Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟରେ ପଶିଲା କରୋନା

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନ ଖୋଲିବା ପରେ ମାଡୁଛି କରୋନା । ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ସଂକ୍ରମିତ ହେଉଛନ୍ତି । ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟରେ ପଶିଲା କରୋନା । କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ୧୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପଜିଟିଭ୍ ବାହାରିଛନ୍ତି । ଏହାକୁ ମିଶାଇ ଦୁଇ ମାସ…

ସମୁଦ୍ର କୂଳରୁ ୪୦ ଫୁଟ୍ ଲମ୍ବ ବିଶାଳକାୟ ତିମିର ମୃତଦେହ ଉଦ୍ଧାର

ପୁରୀ: ସମୁଦ୍ର କୂଳରୁ ବିଶାଳକାୟ ତିମିର ମୃତଦେହ ଉଦ୍ଧାର । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଫତେପୁର ଗାଁ ନିକଟ ସମୁଦ୍ର କୂଳରେ ଲାଗିଥିଲା ଏହି ବିଶାଳକାୟ ତିମି ମାଛ । ତାର ମୃତ୍ୟୁ ହୋଇଥିବା ଚିଲିକା ୱାଇଲ୍ଡ ଲାଇଫ ଡିଭିଜନର ଏସିଏଫ୍ ଶରତ କୁମାର ମିଶ୍ର ସୂଚନା ଦେଇଛନ୍ତି । ଗତକାଲି…

ସ୍ୱାଭିମାନ ଅଞ୍ଚଳରେ ନୂଆ ବିଏସଏଫ୍ କ୍ୟାମ୍ପ, ଲାଲବାହିନୀ ଉପରେ ରହିବ କଡ଼ା ନଜର

ମାଲକାନଗିରି: ଲାଲଗଡ଼ରେ ପଶୁଛି ସୁରକ୍ଷା ବାହିନୀ । ମାଲକାନଗିରିରେ ମାଓବାଦୀଙ୍କ ଗଡ଼ କୁହାଯାଉଥିବା ସ୍ୱାଭିମାନ ଅଞ୍ଚଳରେ କାୟା ବିସ୍ତାର କରୁଛି ସୁରକ୍ଷା ବାହିନୀ । ଚିତ୍ରକୋଣ୍ଡା ଜଳଭଣ୍ଡାର ଉପରେ ଗୁରୁପ୍ରିୟା ସେତୁ ନିର୍ମାଣ ହେବା ପରେ ପୋଲିସ ପୁଣି ଦୁଇ ପାଦ ଆଗକୁ ଯାଇଛି । ସାତ ଦଶନ୍ଦି…

ଅଭିନେତା ମିହିର ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

କଟକ: ଅଭିନେତା ମିହିର ଦାସ ଅସୁସ୍ଥ । କଟକର ଏକ ଘରୋଇ ହସ୍ପିଟାଲରେ ମିହିର ଦାସଙ୍କ ଚାଲିଛି ଚିକିତ୍ସା । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ୭ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିହିର ଦାସଙ୍କ ଅସୁସ୍ଥ ଖବର ଶୁଣି ଓଲିଉଡ଼ କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା…

ଦିଲ୍ଲୀର ରୋହିଣୀ କୋର୍ଟରେ ଟିଫିନ୍ ବୋମା ବିସ୍ଫୋରଣ

ନୂଆଦିଲ୍ଲୀ: ଖବର ଟିକେ ବିଳମ୍ବରେ ସାମ୍ନାକୁ ଆସିଛି । ଆଜି ସକାଳ ପ୍ରାୟ ୧୦ଟା ୩୦ ମିନିଟରେ ଦିଲ୍ଲୀର ରୋହିଣୀ କୋର୍ଟ ପରିସରରେ ଟିଫିନ୍ ବୋମା ବିସ୍ଫୋରଣ ଚାଂଚଲ୍ୟ ସୃଷ୍ଟି କରିଥିଲା । ବିସ୍ଫୋରଣରେ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ରହିଛି । ପ୍ରାଥମିକ ତଦନ୍ତରେ ଏକ ଲାପଟପ୍…

