Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନସ୍ଥ ହିତାଧିକାରୀ ମାନଙ୍କୁ ଆହୁରୀ ୮ ମାସ ପାଇଁ ମାଗଣାରେ ଚାଉଳ ଯୋଗାଇ ଦେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ…

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ଆସନ୍ତାକାଲିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର : ରନ୍ଧନ ଗ୍ୟାସ ଅହେତୁକ ଦରବୃଦ୍ଧିକୁ ନେଇ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ବିଜୁ ଜନତା ଦଳ ବିଜୁ ଛାତ୍ର ଜନତା ଏବଂ ବିଜୁ ମହିଳା ଜନତା ଦଳ ତରଫରୁ ଆସନ୍ତା କାଲିଠାରୁ ୩ ଦିନ ଧରି ଓଡିଶାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରିବ ବିଜେଡି । କଟକ ,ସମ୍ବଲପୁର ,ବ୍ରହ୍ମପୁର ଆରଡିସି…

ପୁରୁଷ ଜୁନିୟର ହକି ବିଶ୍ୱକପ: କରୋନା ମୁକ୍ତ ଇଭେଂଟ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ଜୁନିୟର ହକି ବିଶ୍ୱକପ ଆୟୋଜନ ପାଇଁ ଭୁବନେଶ୍ୱରରେ ଓଡିଶା ସରକାର ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । କରୋନା ମହାମାରୀମୁକ୍ତ ଇଭେଂଟ ପାଇଁ ଖେଳାଳିମାନଙ୍କ କୋଭିଡ ଟେଷ୍ଟ ହାଇ ସ୍ପିଡରେ ଚାଲିଛି । ପ୍ରତ୍ୟେକ ଦିନ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଂଟରରେ ୫୦୦ରୁ ଊର୍ଦ୍ଧ୍ୱ…

ତୃତୀୟ ବିବାହ କରିବେ କି ଅମୀର !

ମୁମ୍ବାଇ: ଦ୍ୱିତୀୟ ବିବାହରେ ପୂର୍ଣ୍ଣଛେଦ ପକାଇବାରେ ପରେ ବଲିଉଡ ଷ୍ଟାର ଅମୀର ଖାଁଙ୍କ ମନ ଏବେ ଆଉ ଜଣେ ଲଳନାଙ୍କ ପାଇଁ ଢ଼ଳିଛି । ବିବାହର ୧୫ ବର୍ଷ ପରେ ଦ୍ୱିତୀୟ ପତ୍ନୀଙ୍କଠାରୁ ଅମୀର ଅଲଗା ହୋଇଥିଲେ । ତାଙ୍କର ଗୋଟିଏ ପୁଅ ମଧ୍ୟ ଅଛି । ସୂଚନାଯୋଗ୍ୟ, ଅମୀରଙ୍କ ପ୍ରଥମ ପତ୍ନୀଙ୍କ ନାମ ରୀନା…

ଭୁବନେଶ୍ବର ପାଇଁ ଆରମ୍ଭ ହେଲା ଜନଗଣନା ପ୍ରଶିକ୍ଷଣ

ଭୁବନେଶ୍ବର : ଜନଗଣନାର ପ୍ରାରମ୍ଭିକ ପଦକ୍ଷେପ ସ୍ବରୂପ ଆଜି ଭୁବନେଶ୍ବର ନିଗମ ସଭାଗୃହରେ ଆରମ୍ଭ ହୋଇଛି ଜନଗଣନା ପ୍ରଶିକ୍ଷଣ । ଆଗକୁ ଆସୁଥିବା ଜନଗଣନା ପାଇଁ ବିଏମସି ଅଞ୍ଚଳରେ କିପରି ସୁରୁଖୁରୁରେ ହୋଇପାରିବ, ସେଥିପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଜଣଗଣନା ପ୍ରଶିକ୍ଷଣ ଆରମ୍ଭ ହୋଇଛି…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜସ୍ଥାନର ସବୁ ମନ୍ତ୍ରୀ ଦେଲେ ଇସ୍ତଫା

ଜୟପୁର : ଆସନ୍ତାକାଲି ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସ ସରକାର ଗଠନ କରିବ ନୂଆ ମନ୍ତ୍ରିମଣ୍ଡଳ । ହେଲେ ଏହା ପୂର୍ବରୁ ଆଜି ସବୁ ମନ୍ତ୍ରୀ ନିଜ ପଦରୁ ଦେଇଛନ୍ତି ଇସ୍ତଫା । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିକଟକୁ ସମସ୍ତେ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ମନ୍ତ୍ରୀମାନେ ଇସ୍ତଫା ଦେବା…

୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର…

୪ ବଲରେ ୪ ଉଇକେଟ ନେଲେ ନାଲକାଣ୍ଡେ

ନୂଆଦିଲ୍ଲୀ: ସୟେଦ ମୁସ୍ତାକ ଅଲି ଟି୨୦ କ୍ରିକେଟ ଟୁର୍ଣ୍ଣାମେଂଟରେ ବିଦର୍ଭ ପେସ ବୋଲର ଦର୍ଶନ ନାଲକାଣ୍ଡେ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ସେମିଫାଇନାଲରେ କର୍ଣ୍ଣାଟକ ବିପକ୍ଷରେ ନାଲକାଣ୍ଡେ ୨୦ ତମ ଓଭରରେ କ୍ରମାଗତ ୪ଟି ବଲରେ ଅନିରୁଦ୍ଧ ଯୋଶୀ, ବି.ଶରଥ. ଜେ ସୁଚିଥ ଓ ଅଭିନବ ମନୋହରଙ୍କ…

ଟାଇମ୍ସ ରାଙ୍କିଙ୍ଗ : ପୂର୍ବ ଭାରତରେ ସମ୍ ହସପିଟାଲ ତୃତୀୟ, ଭୁବନେଶ୍ବରରେ ଶ୍ରେଷ୍ଠ

ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୁକ୍ରବାର ପ୍ରକାଶିତ ଟାଇମ୍‌ସ ଅଲ୍ ଇଣ୍ଡିଆ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ରାଙ୍କିଙ୍ଗ୍‌ରେ ପୂର୍ବାଞ୍ଚଳରେ ତୃତୀୟ ସ୍ଥାନରେ ସ୍ଥାନୀତ ହୋଇଛି । ଏହି…

[ଭିଡିଓ] ବାରଣାସୀ ରାସ୍ତାରେ ଭିକ ମାଗୁଛନ୍ତି ବିଏସ୍‌ସି ଗ୍ରାଜୁଏଟ୍ ମହିଳା !

ଭୁବନେଶ୍ୱର: ଭଲ ଶିକ୍ଷା, ପରିବାରର ବ୍ୟକଗ୍ରାଉଣ୍ଡ ଓ ଉଚ୍ଚ ପାଉଣାଯୁକ୍ତ ଚାକିରୀ ଉପରେ ନିର୍ଭର ଆମ ଜୀବନର ମାପଦଣ୍ଡ । ହେଲେ ବେଳେବେଳେ ଆମ ଜୀବନ ଅପ୍ରତ୍ୟଶିତ ଭାବେ ଧାରା ପରିବର୍ତ୍ତନ କରିଥାଏ । ସବୁ ଥାଇ ବି ପାଖରେ କେହି ନଥାନ୍ତି । ଉଦାହରଣ ସ୍ୱରୂପ ଶିକ୍ଷାଗତ ଯୋଗ୍ୟତା ଥାଇ ସୁଦ୍ଧା ଅନେକ…