Latest Odisha News

BREAKING NEWS

Browsing Category

ଫିଚର

ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ଆଇଟିଡିଏ ସହକାରୀ ଯନ୍ତ୍ରୀ ଗିରଫ

ବାରିପଦା : କୋଟିପତି ସହକାରୀ ଯନ୍ତ୍ରୀ ଗିରଫ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ ହୋଇଛନ୍ତି । ଗତକାଲି ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଥିଲା ବିପୁଳ ସମ୍ପତ୍ତି ।ତାଙ୍କ ପାଖରୁ ୨ କୋଟି ୮୦ ଲକ୍ଷ ୫୬…

କୋର୍ଟରେ ହାଜର ହେଲେ ବ୍ରହ୍ମପୁର ନବବଧୂ ତପସ୍ୱିନୀ

ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ନବବଧୂଙ୍କ ଧାରଣା କୋର୍ଟରେ । ଏସିଡିଜେଏମ କୋର୍ଟରେ ପହଁଞ୍ଚିଛନ୍ତି ଧାରଣାରେ ବସିଥିବା ନବବଧୁ ତପସ୍ୱିନୀ । ଆଜି ତାଙ୍କ ମାମଲାର କୋର୍ଟରେ ଶୁଣାଣିି ଥିବାରୁ ତପସ୍ୱିନୀ ଅଦାଲତରେ ପହଁଞ୍ଚିଛନ୍ତି । ଆଜି କୁ ୬ ଦିନ ହେଲା ତପସ୍ୱିନୀ ନିଜ ଶ୍ୱଶ୍ୱର ଘର ଆଗରେ…

ଦୁର୍ଘଟଣାରେ ମୃତ ଛାତ୍ରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା…

ଆରପାରିରେ ବରିଷ୍ଠ ଓକିଲ ସଚ୍ଚିତାନନ୍ଦ ମହାନ୍ତି

କେନ୍ଦ୍ରାପଡା : ପରଲୋକରେ ବରିଷ୍ଠ ଓକିଲ ସଚ୍ଚିତାନନ୍ଦ ମହାନ୍ତି । ୯୩ ବର୍ଷ ବୟସରରେ କେନ୍ଦ୍ରାପଡା ସ୍ଥିତ ବାସଭବନରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟଜନିତ କରାଣରୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି । ଶ୍ରୀ ମହାନ୍ତି ପରିବାରରେ ତିନି ପୁଅ ଓ…

ନୋ ଏଂଟ୍ରି ମେଁ ଏଂଟ୍ରିରେ ସଲମାନ, ଅନୀଲ, ଫରଦୀନଙ୍କ ଟ୍ରିପଲ ରୋଲ !

ମୁମ୍ବାଇ: ୨୦୦୫ରେ ରିଲିଜ ହୋଇଥିବା ନୋ ଏଂଟ୍ରି ଫିଲ୍ମର ସିକ୍ୱେଲ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ନିର୍ମାତା ଅନୀସ ବାଜମୀ ସୂଚନା ଦେଇ ସାରିଛନ୍ତି । ତେବେ ଏହି ସୁପରହିଟ ଫିଲ୍ମର ସିକ୍ୱେଲରେ ସଲମାନ ଖାଁ, ଅନୀଲ କାପୁର ଓ ଫରଦୀନ ଖାଁ ଟ୍ରିପଲ ରୋଲ କରିବାକୁ ଯାଉଛନ୍ତି ବୋଲି ବଲିଉଡ…

ଓମିକ୍ରନକୁ ନେଇ ଭୟ, ମହିଳା ଜୁନିୟର ହକି ବିଶ୍ୱକପ ସ୍ଥଗିତ

ଲୌସାନ୍ନେ: କରୋନା ଭାଇରସର ନୂତନ ଭ୍ୟାରିଆଂଟ ଓମିକ୍ରନକୁ ନେଇ ଭୟ ଉପୁଜିବାରେ ଲାଗିଛି । ଦକ୍ଷିଣ ଆଫ୍ରିକାରେ ଏହା ଚିହ୍ନଟ ହେବା ପରେ ସାରା ବିଶ୍ୱ ପୁଣି ଚିନ୍ତାରେ ପଡି ଯାଇଛି । ଏଠାରେ ହେବାକୁ ଥିବା ଜୁନିୟର ମହିଳା ହକି ବିଶ୍ୱକପକୁ ସ୍ଥଗିତ ରଖାଯାଇଛି । ଏହା ଡିସେମ୍ବର ୫ରୁ ଆରମ୍ଭ ହେବାକୁ…