ଏମ୍‌ସ ଭୁବନେଶ୍ବରରେ ଅତ୍ୟାଧୁନିକ ଥ୍ରୀଡି ଲାପ୍ରୋସ୍କୋପିକ୍ ପ୍ରକ୍ରିୟା ସମ୍ପର୍କିତ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ଲାପ୍ରୋସ୍କୋପିକ୍ ୟୁରୋଲୋଜି ସମ୍ପର୍କରେ ଅଧିକ ଜାଣିବା ଏବଂ ଏହାର ବିଭିନ୍ନ ଦିଗ ଉପରେ ଅତ୍ୟାଧୁନିକ ଗବେଷଣାଲବ୍ଧ ତଥ୍ୟ ସମ୍ପର୍କରେ ଅବଗତ ହେବା ପାଇଁ ଏମ୍‌ସ ଭୁବନେଶ୍ବରର ୟୁରୋଲୋଜି ବିଭାଗ ପକ୍ଷରୁ ଉନ୍ନତ ଥ୍ରୀଡି ଲାପ୍ରୋସ୍କୋପିକ୍ ୟୁରୋଲୋଜି ପ୍ରକ୍ରିୟା ସମ୍ପର୍କିତ…

ସମ୍ ଅଲ୍ଟିମେଟ ମେଡିକେୟାରକୁ ଏଚ୍‌ଏସିସିପି ପ୍ରମାଣପତ୍ର

ଭୁବନେଶ୍ବର : ସମ୍ ଅଲ୍ଟିମେଟ ମେଡିକେୟାରକୁ ମିଳିଛି ଏଚ୍‌ଏସିସିପି ପ୍ରମାଣପତ୍ର । ୱାନ୍ ଷ୍ଟପ୍‌, ନେକ୍ସଟ ଜେନେରେସନ୍ ମଲ୍ଟି ସ୍ପେଶିଆଲିଟି କ୍ବାଟରନାରୀ କେୟାର ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ଓଡ଼ିଶାର ପ୍ରଥମ ହସ୍ପିଟାଲ ଭାବେ ହାଜାର୍ଡ ଆନାଲିସିସ୍ କ୍ରିଟିକାଲ କଣ୍ଟ୍ରୋଲ…

ଜୟପୁରରେ ଏନଆଇଏ ଟିମ୍, ହାର୍ଡକୋର ମାଓବାଦୀ ଦୁବାଶି ଶଙ୍କରକୁ କରାଯିବ ଜେରା

ଜୟପୁର : ଜୟପୁରରେ ଏନଆଇଏର ୨ ଜଣିଆ ଟିମ୍ । ଗିରଫ ହାର୍ଡକୋର ମାଓ ନେତା ଦୁବାଶି ଶଙ୍କରକୁ ପଚରାଉଚରା କରିବା ପାଇଁ ଏସଡିଜେଏମ କୋର୍ଟଙ୍କ ଅନୁମତି ଲୋଡିଛି ଏନଆଇଏ ଟିମ୍ । ଏନଆଇଏ କରିଥିବା ଆବେଦନକୁ କୋର୍ଟ ତର୍ଜମା କରୁଛନ୍ତି ବୋଲି କହିଛନ୍ତି ସରକାରୀ ଆଇନଜୀବୀ ଶୈଳଜା ପଟ୍ଟନାୟକ ।…

ଟ୍ରୋଲ ହେବା ପରେ ମୁହଁ ଖୋଲିଲେ ଗାଙ୍ଗୁଲି

କୋଲକାତା: ବିରାଟ କୋହଲି ଭାରତୀୟ କ୍ରିକେଟ ଦଳର ଦିନିକିଆ ଅଧିନାୟକ ପଦରୁ ହଟିବା ପରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ସେକ୍ରେଟାରୀ ଜୟ ଶାହ ଟ୍ରୋଲ ହେବାରେ ଲାଗିଥିଲେ । ଗୁରୁବାର ଏ ନେଇ ଗାଙ୍ଗୁଲି ମୁହଁ ଖୋଲିଛନ୍ତି । ସେ କହିଛନ୍ତି କୋହଲିଙ୍କୁ ଅଧିନାୟକ ପଦରୁ ହଟାଇବା ନିଷ୍ପତି…

ଗୋପାଳପୁରରେ ସ୍ଥାପିତ ହେବ ଗ୍ଲୋବାଲ୍ ସ୍କେଲ୍ ଟେକ୍ନିକାଲ୍ ଆମୋନିୟମ୍ ନାଇଟ୍ରେଟ୍ ପ୍ଲାଣ୍ଟ

ବ୍ରହ୍ମପୁର : ଗୋପାଳପୁରରେ ସ୍ଥାପିତ ହେବ ଗ୍ଲୋବାଲ୍ ସ୍କେଲ୍ ଟେକ୍ନିକାଲ୍ ଆମୋନିୟମ୍ ନାଇଟ୍ରେଟ୍ ପ୍ଲାଣ୍ଟ । ଏହି ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ହେବାକୁ ଥିବା ଏହି ପ୍ରକଳ୍ପରେ ପ୍ରାୟ ୨୨୦୦ କୋଟି ଟଙ୍କା ବିନିଯୋଗ ହେବ । ପ୍ରକଳ୍ପରେ ପର୍ଯ୍ୟାୟକ୍ରମେ…