Latest Odisha News

BREAKING NEWS

Browsing Category

ଫିଚର

ଜାନୁଆରୀ-ଫେବ୍ରୁଆରୀରେ ଭାରତରେ ପିକରେ ରହିବ କରୋନା ତୃତୀୟ ଲହର, IIT ପ୍ରଫେସରଙ୍କ ଦାବି

ନୂଆଦିଲ୍ଲୀ: କରୋନାର ନୂଆ ଷ୍ଟ୍ରେନ୍ ଓମିକ୍ରନ୍ ସାରା ବିଶ୍ୱକୁ ଡରାଇଲାଣି । ନୂଆବର୍ଷରେ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିପାରେ । ଏଭଳି ଆକଳନ କରୁଛନ୍ତି ବିଶେଷଜ୍ଞ । ଜାନୁଆରୀ ଶେଷ ସପ୍ତାହ କିମ୍ବା ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ପିକ୍ ଛୁଇଁପାରେ ।…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮୯ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୭୬ଜଣ ସ୍ଥାନୀୟ ସଂକ୍ରମଣରୁ ସଂକ୍ରମିତ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ କରୋନା ପଜିଟିଭ…

ନାଗାଲାଣ୍ଡରେ ହିଂସା: ଗୁଳିମାଡ଼ରେ ୧୩ ଜଣଙ୍କର ମୃତ୍ୟୁ ପରେ ସୁରକ୍ଷାକର୍ମୀଙ୍କ ଗାଡ଼ି ଜାଳିଦେଲେ ଲୋକ

କୋହିମା(ନାଗାଲାଣ୍ଡ): ନାଗାଲାଣ୍ଡରେ ହିଂସାକାଣ୍ଡ । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ପରେ ତାତିଲେ ଲୋକ। ସୁରକ୍ଷାକର୍ମୀଙ୍କ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି । ଅଭିଯୋଗ ହୋଇଛି, ଉଗ୍ରବାଦୀ ସଂଗଠନ ବିରୋଧୀ ଅପରେସନ୍ ବେଳେ ସୁରକ୍ଷାକର୍ମୀ ୧୩ ଜଣ ସାଧାରଣ…

ଦିଲ୍ଲୀରେ ଓମିକ୍ରନ ଭୟ, ୧୫ଜଣ ସନ୍ଦିଗ୍ଧଙ୍କୁ ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି

ଦିଲ୍ଲୀ: କରୋନାର ନୂଆ ଭାରିଏଣ୍ଟ ନେଇ ବଢ଼ୁଛି ଚିନ୍ତା । କର୍ଣ୍ଣାଟକ, ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ ଓମିକ୍ରନକୁ ନେଇ ବିପଦ ଦେଖିବାକୁ ମିଳିଛି । ବିଦେଶ ଫେରନ୍ତାଙ୍କୁ ନେଇ ଚିନ୍ତା ପ୍ରକଟ ହୋଇଛି । ହାଇରିସ୍କ ଦେଶରୁ ଫେରିଥିବା ୧୫ଜଣ ଯାତ୍ରୀଙ୍କୁ ଏଲ୍ଏନ୍ଜେପି ହସ୍ପିଟାଲରେ ଭର୍ତ୍ତି…

ଉପକୂଳ ଓଡ଼ିଶାରେ ଆଜି ଓ କାଲି ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡ଼ିଶା ଉପକୂଳରୁ ବାତ୍ୟା ଭୟ ଟଳିଗଲା । ଜଓ୍ୱାଦ ସ୍ଥଳଭାଗ ଛୁଇଁବା ଆଗରୁ ଦୁର୍ବଳ ହୋଇଗଲା । କିନ୍ତୁ ସାଙ୍ଗରେ ବର୍ଷା ପବନ ନେଇ ଆସିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭାରତୀୟ…

ଅବପାତ ହୋଇ ଆଜି ପୁରୀ ଉପକୂଳରେ ପହଞ୍ଚିବ ବାତ୍ୟା ଜଓ୍ୱାଦ ଅବଶିଷ୍ଟାଂଶ

ଭୁବନେଶ୍ୱର: ସମୁଦ୍ର ଭିତରେ ସାଇକ୍ଲୋନ୍ । ସ୍ଥଳଭାଗ ପାଖରେ ପହଞ୍ଚିଲା ବେଳକୁ ଅବପାତ । ବାତ୍ୟା ଜଓ୍ୱାଦ ଅଧିକରୁ ଅଧିକ ଦୁର୍ବଳ ପଡୁଛି । ଗତକାଲି ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଥିଲା । ଆଜି ଜଓ୍ୱାଦର ଅବଶିଷ୍ଟାଂଶ ଡିପ୍ରେସନ୍ ହେବ । ମଧ୍ୟାହ୍ନରେ ପୁରୀ ଉପକୂଳରେ ପହଞ୍ଚିଲା…

ସକାଳୁ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା, ଶୁନଶାନ ରାସ୍ତାଘାଟ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା । ପୁରୀଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଜୱାଦ । ଆଜି ପ୍ରବଳ ବର୍ଷା ହେବା ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଶୁନଶାନ ହୋଇପଡ଼ିଛି ରାସ୍ତାଘାଟ । ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମ୍ ସଂଖ୍ୟକ ବସ ଚଳାଚଳ କରୁଥିବା…

ପଦ୍ମଶ୍ରୀ ନନ୍ଦ ସାରଙ୍କ ଅବସ୍ଥା ଗୁରୁତର, ଭୁବନେଶ୍ବର ସ୍ଥାନାନ୍ତର

ଯାଜପୁର : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାରଙ୍କ ଅବସ୍ଥା ଗୁରୁତର । କରୋନାରେ ଆକ୍ରାନ୍ତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । କୋଭିଡ୍‌ରେ ଆକ୍ରାନ୍ତ ହୋଇ ଯାଜପୁରର କଳିଙ୍ଗ ନଗର ଟାଟା ମେଡିକା କୋଭିଡ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ…

ଦୁର୍ବଳ ହେଉଛି ବାତ୍ୟା, ତଥାପି ସତର୍କ ରହିବାକୁ ପରାମର୍ଶ

କୋଣାର୍କ : ଧିରେ ଧିରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ’ । ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ପହଞ୍ଚିଲା ବେଳକୁ ଏହାର ତୀବ୍ରତା କମିଯିବ । ଏନେଇ ଆକାଳନ କରିଛି ପାଣିପାଗ ବିଭାଗ । ସେହିପରି ପୁରୀ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିବ । ତେବେ ପୁରୀରୁ ଜିଲ୍ଲା ବିପଦ…

ବାତ୍ୟା ପ୍ରଭାବରେ ଭଦ୍ରକରେ ଲାଗି ରହିଛି ବର୍ଷା, ମୁତୟନ ଅଛନ୍ତି ଜରୁରୀକାଳୀନ ଟିମ୍

ଭଦ୍ରକ : ଦୁର୍ବଳ ହୋଇଛି ବାତ୍ୟା ଜଓ୍ବାଦ । ତଥାପି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ବେଳେ, ଜିଲ୍ଲାରେ ଝିପି ଝିପି ବର୍ଷା ଲାଗି ରହିଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ସତର୍କତା…