ଷଣ ସଫଳାତର ସହ ଶେଷ କରିଛି ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ବିକାଶ ପ୍ରତିଷ୍ଠାନ ବା ଡିଆରଡିଓ । ପିନାକ ବାହ୍ୟ…

ତେଜିଲା ପ୍ରତିବାଦ, ମଙ୍ଗଳବାର ସବୁ ଏସପି ଅଫିସ୍ ଘେରିବ କଂଗ୍ରେସ

ଭୁବନେଶ୍ବର : ଆସନ୍ତା ୧୪ ତାରିଖରେ ରାଜ୍ୟର ସମସ୍ତ ଏସ୍‌ପି ଅଫିସ ଘେରିବ କଂଗ୍ରେସ । ମମିତା ମେହେରଙ୍କୁ ନ୍ୟାୟ ଦାବି ଓ ଆନ୍ଦୋଳନ ବେଳେ ନିରୀହ ଛାତ୍ରଙ୍କୁ ଆକ୍ରମଣ ଓ କଂଗ୍ରେସ ଭବନରେ ପୋଲିସର ବେଆଇନ ଅନୁପ୍ରବେଶ ପ୍ରତିବାଦରେ ଆନ୍ଦୋଳନ କରିବ କଂଗ୍ରେସ । ପିସିସି ସଭାପତି ନିରଞ୍ଜନ…