Latest Odisha News

BREAKING NEWS

Browsing Category

ଫିଚର

ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତୀୟ ଟେଷ୍ଟ ଦଳ ଘୋଷିତ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତର ୧୮ଜଣିଆ ଟେଷ୍ଟ ଟିମ ଘୋଷଣା କରାଯାଇଛି । ଏହି ଗସ୍ତରେ ଉଭୟ ଦେଶ ମଧ୍ୟରେ ୩ଟି ଲେଖାଁଏ ଟେଷ୍ଟ ଏବଂ ଦିନିକିଆ ମ୍ୟାଚ ଖେଳାଯିବ । ଦିନିକିଆରେ ରୋହିତ ଶର୍ମା ଦଳର ନେତୃତ୍ୱ ନେବେ । ପ୍ରଥମ ଟେଷ୍ଟ ୨୬…

ଓଡ଼ିଶାରେ ଅଧାରୁ ସ୍କୁଲ ଛାଡିଥିବା ପିଲାଙ୍କ ତାଲିକା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶାରେ ଅଧାରୁ ପାଠ ପଢ଼ା ଛାଡି ଥିବା ପିଲାଙ୍କ ତାଲିକ ଦାଖଲ କଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି କି ୨୦୨୦-୨୧ରେ ପିଲା ଅଧାରୁ ପାଠ ପଢ଼ା ଛାଡି ଦେଇଛନ୍ତି। କରୋନା କାଳରେ ପିଲାମାନେ ପାଠପଢ଼ା ଛାଡୁଛନ୍ତି। ଏହି ରିପୋର୍ଟ ଅନୁସାରେ…

ରୋହିତ ହେଲେ ଭାରତୀୟ ଦିନିକିଆ ଦଳର ନୂତନ ଅଧିନାୟକ

ମୁମ୍ବାଇ: ଦକ୍ଷିଣ ଆଫ୍ରିକା ସିରିଜ ପୂର୍ବରୁ ରୋହିତ ଶର୍ମାଙ୍କୁ ଭାରତୀୟ ଦିନିକିଆ କ୍ରିକେଟ ଦଳର ନୂତନ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି । ସେହିପରି ଅଜିଙ୍କ୍ୟ ରାହାନେଙ୍କ ସ୍ଥାନରେ ସେ ଟେଷ୍ଟରେ ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ । ପୂର୍ବରୁ ନଭେମ୍ବରରେ ସେ ବିରାଟ କୋହଲିଙ୍କ ବଦଳରେ…

ଭାରତର ୧୦ ବଡ ବିମାନ ଦୁର୍ଘଟଣା

ନୂଆଦିଲ୍ଲୀ:ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଅନ୍ୟମାନଙ୍କୁ ନେଇ ଯାଉଥିବା ଏକ ଏୟାରଫୋର୍ସ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୪ଜଣଙ୍କ ମଧ୍ୟରୁ ୧୩ଙ୍କ ମୃତ୍ୟୁ ଘଟି ସାରିଛି । ରାୱତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ବିମାନ ଦୁର୍ଘଟଣା ଅନେକ ପୁରୁଣା ଦୁଃଖଦ ସ୍ମୃତିକୁ ମନେ…

“ଜୱାଦ” କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦାବିରେ ୧୫ ଡିସେମ୍ବରରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର : ଜୱାଦ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜ୍ୟ ସରକାର ତୁରନ୍ତ କ୍ଷତି ପୁରଣ ଦିଅନ୍ତୁ ବୋଲି କଂଗ୍ରେସ କହିଛି। ଆର୍ଥିକ ସହାୟତା, କୃଷିଋଣ ଛାଡ ସମେତ ବିଭିନ୍ନ ଦାବି ପୂରଣ ନହେଲେ ଚଳିତ ମାସ ୧୫ ତାରିଖରେ ରାଜଭବନ ସମ୍ମୁଖରେ ଧାରଣା ଦେବେ ପ୍ରଦେଶ କିଷାନ କଂଗ୍ରେସ। ଜୱାଦ ଜନିତ ଅଦିନିଆ…

