Latest Odisha News

BREAKING NEWS

Browsing Category

ଫିଚର

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟା ମଧ୍ୟରେ ୧୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିମଧ୍ୟରୁ…

କର୍ଣ୍ଣାଟକ ଏସଡ଼ିଏମ୍ କଲେଜରେ କୋଭିଡ଼-୧୯ ସଂକ୍ରମିତ ସଂଖ୍ୟା ୩୦୬କୁ ବୃଦ୍ଧି

କର୍ଣ୍ଣାଟକ: କର୍ଣ୍ଣାଟକର ଧରୱାଡ଼ସ୍ଥିତ ଏସଡ଼ିଏମ୍ କଲେଜ ଅଫ୍ ମେଡ଼ିକାଲ ସାଇନ୍ସରେ କୋଭିଡ଼ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬କୁ ବୃଦ୍ଧି ପାଇଛି । କଲେଜ ପରିସରରେ ଥିବା ଦୁଇଟି ହଷ୍ଟେଲକୁ ସିଲ୍ କରିଦିଆଯାଇଛି । ସଂକ୍ରମିତ ଶିକ୍ଷାର୍ଥୀମାନେ ସେମାନଙ୍କ ହଷ୍ଟେଲ ରୁମରେ ଚିକିତ୍ସିତ ହେଉଛନ୍ତି । ଧରୱାଡ଼…

‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏହା ହେବ ପ୍ରଧାନମନ୍ତ୍ରୀଙ୍କ ୮୩ତମ ମନ କି ବାତ୍ କାର୍ଯ୍ୟକ୍ରମ । ଏହା ଜରିଆରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ନେଇ ପିଏମଓ କାର୍ଯ୍ୟାଳୟ ପକ୍ଷରୁ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:୧୮ ମୃତ, ୫ଗୁରୁତର ଆହତ

କୋଲକାତା: ପଶ୍ଚିମବଙ୍ଗର ନଦିୟା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୮ଜଣଙ୍କ ମୃତ୍ୟୁ ହୋଇଛି । ୫ଜଣ ଗୁରୁତର ଆହତ ହୋଇଛନ୍ତି । ନଦିୟା ଜିଲ୍ଲାର ହଂସଖାଲି ଫୁଲବାଡ଼ିରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ, ରାସ୍ତାକଡ଼ରେ ଠିଆ ହୋଇଥିବା…

ବଲାଙ୍ଗିରରେ ପୋଲିସ ଗୁଳିରେ ଜଣେ ନକ୍ସଲ ନିହତ

ବଲାଙ୍ଗିର: ଏନକାଉଣ୍ଟରରେ ଗଡ଼ିଲା ନକ୍ସଲ ମୁଣ୍ଡ । ବଲାଙ୍ଗିର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ଗତକାଲି ରାତିରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲା । ଖପ୍ରାଖୋଲ ବ୍ଲକ ତେଲେନପାଲି ପଞ୍ଚାୟତ ଅନ୍ତର୍ଗତ ଜୁନାନିବାହାଲରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷାବାହିନୀ ଗୁଳିରେ ଜଣେ…

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ଭୁବନେଶ୍ୱର: ରାଜଧାନୀରୁ ସୁପାରୀ କିଲର ଗିରଫ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ତା ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି ।ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା…

ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ

ଦିଲ୍ଲୀ: ସୋମବାରଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ପୂର୍ବାହ୍ନ ସାଢ଼େ ୧୧ଟାରେ ବସିବ ଏହି ବୈଠକ । ବୈଠକରେ ନରେନ୍ଦ୍ର ମୋଦିଙ୍କ ସହିତ ବିରୋଧୀ ଦଳର ନେତାମାନେ ମଧ୍ୟ ସାମିଲ ହେବେ । ଶୀତକାଳୀନ ଅଧିବେଶନ ପାଇଁ ଏନଡ଼ିଏ ରଣନୀତି ପ୍ରସ୍ତୁତ…

ବଙ୍ଗୋପସାଗରରେ ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର: ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଧୀରେ ଧୀରେ ବଙ୍ଗୋପସାଗରରେ ପ୍ରବେଶ କରିବ । ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ…

ଓମିକ୍ରନ ଭ୍ୟାରିଆଂଟ ଭୟ ବଢ଼ିଲା: ଦକ୍ଷିଣ ଆଫ୍ରିକାରୁ ଫେରିଥିବା ୨ ଭାରତୀୟଙ୍କ ରିପୋର୍ଟ ପଜିଟିଭ

ବେଙ୍ଗାଲୁର: କରୋନା ମହାମାରୀର ନୂତନ ଭ୍ୟାରିଆଂଟ ଓମିକ୍ରନର ଭୟ ଏବେ ସମସ୍ତଙ୍କୁ ଗ୍ରାସ କରିବା ଆରମ୍ଭ କରିଛି । ନିକଟରେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ୯୪ ଭାରତୀୟଙ୍କ କୋଭିଡ ଟେଷ୍ଟ କରାଯାଇଥିଲା । ଏ ପର୍ଯ୍ୟନ୍ତ କର୍ଣ୍ଣାଟକର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ଓମିକ୍ରାନ ଭ୍ୟାରିଆଂଟରେ…

ଜୁନିୟର ହକି ବିଶ୍ୱକପ : କ୍ୱାର୍ଟରରେ ଭାରତ

ଭୁବନେଶ୍ୱର: ଏଠାରେ ଚାଲିଥିବା ଜୁନିୟର ହକି ବିଶ୍ୱକପରେ ଭାରତର ଚମତ୍କାର ପ୍ରଦର୍ଶନ ଜାରୀ ରହିଛି । ଶନିବାର ଭାରତ ଶୃଙ୍ଖଳିତ ପ୍ରଦର୍ଶନ କରିବା ସହ ୮-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି । ଏହି ମ୍ୟାଚରେ ବିଜୟ ଭାରତ ପାଇଁ ଜରୁରୀ ହୋଇ ପଡିଥିଲା ।…