Latest Odisha News

BREAKING NEWS

Browsing Category

ଫିଚର

ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟଭୀତ ନହୋଇ ଧୈର୍ଯ୍ୟ ସହ ମୁକାବିଲା କରିବା :ଧର୍ମେନ୍ଦ୍ର ପ୍ରଧାନ

ଦିଲ୍ଲୀ : କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡିଓ ବାର୍ତ୍ତା । ଓମିକ୍ରନ ଭାରିଆଣ୍ଟ ପାଇଁ ଭୟଭୀତ ନହୋଇ ଧୈର୍ଯ୍ୟର ସହ ମୁକାବିଲା କରିବା ଓ ଟିକା ନେବା ପାଇଁ ସମସ୍ତଙ୍କୁ ପ୍ରୋତ୍ସାହନ କରିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।…

ଅଶ୍ୱୀନଙ୍କ ଆଉ ଏକ ଉପଲବ୍ଧି: ହରଭଜନଙ୍କ ରେକର୍ଡ ଭାଙ୍ଗିଲେ

କାନପୁର: ନ୍ୟୁଜିଲାଣ୍ଡ ବିପକ୍ଷ କାନପୁର ଟେଷ୍ଟରେ ଭାରତୀୟ କ୍ରିକେଟ ଦଳର ସିନିୟର ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱୀନ ଆଉ ଏକ ଉପଲବ୍ଧି ହାସଲ କରିଛନ୍ତି । ସେ ଟେଷ୍ଟ କ୍ରିକେଟରେ ଭାରତ ପକ୍ଷରୁ ତୃତୀୟ ବୋଲର ଭାବେ ସର୍ବାଧିକ ଉଇକେଟ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି । ହରଭଜନ ସିଂଙ୍କ ୪୧୭…

ହଟ୍ଟଗୋଳ ଭିତରେ ୩ କୃଷି ଆଇନ ପ୍ରତ୍ୟାହାର ବିଲ୍ ଲୋକସଭାରେ ପାରିତ

ଦିଲ୍ଲୀ :ଲୋକସଭାରେ ପାରିତ ହେଲା ୩ କୃଷି ଆଇନ ପ୍ରତ୍ୟାହାର ବିଲ୍। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଏହି ଉଚ୍ଚେଦ ବିଲକୁ ପାରିତ କରାଯାଇଛି। ବାଚନିକା ଭୋଟରେ ବିଲ୍ ପାରିତ ନେଇ ବିଚସ୍ପତି ଓମ୍ ବିର୍ଲା ଘୋଷଣା କରିଛନ୍ତି। ଏହା ସହ ଗୃହକୁ ମଧ୍ୟାହ୍ନ ୨ ଟା ଯାଏଁ ସ୍ଥଗିତ ରଖାଯାଥିଲା ।…

୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆଜି ଯାଜପୁର ଜିଲ୍ଲାର ପ୍ରଥମ ପର୍ଯ୍ୟାୟରେ ହୋଇଥିବା ୬୪ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ । ଅପରାହ୍ନରେ ହେବାକୁ ଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।…

ଡିସେମ୍ବର ୧ ରୁ ୩୧ ତାରିଖ ଯାଏଁ ବିଧାନସଭା ଅଧିବେସନ,୫ ଘଣ୍ଟା ଚାଲିବ ଗୃହ : ବାଚସ୍ପତି

ଭୁବନେଶ୍ୱର : ଦିନକ ପରେ ଆରମ୍ଭ ହେବ ଶୀତକାଳୀନ ଅଧିବେସନ। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ବସିଥିଲା। ବାଚସ୍ପତି ଅକ୍ଷତାରେ ଏହି ବୈଠକ ବସିଥିଲା। ଏହି ସର୍ବଦଳୀୟ ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି ଡିସେମ୍ବର ୧ରୁ ୩୧ ତାରିଖ…

