Latest Odisha News

BREAKING NEWS

Browsing Category

ଫିଚର

କରୋନାର ନୂଆ ଷ୍ଟ୍ରେନ୍ ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସାରା ବିଶ୍ୱକୁ ଛାନିଆ କଲାଣି ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ କରୋନାର ନୂଆ ଭାରିଆଣ୍ଟ । ଯାହାର ନାଁ ରଖାଯାଇଛି ଓମିକ୍ରୋନ୍ । ଏହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରିଆଣ୍ଟ ଅଫ୍ କନସର୍ଣ୍ଣ କାଟାଗୋରୀରେ ରଖିଥିବା ବେଳେ ସାରା ବିଶ୍ୱର ଚିନ୍ତା ବଢ଼ିଛି । ଏଭଳି ସ୍ଥିତିରେ ଆଜି…

ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ପଜିଟିଭ

ମୟୂରଭଞ୍ଜ: ସ୍କୁଲ ଖୋଲିବା ପରେ ଶିକ୍ଷାନୁଷ୍ଠାନରେ ବଢୁଛି ସଂକ୍ରମଣ । ଛାତ୍ରଛାତ୍ରୀ ସଂକ୍ରମିତ ହେଉଛନ୍ତି । ସୁନ୍ଦରଗଡ଼ ପରେ ମୟୂରଭଞ୍ଜ ଜିଲ୍ଲାରୁ ବାହାରିଛି ପଜିଟିଭ୍ କେସ୍ । ଠାକୁରମୁଣ୍ଡା ବ୍ଲକର ଚମକପୁର ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି ।…

ବସକୁ ପଛରୁ ପିଟିଲା ଟ୍ରକ୍: : ୩ ମୃତ, ୧୧ ଜଣ ଆହତ

ଖୋର୍ଦ୍ଧା: ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ୩ ଜଣଙ୍କର ଜୀବନ ଯାଇଛି । ଆହତ ହୋଇଛନ୍ତି ୧୧ ଜଣ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବେଲପଡ଼ା ଛକରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର…

ସନ୍ଦେହ ଘେରରେ ଭାରତ କ୍ରିକେଟ ଦଳର ଦକ୍ଷିଣ ଆଫ୍ରିକା ଗସ୍ତ

ନୂଆଦିଲ୍ଲୀ: କରୋନାର ନୂତନ ଭ୍ୟାରିଆଂଟ ବି.୧.୧.୫୨୯ ସମସ୍ତଙ୍କୁ ଏବେ ଚିନ୍ତାରେ ପକାଇଛି । ବୈଜ୍ଞାନିକମାନେ ଏହାକୁ ସବୁଠାରୁ ଘାତକ ବୋଲି ବିବେଚନା କରିଛନ୍ତି । ଦକ୍ଷିଣ ଆଫ୍ରିକାରେ ଏହି ଭ୍ୟାରିଆଂଟ ତାର କାୟା ବିସ୍ତାର କରିବା ଆରମ୍ଭ କରିଛି । ଭାରତ କ୍ରିକେଟ ଟିମ ଡିସେମ୍ବର ୧୭ରୁ ଏଠାରେ…

୬୩୩ ଦିନ ପରେ ଆସିଲା ଗୁଡ ନ୍ୟୁଜ: ଆନ୍ତର୍ଜାତୀୟ ଏୟାର ଟ୍ରାଭେଲ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ: ଦେଶ ବାହାରେ ନୂଆ ବର୍ଷର ମଉଜ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଗୁଡ ନ୍ୟୁଜ ଆସିଯାଇଛି । ୬୩୩ ଦିନ ପରେ ସରକାର ୧୫ ଡିସେମ୍ବରରୁ ଆନ୍ତର୍ଜାତୀୟ ଏୟାର ଟ୍ରାଭେଲ ପାଇଁ ଅନୁମତି ପ୍ରଦାନ କରିଛନ୍ତି । କରୋନା ମହାମାରୀ ଯୋଗୁ ଏହା ବନ୍ଦ ରଖା ଯାଇଥିଲା । ତେବେ ୟୁକେ, ଫ୍ରାନ୍ସ,…

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ , ୬ ଘଣ୍ଟା ଧରି ଚାଲିଲା ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀଙ୍କୁ ଇଡି ଆଜି ୬ ଘଣ୍ଟା ଧରି ପଚରା ଉଚରା କରିଛି । ଆୟବହିର୍ଭୁତ ସମ୍ପତି ଠୁଳ ମାମଲାରେ ତାଙ୍କୁ ଜେରା କରାଯାଇଥିଲା । ଅଭୟ କାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୃତିଙ୍କ ଆକାଉଣ୍ଟକୁ…

ନ୍ୟୁଜିଲାଣ୍ଡର ଦୃଢ଼ ବ୍ୟାଟିଂ: ୧୨୯/୦

କାନପୁର:ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟର ଦ୍ୱିତୀୟ ଦିବସ ନ୍ୟୁଜିଲାଣ୍ଡ ଟିମର ପ୍ରଭାବ ରହିଥିଲା । ଭାରତକୁ ୩୪୫ ରନରେ ଅଲଆଉଟ କରିବା ପରେ ଭ୍ରମଣକାରୀ ଦଳ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା କୌଣସି ଉଇକେଟ ନ ହରାଇ ୧୨୯ ରନ ସଂଗ୍ରହ କରିଛି । ଟମ ଲାଥାମ ୫୦ ଓ ୱିଲ ୟଙ୍ଗଙ୍କ ୭୫ ରନ କରି…

ବାଲେଶ୍ୱରରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଗାଡି ଉପରକୁ ଅଣ୍ଡାମାଡ

ବାଲେଶ୍ୱର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡା ମାଡ । ବାଲେଶ୍ୱରରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । କଂଗ୍ରେସ କର୍ମୀମାନେ କଳା ପତାକା ଦେଖାଇବା ସହ ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ କରିଥିବା ସୂଚନା…

ସାଂସଦ ଅପରାଜିତାଙ୍କ ସାଥୀରେ ଗୁଣ୍ଡା ବାହିନୀ ଅଛନ୍ତି : ବିଧାୟକ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର :ସାଂସଦ ଅପରାଜିତା ଷଡଙ୍ଗୀ ରାଜ୍ୟ ସରକାରଙ୍କୁ ସୁରକ୍ଷା ମାଗିବା ପରେ ରାଜନୀତି ଜୋର୍ ଧରିଛି ।ଏନେଇ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁହଁ ଖୋଲିଛନ୍ତି । ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା କହିଛନ୍ତି କି ସାଂସଦଙ୍କୁ ଭୁବନେଶ୍ୱର…

ତାରାଚାନ୍ ରଣା ପଢ଼ିବେ ଇଞ୍ଜିନିୟରିଂ, ସ୍ୱପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ୱପ୍ନ ପୂରଣ ହେଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ସହଯୋଗ । ଅର୍ଥ ଅଭାବରୁ ତାଙ୍କର ଆଡ଼ମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସମ୍ପର୍କରେ ଜାଣିଥିଲେ ମୁଖ୍ୟମନ୍ତ୍ରୀ । ଇଞ୍ଜିନିୟରିଂ ପଢ଼ିବା ପ୍ରତି ତାଙ୍କର ଆଗ୍ରହ ଥିବା…