Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାକୁ ମିଶାଇ…

ଭୁବନେଶ୍ୱରରେ ପହଞ୍ଚିଲା JWO ରାଣା ପ୍ରତାପଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ତାମିଲନାଡୁରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ ଓଡ଼ିଆ ବାୟୁସେନା ଅଫିସର ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର । ଦିଲ୍ଲୀରୁ ମର ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ସେଠାରେ ରାଣା ପ୍ରତାପ ଦାସଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ହିତାଧିକାରୀ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ…

ଆଶେସ ଶୃଙ୍ଖଳା : ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆର ବୃହତ ବିଜୟ

ବ୍ରିସବେନ:ଏଠାରେ ଅନୁଷ୍ଠିତ ଆଶେସ ସିରିଜର ପ୍ରଥମ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ବୃହତ ବିଜୟ ହାସଲ କରିଛି । ପ୍ରଥମ ଇନିଂସରେ ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରି ଇଂଲଣ୍ଡ ୧୪୭ ରନ କରି ଅଲଆଉଟ ହେବା ପରେ ଅଷ୍ଟ୍ରେଲିଆ ୪୨୫ ରନ ସଂଗ୍ରହ କରିଥିଲା । ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୨୯୭…

ଆଜି ଜନ୍ମମାଟିରେ ପହଞ୍ଚିବ ଓଡ଼ିଆ ଯବାନ ରାଣା ପ୍ରତାପଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ । ତାଙ୍କର ମର ଶରୀରକୁ ଚିହ୍ନଟ କରାଯାଇଛି । ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ପରେ ବାୟୁସେନା ପକ୍ଷରୁ ପାର୍ଥିବ ଶରୀରକୁ ଭୁବନେଶ୍ୱର ପଠାଯିବ ।…

ହେଲିକପ୍ଟର ଦୁର୍ଘଟଣା: ଓଡ଼ିଶାର ବୀରପୁତ୍ର ରାଣା ପ୍ରତାପଙ୍କ ସମେତ ୬ ଯବାନଙ୍କ ମୃତଦେହ ଚିହ୍ନଟ

ନୂଆଦିଲ୍ଲୀ: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଆଉ ୬ ଯବାନଙ୍କ ମୃତଦେହ ଚିହ୍ନଟ ହୋଇଛି । ସେମାନଙ୍କ ଭିତରେ ଅଛନ୍ତ ଓଡ଼ିଶାର ବୀରପୁତ୍ର ଔଡଙ ରାଣା ପ୍ରତାପ ଦାସ । ଅନ୍ୟମାନେ ହେଲେ ଓ୍ୱିଙ୍ଗ କମାଣ୍ଡର ପି. ଏସ୍. ଚୌହ୍ୱାନ୍, ହାବିଲଦାର ପ୍ରଦୀପ ଏ, ଲାନ୍ସ ନାଏକ ବି.…

ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା, ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ

ଯାଜପୁର: ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ । ନ୍ୟାୟ ପାଇଁ ଏବେ ପ୍ରେମିକ ଘର ଆଗରେ ଧାରଣାରେ ବସିଛନ୍ତି ପ୍ରେମିକା । ଯାଜପୁର ଜିଲ୍ଲା କୋରାଇ ଥାନା ରଗଡ଼ି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ ହୋଇଛି, ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା…

ଚିନ୍ତା ବଢ଼ାଇଲା ଓମିକ୍ରନ: ମୁମ୍ବାଇରେ ଦୁଇ ଦିନ ପାଇଁ ୧୪୪ ଧାରା ଲାଗୁ

ମୁମ୍ବାଇ: ସାରା ବିଶ୍ୱରେ ଓମିକ୍ରନ୍ ଚିନ୍ତା ବଢ଼ାଇଛି । ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ମୁମ୍ବାଇରେ ସଂକ୍ରମିତ ଚିହ୍ନଟ ପରେ ମହାରାଷ୍ଟ୍ର ସରକାର କଟକଣା କଡ଼ାକଡ଼ି କରିଛନ୍ତି । ଆଜି ଓ ଆସନ୍ତାକାଲି ଦୁଇ ଦିନ ମୁମ୍ବାଇରେ ଜାରି ହୋଇଛି ୧୪୪ ଧାରା । ଗୋଟିଏ ସ୍ଥାନରେ ଜନ…

ବିଧାୟକ ନିଖୋଜ, କାନ୍ଥବାଡ଼ରେ ଲାଗିଲା ପୋଷ୍ଟର

ରାଉରକେଲା: ବିଧାୟକ ନିଖୋଜ ନେଇ ଲାଗିଲା ପୋଷ୍ଟର । ରଘୁନାଥପାଲ୍ଲୀର ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ ନେଇ ପୋଷ୍ଟର ଲାଗିଛି । ରାଉରକେଲା ସେକ୍ଟର-୬ ହିଲଟପ୍ ଅଞ୍ଚଳରେ ଏଭଳି ପୋଷ୍ଟର ଦେଖିବାକୁ ମିଳିଛି । ଯେଉଁଥିରେ ଲେଖାଅଛି, ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ । ନିର୍ବାଚନ ପରଠୁ…

ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ । ଡିସେମ୍ୱର ମାସର ଗାଇଡଲାଇନ ଅନୁସାରେ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ହୋଇଛି । ଏନେଇ ଗତକାଲି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଧନୁଯାତ୍ରା କମିଟିର…