ସରପଞ୍ଚଙ୍କ ସ୍ୱାମୀଙ୍କୁ ଗଳାକାଟି ହତ୍ୟା କଲେ ନକ୍ସଲ

ଛତିଶଗଡ : ଛତିଶଗଡ ନାରାୟଣପୁରରେ ପୁଣି ମାଓ ହିଂସା । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚ ଙ୍କ ସ୍ୱାମୀ ଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ନକ୍ସଲ । ଏହା ସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟର କୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍…

ନୂଆ ଷ୍ଟ୍ରେନ୍ ‘ଓମିକ୍ରନ୍’ ଆଗରେ ଟିକା ଫେଲ୍ ? କ’ଣ କହିଲା ଫାଇଜର ଜାଣନ୍ତୁ

ନୂଆଦିଲ୍ଲୀ: ସାରା ବିଶ୍ୱ ଏବେ କରୋନାର ନୂଆ ଷ୍ଟ୍ରେନ୍ ଓମିକ୍ରନକୁ ନେଇ ଚିନ୍ତିତ । କେମିତି ଏହାକୁ ମୁକାବିଲା କରାଯିବ ? ନୂଆ ଭାରିଆଣ୍ଟ କେତେ ଅଧିକ ସଂକ୍ରାମତ । ରୋଗ ପ୍ରତିରୋଧକ ଶକ୍ତିକୁ ମାତ ଦେବାରେ କେତେ ସକ୍ଷମ ? ବର୍ତ୍ତମାନ ବିକଶିତ ଟିକା ଓମିକ୍ରନକୁ ନିପାତ କରିବ କି ? ଏମିତି ଅନେକ…

କରୋନାର ନୂଆ ଭାରିଆଣ୍ଟ ନାଁ ‘ଓମିକ୍ରନ୍’ ଦେଲା WHO

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ କରୋନାର ନୂଆ ଷ୍ଟ୍ରେନର (ଈ.୧.୧.୫୨୯) ନାଁ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏହାର ନାଁ ଓମିକ୍ରନ୍ ରଖାଯାଇଛି । ଯାହା ଏକ ଗ୍ରୀକ ଶବ୍ଦ । ଏଥିସହ ନୂଆ ଭାରିଆଣ୍ଟକୁ ଭାରିଆଣ୍ଟ ଅଫ୍ କନସର୍ଣ୍ଣ ବୋଲି କହିଛି । ଯାହାକି ଦ୍ରୁତ ସଂକ୍ରାମକ ହୋଇପାରେ ।…

ବୁର୍ଲା ଭୀମସାରରେ ସଂକ୍ରମଣର କାରଣ ଖୋଜା: ୨୧ ଜଣଙ୍କର ହେବ ଜିନୋମ୍ ସିକ୍ୱେନ୍ସିଂ

ସମ୍ୱଲପୁର: ବୁର୍ଲୀ ଭୀମସାରରେ କେମିତି ସଂକ୍ରମିତ ହେଲେ ଡାକ୍ତରୀୟ ଛାତ୍ରଛାତ୍ରୀ ? ଟିକାର ଦୁଇଟି ଲେଖାଏ ଡୋଜ୍ ନେବା ପରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାର କାରଣ ଖୋଜିବା ଆରମ୍ଭ ହୋଇଛି । ଏଥିପାଇଁ କୋଭିଡ୍ ସଂକ୍ରମିତ ୫୬ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୧ ଜଣଙ୍କର ଜିନୋମ୍ ସିକ୍ୱେନ୍ସିଂ…