ଓମିକ୍ରନ ଭ୍ୟାରିଆଣ୍ଟ କେତେ ପ୍ରଭାବିତ ଏହାକୁ ନେଇ ନିର୍ଦ୍ଧିଷ୍ଟ ସୂଚନା ଆସିନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ନୂଆ ଭ୍ୟାରିଆଣ୍ଟ ଉପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହୁଛି ନୂଆ ଭ୍ୟାରିୟଣ୍ଟ ଉପରେ ଅଧିକ ଷ୍ଟଡ଼ି କରିବା ପାଇଁ ଆମକୁ କିଛି ସମୟ ଦରକାର । ଏହାର ସଂକ୍ରମଣ କରିବାର କ୍ଷମତା କେତେ ଅଧିକ,…

ପୂର୍ବ ଲଦାଖରେ ମିସାଇଲ ରେଜିମେଂଟ ପ୍ରସ୍ତୁତ କରୁଛି ଚୀନ

ଲେହ: ସୀମାରେ ଉତେଜନା ହ୍ରାସ କରିବା ପାଇଁ ଚୀନ ବିଭିନ୍ନ ରଣନୀତି ଆପଣାଇବାରେ ଲାଗିଛି । ଏବେ ପୂର୍ବ ଲଦାଖ ଉପରେ ଡ୍ରାଗନ ତାର ଶୈତାନ ନଜର ରଖିଛି । ନୂତନ ହାଇୱେ ନିର୍ମାଣ ପରେ ଏବେ ସେଠାରେ ମିସାଇଲ ଓ ରକେଟ ରେଜିମେଂଟ ପ୍ରସ୍ତୁତ କରୁଥିବା ରିପୋର୍ଟ ହସ୍ତଗତ ହୋଇଛି । ହାଇୱେଗୁଡିକ ପ୍ରଶସ୍ତ…

ଅଭବାନୀୟ ଘଟଣା, ଚାଷୀଙ୍କୁ ଦଳି ମାରିଦେଲା ହାତୀ

ବଲାଙ୍ଗୀର: ବଲାଙ୍ଗୀର ଲୋଇସିଙ୍ଗାର ଭାଲୁପାଲି ଗାଁରେ ଅଭାବନୀୟ ଘଟଣା । ଜଣେ ଚାଷୀଙ୍କୁ ଏକ ହାତୀ ଦଳି ମାରିଦେଇଥିବା ସୂଚନା ମିଳିଛି । ମୃତ ଚାଷୀଜଣକ ଭାଲୁପାଲି ଗାଁର ଗୋପାଳ ପୋଢ଼ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଗତ କିଛି ଦିନ ହେଲା ଲୋଇସିଙ୍ଗା ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ…

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ,ଚାଲିଛି ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ଇଡିରେ ହାଜର ହୋଇଛନ୍ତି । ଟାଟାରେ ଚାକିରୀ ସ୍କାମ ଓ ତାଙ୍କ ଆକାଉଣ୍ଟକୁ ବେଆଇନ ଅର୍ଥ କାରାବାର ନେଇ ସମନ ହୋଇଥିଲା। ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣରୁ ଇଡିରେ ହାଜର ହୋଇନଥିଲେ ପ୍ରଦୀପ। ମାତ୍ର ଆଜି ଦିନ ୧୦ ଟାରେ ଇଡିରେ ହାଜର…

ମୁମ୍ବାଇ ବୃଦ୍ଧାଶ୍ରମରେ ୬୯ ବରିଷ୍ଠ ନାଗରିକଙ୍କୁ କରୋନା

ମୁମ୍ବାଇ: ଏଠାରେ ଭିୱଣ୍ଡିରେ ଥିବା ଏକ ବୃଦ୍ଧାଶ୍ରମରେ ଏକକାଳୀନ ୬୯ ବରିଷ୍ଠ ନାଗରିକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାହାର ସ୍ୱାସ୍ଥ୍ୟାବସ୍ଥା ଉଦବେଗଜନକ ରହି ନାହିଁ । ଏମାନେ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ସେଥ ଜିନୋମ ସିକ୍ୱେସିଂ ପାଇଁ…