ଏସଟିଏଫ୍ ପଞ୍ଝାରେ ହାତୀ ଦାନ୍ତ ଶିକାରୀ ,୯ କି.ଜି ଓଜନର ହାତୀ ଦାନ୍ତ ଜବତ

ବଲାଙ୍ଗୀର : ଏସଟିଏଫ୍ ହାତରେ ଧରାପଡ଼ିଲା ହାତୀ ଦାନ୍ତ ଚୋରା ଚାଲଣକାରୀ। ବଲାଙ୍ଗୀର ଜିଲ୍ଲା ଗୁଡଭେଲାରେ ଡିଲ୍ ବେଳେ ଏସଟିଏଫ୍ ଓ ବନ ବିଭାଗ ପଞ୍ଝାରେ ପଡ଼ିଯାଇଥିଲେ ଏହି ଶିକାରୀ ଜଣକ। ଗିରଫ ହୋଇଥିବା ଅଭିଯୁକ୍ତ ହେଉଛି ବିପୁଲ ବାଗ। ବିପୁଲ ଠାରୁ ୯ କେଜି ଓଜନ ହାତୀ ଦାନ୍ତ ଜବତ କରିଛି ବନ…

[ଭିଡିଓ] ମହଙ୍ଗା ପଡିଲା ଦହି କିଣା, ନିଲମ୍ବିତ ହେଲେ ଟ୍ରେନ୍ ଚାଳକ

ଭୁବନେଶ୍ୱର: ନିର୍ଦ୍ଧାରିତ ଷ୍ଟେସନ୍ ପୂର୍ବରୁ ଟ୍ରେନ ଅଟକାଇଥିଲେ ଚାଳକ । ଖାସ ଦହି କିଣିବାକୁ ଏପରି ନିଷ୍ପତ୍ତି ନେବା ଟ୍ରେନ ଚାଳକଙ୍କୁ ମହଙ୍ଗା ପଡିଛି । ଶେଷରେ ଟ୍ରେନ ଚାଳକଙ୍କ ଏପରି ମାନସିକତାକୁ ନେଇ ତାଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ରହିଛି । ଏହି ଭିଡିଓରେ ଆପଣ ସ୍ପଷ୍ଟ ଭାବେ…

[ଭିଡିଓ] ଭାରତୀୟ ବାୟୁସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ ୩ ଆହତ

ଭୁବନେଶ୍ୱର: ଆଜି ତାମିଲନାଡୁର ନିଲଗିରିସ୍ ଜିଲ୍ଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଭାରତୀୟ ବାୟୁସେନାର Mi-17V5 ହେଲିକପ୍ଟର । ଏଥିରେ ସବାର ଥିଲେ ସେନା ମୁଖ୍ୟ ବିପିନ ରାୱତ, ତାଙ୍କ ସ୍ତ୍ରୀ ଓ ଅନ୍ୟ ସେନା ସଂପର୍କିତ ବ୍ୟକ୍ତି । ଘନ କୁହୁଡି ଯୋଗୁଁ ନାଂଜାପ୍ପାଂଚାଥିରମ୍ ଅଂଚଳରେ ହେଲିକପ୍ଟରଟି…

ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଚାନ୍ଦିପୁର : ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ। ଓଡ଼ିଶା ଉପକୂଳ ଚାନ୍ଦିପୁର ଘାଟିରୁ ଏହାକ ସଫଳ ପରୀକ୍ଷଣ କରାଯାଇଛି । ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜରୁ ସୁପରସୋନିକ କ୍ଷେପଣାସ୍ତ୍ରର ସୁଖୋଇ 30 Mk-1 ସଫଳରତାର ସହ ପରୀକ୍ଷଣ କରାଯାଇଛି ବୋଲି ଡିଆରଡିଓ ସୂଚନା ଦେଇଛି।…

ସେନା ମୁଖ୍ୟ ବିପିନ ରାୱତଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଦିଲ୍ଲୀ : ତାମିଲନାଡୁ କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ।  ଏହି ହେଲିକପ୍ଟରରେ ସିଡିଏମ ବିପିନ ରାୱତ ତାଙ୍କ ପତ୍ନୀଙ୍କ ସହ ୧୪ ଜଣ ବସିଥିଲେ ବୋଲି ସୂଚନା ମିଳିଛି। ଘଟଣା ସ୍ଥଳରେ ରେସ୍କ୍ୟୁ ଅପରେସନ ଜାରି ରହିଛି। ଏପର୍ଯ୍ୟନ୍ତ ୩ ଜଣଙ୍କୁ ରେସ୍କ୍ୟୁ କରାଯାଇଛି। ଏହି ଘଟଣା ପରେ…