Latest Odisha News

BREAKING NEWS

Browsing Category

ଫିଚର

ମୋଦିଙ୍କ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ସମର୍ଥନ କଲେ ନବୀନ

ଭୁବନେଶ୍ୱର:କୃଷି ଆଇନ ପ୍ରତ୍ୟାହାର ପାଇଁ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତି ନିଆଯାଇଛି ।…

ଡ଼ଙ୍ଗା ଭସାଇବାବେଳେ ବ୍ରାହ୍ମଣୀ ନଦୀରେ ଭାସିଗଲେ ୧୨ବର୍ଷର ନାବାଳକ

କାମାକ୍ଷାନଗର: ଡଙ୍ଗା ଭସାଇବାବେଳେ ବ୍ରାହ୍ମଣୀ ନଦୀରେ ଭାସିଗଲେ ୧୨ବର୍ଷର ନାବାଳକ । କାର୍ତ୍ତିକ ପୂର୍ଣ୍ଣିମାରେ ଘଟିଛି ବଡ଼ ଅଘଟଣ । ନିଖୋଜ ନାବାଳକ ଜଣଙ୍କ ହେଲେ ଭୁବନ ଥାନା ଲତାବିଲ ଗାଁର ବିଦ୍ୟାଧର ନାୟକଙ୍କ ଏକମାତ୍ର ପୁଅ ରୋଶନ ନାୟକ । ସୂଚନା ଅନୁସାରେ, ଆଜି କାର୍ତ୍ତିକ ପୂର୍ଣ୍ଣିମା…

ରାକେଶ ଟିକାୟତ କହିଲେ ଏବେ ପ୍ରତ୍ୟାହୃତ ହେବନି କୃଷକ ଆନ୍ଦୋଳନ

ନୂଆଦିଲ୍ଲୀ: କୃଷକଙ୍କ ଦାବି ପୂରଣ କରିଛନ୍ତି କେନ୍ଦ୍ର ସରକାର । ୩ଟି କୃଷି ଆଇନ ପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରି କୃଷକଙ୍କୁ ସେମାନଙ୍କ ଘରୁ ଫେରିଯିବାକୁ ଅପିଲ କରିଛନ୍ତି । କିନ୍ତୁ ଆଜି କୃଷକଙ୍କ ଆନ୍ଦୋଳନ ପ୍ରତ୍ୟାହୃତ ହେବନି । କୃଷକ ନେତା ରାକେଶ ଟିକାୟତ ଟ୍ୱିଟ୍ କରି…

କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ କିଏ କଣ କହିଲେ ?

ନୂଆଦିଲ୍ଲୀ: ୩ଟି କୃଷି ଆଇନର ପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ଘୋଷଣାକୁ କୃଷକ ସଂଗଠନ ସ୍ୱାଗତ କରିଛନ୍ତି । ବିଭିନ୍ନ ରାଜନୈତିକ ଦଳ ଓ ରାଜନେତା କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । କେହି କେହି ଏହା କୃଷକଙ୍କ ବିଜୟ ବୋଲି କହିଛନ୍ତି ।…

ବଡ଼ ଖବର :୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କୃଷକ ଆନ୍ଦୋଳନ ଆଗରେ ନରମିଲେ କେନ୍ଦ୍ର ସରକାର । ବିବାଦୀୟ କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ କୃଷି ଆଇନର ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି…

୫୮୧ ବର୍ଷରେ ଆଜି ଦୀର୍ଘତମ ଆଂଶିକ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର: ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ସଂଗଠିତ ହେବ ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ । ଏହା ଉତ୍ତରପୂର୍ବ ଏସିଆ, ଅଷ୍ଟ୍ରେଲିଆ, ଆମେରିକା, ଆଲାସ୍କା ହାଓ୍ୱାଇର କିଛି ଅଂଶ ସମେତ ଉତ୍ତର ୟୁରୋପର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ । ଭାରତରେ ଏହା ଦୃଶ୍ୟମାନ ହେବ ନାହିଁ । …

କାର୍ତ୍ତିକ ପୂର୍ଣ୍ଣିମାରେ ବାବା ଧବଳେଶ୍ୱରଙ୍କ ଆଜି ଯୋଗୀ ବେଶ

ଆଠଗଡ଼: ଆଜି କାର୍ତ୍ତିକ ପୂର୍ଣ୍ଣିମା । ଯୋଗୀ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ହେଲେ ଏହି ବେଶକୁ ଦର୍ଶନ କରିପାରିବେନି ଭକ୍ତ । କାର୍ତ୍ତିକ ପୂର୍ଣ୍ଣିମାରେ ଧବଳେଶ୍ୱର ପୀଠରେ ୧୪୪ଧାରା ଲାଗୁ କରାଯାଇଛି । ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ପାଇଁ ଦର୍ଶନ ମନା ରହିଛି । ଆଜିର ଦିନରେ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ସୁନାବେଶ, ଦର୍ଶନରୁ ବଞ୍ଚିତ ଭକ୍ତ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ ମାସର ଶେଷ ଦିନ । ପଞ୍ଚୁକ ବି ସରୁଛି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେଉଛି । ମଙ୍ଗଳ ଆଳତି, ଅବକାଶ ନୀତି ପରେ ସୁନାବେଶରେ ଝଟକିବେ ମହାପ୍ରଭୁ । କିନ୍ତୁ ଏହି ଦୁର୍ଲଭ ବେଶ…

କାର୍ତ୍ତିକ ପୂର୍ଣ୍ଣିମାରେ ମାନିଲେନି କଟକଣା, ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ବୋଇତ ବନ୍ଦାଣ ଉତ୍ସବ ପାଳନ କରାଯାଉଛି । ଚଳିତବର୍ଷ କରୋନା କଟକଣା ଯୋଗୁ ରାଜ୍ୟରେ ଏହି ପରମ୍ପରା ଫିକା ପଡ଼ିଛି । ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଣ ଉପରେ ପ୍ରଶାସନ କଟକଣା ଲଗାଇଥିଲା । ତଥାପି ଲୋକ ପରମ୍ପରା ବଜାୟ ରଖିଲେ । ଜଳାଶୟରେ ବୋଇତ…

୫୬ତମ ପୋଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆସନ୍ତା ୨୦ ଓ ୨୧ ତାରିଖରେ ଲକ୍ଷ୍ନୌରେ ଅନୁଷ୍ଠିତ ହେଉଛି ପୋଲିସ ମହାନିର୍ଦ୍ଦେଶକଙ୍କ ୫୬ତମ ସମ୍ମିଳନୀ । ଲକ୍ଷ୍ନୌର ପୋଲିସ ସଦର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିରେ ବିଭିନ୍ନ ପୋଲିସ ବାହିନୀର…