Latest Odisha News

BREAKING NEWS

Browsing Category

ଫିଚର

ଧର୍ମେନ୍ଦ୍ର ସମ୍ବଲପୁରରୁ ପ୍ରାର୍ଥୀ ହେବା ଚର୍ଚ୍ଚା ଭିତରେ ବିଜେଡି ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଜନତା ଦଳର ପ୍ରମୁଖ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଶାସକ ଦଳର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ଲୋକସଭା ନିର୍ବାଚନରେ ସମ୍ବଲପୁରରୁ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଡିଜିପି ଭାବେ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ ନିୟମିତ ଡିଜିପି ନିଯୁକ୍ତି ନ ହେବା ପର୍ଯ୍ୟନ୍ତ  ଏହି ଦାୟିତ୍ୱରେ ରହିବେ।…

ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟରେ ବର୍ଷା ଆଶଙ୍କା କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା…

ବିଳମ୍ବରେ ଆସୁଥିବା କର୍ମଚାରୀଙ୍କ ପାଇଁ ବିଏମସି ଲାଗୁ କଲା ‘ନୋ ୱାର୍କ ନୋ ପେ’ ନୀତି

ଭୁବନେଶ୍ୱର: ସମୟାନୁବର୍ତ୍ତୀତା ପରିବେଶ ସୃଷ୍ଟି କରିବା ଏବଂ କାର୍ଯ୍ୟ ଦକ୍ଷତା ବଜାୟ ରଖିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) କାର୍ଯ୍ୟାଳୟକୁ ବିଳମ୍ବରେ ଆସୁଥିବା କର୍ମଚାରୀଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ବିଏମସି କାର୍ଯ୍ୟାଳୟକୁ ୧୫ ମିନିଟ୍…

ବଢୁଛି କୋରୋନା, ସତର୍କ ରହିବାକୁ ସ୍ଵାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ଵର: ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମଧ୍ଯ ଧୀରେ ଧୀରେ ଉପରମୁହାଁ ହେଉଛି ସଂକ୍ରମିତଙ୍କ ଗ୍ରାଫ । ଏହାକୁ ନେଇ ଟେଷ୍ଟିଂ, ସର୍ଭେଲାନ୍ସ ସହ ମେଡିକାଲରେ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଜାରି କରିଛି ରାଜ୍ୟ ସ୍ବାସ୍ଥ୍ୟ…

ଓଡ଼ିଶାର ନୂଆ ଡିଜିପି: କିଏ ହେବେ ସୁନୀଲ ବଂଶଲଙ୍କ ଉତ୍ତରାଧିକାରୀ?

ଭୁବନେଶ୍ୱର: ଏବେର ପୋଲିସ ଡିଜି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଗତକାଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଅବଧି ରାଜ୍ଯ ସରକାର ଆଉ ଛଅ ମାସ ବଢ଼ାଇ ଦେବା ପରେ ଏବେ ନୂଆ ଡିଜିପି କିଏ ହେବେ ସେ ନେଇ ଚର୍ଚ୍ଚା ଅଧିକ ବଢ଼ିଛି। କାରଣ ନୂଆ ଡିଜିପି…

ଦିଲ୍ଲୀରେ କୁହୁଡ଼ି ଯୋଗୁଁ ୮୦ରୁ ଅଧିକ ବିମାନ, ଅନେକ ଟ୍ରେନ୍ ବିଳମ୍ବିତ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ଆଜି ମଧ୍ୟମ ଧରଣର କୁହୁଡ଼ି ସହ ଥଣ୍ଡା ଅନୁଭୂତ ହୋଇଛି। ରାଜଧାନୀରେ ସର୍ବନିମ୍ନ ତାପମାତ୍ରା ୧୦.୭ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଉତ୍ତର ଭାରତରେ ଘନ କୁହୁଡ଼ି ପାଇଁ ରେଡ୍ ଆଲର୍ଟ ଜାରି କରିଛି।…

ବକେୟା ଦରମାକୁ ନେଇ ସ୍ମୃତି ଇରାନୀଙ୍କ ନିକଟରେ ଅଭିଯୋଗ କଲେ ଶିକ୍ଷକ, ତା’ପରେ…

ଲକ୍ଷ୍ନୌ: କେନ୍ଦ୍ରମନ୍ତ୍ରୀ ତଥା ଆମେଠି ସାଂସଦ ସ୍ମୃତି ଇରାନୀ ନିକଟରେ ତାଙ୍କ ସଂସଦୀୟ କ୍ଷେତ୍ର ଗସ୍ତ କରିଥିଲେ। ଏହି ସମୟରେ ବକେୟା ଦରମା ପାଇନଥିବା କହି ଅବସରପ୍ରାପ୍ତ ସ୍କୁଲ ଶିକ୍ଷକ ତାଙ୍କ ସମସ୍ୟା କହିଥିଲେ। ଏହାପରେ ତୁରନ୍ତ ପଦକ୍ଷେପ ନେଇଛନ୍ତି ପୂର୍ବତନ କେନ୍ଦ୍ରଶିକ୍ଷାମନ୍ତ୍ରୀ ତଥା…

ଏଥର ସାଧାରଣତନ୍ତ୍ର ଦିବସ ପରେଡ଼ରେ ସ୍ଥାନ ପାଇପାରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର: ଲଗାତାର ୩ ବର୍ଷ ଧରି ନିରାଶାର ସମ୍ମୁଖୀନ ହେବା ପରେ ଶେଷରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସମ୍ମାନଜନକ କର୍ତବ୍ୟ ପଥରେ ପ୍ରଦର୍ଶିତ ହେବାର ସମ୍ଭାବନା ଅଧିକ। ବିଶିଷ୍ଟ ମୂର୍ତ୍ତିଶିଳ୍ପୀ କୀର୍ତ୍ତି କିଶୋର ମହାରଣା ଓ ଚିତ୍ରଶିଳ୍ପୀ…

ଗାଜା ପଟ୍ଟିରେ ଇସ୍ରାଏଲର ଭୟଙ୍କର ଗୁଳିମାଡ; ୨୪ ଘଣ୍ଟାରେ ୨୦୦ ମୃତ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଗାଜା ମଧ୍ୟରେ ଦୁଇ ମାସ ଧରି ଜାରି ରହିଥିବା ଯୁଦ୍ଧର ଅବସାନ ଏଯାଏ ଘଟିନି । ଅକ୍ଟୋବର ୭ ତାରିଖରେ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ ଇସ୍ରାଏଲ ଗାଜା ପଟ୍ଟିକୁ ଟାର୍ଗେଟ କରିଛି । ରଏଟର୍ସ ରିପୋର୍ଟ ଅନୁସାରେ, ଶୁକ୍ରବାର ରାତିରେ ଗାଜା ପଟ୍ଟିରେ ଖାନ ୟୁନିସ ଉପରେ…