Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭାରେ ଭୋ ଭୋ ହୋଇ କାନ୍ଦିଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁ ସଭାରେ କାନ୍ଦିଲେ । ସଭାରେ ଭୋ ଭୋ ହୋଇ କାନ୍ଦିବା ସହ ତାଙ୍କୁ ନେଇ କୁଆଡେ ଚର୍ଚ୍ଚା ଆରମ୍ଭ ହୋଇଛି ବୋଲି କହିଛନ୍ତି । ୱାଇଏସଆର କଂଗ୍ରେସ ଦଳର ସଦସ୍ୟମାନେ ତାଙ୍କୁ…

କାଲି ଅନୁଗୁଳ ଓ ଢେଙ୍କାନାଳରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ଅନୁଗୁଳ ଓ ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ଅନୁଗୁଳ ଓ ଢେଙ୍କାନାଳରେ ବାଣ୍ଟିବେ ବିଏସକେଓ୍ବାଇ ସ୍ବାର୍ଟ ହେଲଥ କାର୍ଡ । ପ୍ରଥମେ ଅନୁଗୁଳ ଜିଲ୍ଲା ଗସ୍ତ କରିବେ ମୁଖ୍ରମନ୍ତ୍ରୀ । ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ସଭାରେ…

ସବୁ ଫର୍ମାଟରୁ ଅବସର ନେଲେ ମିଷ୍ଟର ୩୬୦ ଡିଗ୍ରୀ

ଡର୍ବାନ: ଦକ୍ଷିଣ ଆଫ୍ରିକା ତଥା ବିଶ୍ୱର ଲୋକପ୍ରିୟ କ୍ରିକେଟ ଖେଳାଳି ଏବି ଡିଭିଲର୍ସ ଆଜି ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ୨୦୧୮ରୁ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ମିଷ୍ଟର ୩୬୦ ଡିଗ୍ରର ଭାବେ ପରିଚିତ ଏହି ବ୍ୟାଟ୍ସମ୍ୟାନ ଆଗକୁ ଆଉ ଫ୍ରାଂଚାଇଜ କ୍ରିକେଟ ବି ଖେଳିବେ…

ମମିତା ହତ୍ୟାକାଣ୍ଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମମିତା ମେହେର ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ନୈତିକତା କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ଆଜି ବିଜେପି ରାଜ୍ୟ…

ଡ଼ଙ୍ଗା ଭସାଇବାବେଳେ ଭାସିଯାଇଥିବା ନାବାଳକର ମୃତଦେହ ଉଦ୍ଧାର

କାମାକ୍ଷାନଗର: ଡ଼ଙ୍ଗା ଭସାଇବାକୁ ଯାଇଥିବାବେଳେ ନଦୀରେ ଭାସିଯାଇଥିବା ନାବାଳକକୁ ଉଦ୍ଧାର କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ଢ଼େଙ୍କାନାଳ ଜିଲ୍ଲା ବ୍ରାହ୍ମଣୀ ନଦୀ ବୁଦେ୍ଧଶ୍ୱର ଘାଟରେ ଡ଼ଙ୍ଗା ଭସାଇବାକୁ ଯାଇଥିଲେ ରୋଶନ ନାୟକ । ଏହି ସମୟରେ ନଦୀରେ ସେ ଭାସିଯାଇଥିଲେ । ଜଣେ ମାଛ…

ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ଭୁବନେଶ୍ୱର : ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି…

ପ୍ରବଳ ବର୍ଷାରେ କାନ୍ଥ ପଡ଼ି ତାମିଲନାଡ଼ୁରେ ୪ପିଲାଙ୍କ ସମେତ ୯ମୃତ

ତାମିଲନାଡ଼ୁ: ତାମିଲନାଡ଼ୁରେ ବର୍ଷା ବିତ୍ପାତ । ପ୍ରବଳ ବର୍ଷା ଯୋଗୁଁ ତାମିଲନାଡ଼ୁର ଭେଲୋର ଜିଲ୍ଲାରେ ଏକ କୋଠାଘରର କାନ୍ଥ ପଡ଼ିଯିବାରୁ ୪ଜଣ ପିଲାଙ୍କ ସମେତ ୯ଜଣଙ୍କ ମୃତ୍ୟୁ ହୋଇଛି । ଭେଲୋର ଜିଲ୍ଲା ଅନ୍ତର୍ଗତ ପେରନାମପଟ୍ଟୁ ଅଞ୍ଚଳରେ ଘଟିଛି ଏହି ଅଘଟଣ । ସ୍ଥାନୀୟ ଲୋକଙ୍କଠାରୁ ଘଟଣା…

[ଭିଡ଼ିଓ] ପାରାଦୀପ ବନ୍ଦର ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ ପାଳିତ

ପାରାଦୀପ :ଐତିହାସିକ ନୌବାଣିଜ୍ୟ ପରମ୍ପରାକୁ ନେଇ ବନ୍ଦର ନଗରୀ ପାରଦୀପ ମଧ୍ୟ ଚଳ ଚଞ୍ଚଳ ହୋଇ ଉଠିଥିଲା ।  ପାରାଦୀପ ବନ୍ଦରରେ ବହୁ ନିଡାମ୍ବର ସହକାରେ ବୋଇତ ବନ୍ଦାଣ ଓ ବନ୍ଦର ଉତ୍ସବ ପାଳିତ ହୋଇଯାଇଛି ।ଏହି ଉତ୍ସବରେ ଉତ୍କଳୀୟ ପରମ୍ପରାରା ନିଚ୍ଛକ ପ୍ରତିଛବି ସବୁ ଦେଖିବାକୁ ମିଳିଥିଲା । ସାତ…

ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗ: ସହକାରୀ ଯନ୍ତ୍ରୀ ଋଷିନାଥ ବରାଳ ଗିରଫ

ଭୁୁବନେଶ୍ୱର: ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଋଷିନାଥ ବରାଳ । ଗତକାଲି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା ଭିଜିଲାନ୍ସ । ଋଷିନାଥଙ୍କ ଘର ସମେତ ଖୋର୍ଦ୍ଧା, ନୟାଗଡ଼ ଓ ଢ଼େଙ୍କାନାଳ ଜିଲ୍ଲାର…

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର: ଶୁକ୍ରବାର ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସଇ) ପକ୍ଷରୁ ଆଜି ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । www. orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ । ଯୁକ୍ତ ଦୁଇ ଅଫଲାଇନ୍…