Latest Odisha News

BREAKING NEWS

Browsing Category

ଫିଚର

ଇଂଟରନେଟରେ ଝଡ ସୃଷ୍ଟି କଲା ଆରଆରଆର ଟ୍ରେଲର: ୨୪ ଘଂଟାରେ ୫୦ ମିଲିୟନ ଭ୍ୟୁଜ

ମୁମ୍ବାଇ: ଏସଏସ ରାଜମୌଲୀଙ୍କ ଆରଆରଆର ଫିଲ୍ମର ଟ୍ରେଲର ଇଂଟରନେଟ ଓ ସୋସିଆଲ ସାଇଟରେ ଝଡ ସୃଷ୍ଟି କରିଛି । ହିନ୍ଦୀ, ତେଲୁଗୁ, ତାମିଲ, ମାଲାୟଲମ ଓ କନ୍ନଡ ଭାଷାରେ ଏହାର ଟ୍ରେଲରକୁ ୨୪ ଘଂଟାରେ ୫୧.୧୨ ମିଲିୟନ ଭ୍ୟୁଜ ମିଳିଯାଇଛି । ଯାହାକି ଏକ ରେକର୍ଡ । ଏହା କେଜିଏଫ ଚ୍ୟାପ୍ଟର ୨ର ଟେଲର ୨…

ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି

ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି । ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୨୯ପରଠାରୁ ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲଏସକୁ ଯାଇଥିବା ୨୪୬ ନମୂନାରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନଭେମ୍ବର ମାସରେ ପୂର୍ବରୁ ୧୪୧ ନମୂନା…

[ଭିଡିଓ] ଏସଓପି କଡାକଡି ପାଳନ ହେଉଛି, ଥଣ୍ଡା ଜ୍ଵର ହେଲେ ସ୍କୁଲ ଆସିବା ମନା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ସ୍କୁଲ ଗୁଡିକରେ ସଂକ୍ରମଣ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ଥଣ୍ଡା ଜ୍ଵର ହେଲେ କୌଣସି ପିଲା ସ୍କୁଲ ନଆସନ୍ତୁ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି । ସ୍କୁଲରେ ସଂକ୍ରମଣ ଏତେଟା ନାହିଁ ।ଅଭିଭାବକ ମାନେ ଚାହିଁଲେ ପିଲାମାନଙ୍କୁ…

ପୁଣି ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଗୁଜୁରାଟରୁ ଚିହ୍ନଟ, ଦେଶରେ ୨୫କୁ ଛୁଇଁଲା ସଂଖ୍ୟା

ଜାମନଗର: ଶୁକ୍ରବାର ଦିନ ଗୁଜୁରାଟର ଜାମନଗରରେ ଓମିକ୍ରନ ଭ୍ୟାରିଆଣ୍ଟରେ ସଂକ୍ରମିତ କୋଭିଡ଼ ପଜିଟିଭ ରୋଗୀଙ୍କ ଆଉ ଦୁଇଟି ମାମଲା ଚିହ୍ନଟ ହୋଇଛି । ଡ଼ିସେମ୍ବର ୪ତାରିଖରେ ଗୁଜୁରାଟରେ ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା ଓମିକ୍ରନ କରୋନା ଭାଇରସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଭାରତରେ…

ପୁରୀ ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ, ଗିରଫ ହେଲେ ବରିଷ୍ଠ ସେବାୟତ

ପୁରୀ : ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ। ପୁରୀ ଶ୍ରୀମନ୍ଦିରର ବରିଷ୍ଠ ସେବାୟତଙ୍କ ନାଁରେ ଏପରି ସାଙ୍ଘାତିକ ଅଭିଯୋଗ ଆସିଛି। ଜଣେ ଦୃଷ୍ଟିହୀନ ସେବାୟତଙ୍କ ନାବାଳକ ପୁଅକୁ ବରିଷ୍ଠ ସେବାୟତ କିଛି ଦିନ ହେଲା ଯୌନ ନିର୍ଯାତନା ଦେଇଆସୁଥିଲେ । ଏନେଇ ଆଜି ସେବାୟତ ଜଣକ ସିଂହଦ୍ୱାର ଥାନାରେ…

ରାଜ୍ୟରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଢ଼ିବ ଶୀତ, ୩ ରୁ ୪ ଡିଗ୍ରୀ ଖସିପାରେ ପାରଦ

ଭୁବନେଶ୍ୱର : ରାଜ୍ୟରେ କୋହଲା ପାଗ ପରେ ପୁଣି ବଢ଼ିବ ଶୀତ । ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ କମିପାରେ ପାରଦ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିବା…

ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ କଲା ବେଳେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ଆଜି ବିଧାନସଭା ଘେରିବାକୁ ଆନ୍ଦୋଳନ କରାଯାଇଥିଲା। ଛାତ୍ର କଂଗ୍ରେସ ଆଜି  ମମିତା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି। କଂଗ୍ରେସ କର୍ମୀମାନେ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ଧସ୍ତା…

ରାଜସ୍ଥାନରେ ସରିଲା ବାହାଘର, ପ୍ରାଇଭେଟ ହେଲିକପ୍ଟରରେ କୁଆଡେ ଗଲେ ଭିକି-କ୍ୟାଟ୍ !

ମୁମ୍ବାଇ : ସରିଲା  ଭିକି-କ୍ୟାଟ୍ରିନାଙ୍କ ବାହାଘର । ଗୁରୁବାର ରାଜସ୍ଥାନର ସିକ୍ସ ସେନ୍ସ ରିସର୍ଟରେ ବିବାହ ବନ୍ଧନରେ ବାନ୍ଧି ହେଲେ ଭିକି କୌଶାଲ ଓ କ୍ୟାଟ୍ରିନା କୈଫ୍। ବିହାର ସରିବା ପରେ ଆଜି ସକାଳୁ ଭିକିଓ କ୍ୟାଟ୍ରିନାଙ୍କୁ ଏକ ପ୍ରାଇଭେଟ୍ ହଲିକପ୍ଟରରେ ଯାଉଥିବା ଦେଖିବାକୁ ମିଳିଥିଲା।…

ଦକ୍ଷିଣ ମେକ୍ସିକୋରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ ୫୩ ମୃତ

ମେକ୍ସିକୋ : ଦକ୍ଷିଣ ମେକ୍ସିକୋରେ ଏକ ରାଜପଥ ଉପରେ ଏକ କର୍ଗୋଟ୍ରକ ଭାରସାମ୍ୟ ହରାଇ ଖସି ପଡ଼ିବା ଫଳରେ ୫୩ ଜଣଙ୍କ ମୃତ୍ୟୁ ହୋଇଯାଇଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ଅନ୍ୟପଟେ ଫେଡେରାଲ ଆଟର୍ଣ୍ଣ ଜେନେରାଲ ଅଫିସ କହିଛି ଯେ ପ୍ରାଥମିକ ଆକଳନ ଅନୁଯାୟୀ ୫୩ ଜଣଙ୍କ ମୃତ୍ୟୁ…

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର: ହାତ ସହ ସମ୍ପର୍କ ତୁଟିଲା । ଶଙ୍ଖ ଫୁଙ୍କିଲେ ପ୍ରଫୁଲ୍ଲ ମାଝୀ । ପୂର୍ବତନ କଂଗ୍ରେସ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରେ ସାମିଲ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ତଲସରା ବିଧାନସଭାର ଆସନରୁ ତିନି ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ପ୍ରଫୁଲ୍ଲ ମାଝୀ । ନିକଟରେ ତାଙ୍କୁ…