Latest Odisha News

BREAKING NEWS

Browsing Category

ଫିଚର

ସମୁଦ୍ରରେ ବରଫ ଜମିଯିବା ଯୋଗୁ ଅଟକି ରହିଛି ୨୪ ଜାହାଜ

ମସ୍କୋ:ଆର୍କଟିକ ସମୁଦ୍ର ଦେଇ ୟୁରୋପ ଓ ଏସିଆରେ ପଂହଚିବା ସ୍ୱପ୍ନ ଦେଖୁଥିବା ରୁଷିଆକୁ ଗୁରୁବାର ଶକ୍ତ ଝଟକା ଲାଗିଛି । ରୁଷର ପ୍ରମୁଖ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ ଆର୍କଟିକ ସମୁଦ୍ରରେ ଅନୁମାନ ପୂର୍ବରୁ ବରଫ ଜମିଯାଇଛି । ଫଳରେ ୨୪ ଜାହାଜ ଏଠାରେ ଫସିଯାଇଛି । ପରସ୍ଥିତି ଅଣାୟତ…

ମେଡ଼ିକାଲ କଲେଜରେ ୬୬ଜଣ ଛାତ୍ରଛାତ୍ରୀ କୋଭିଡ଼୍ ସଂକ୍ରମିତ

କର୍ଣ୍ଣାଟକ: ସମଗ୍ର ଦେଶରେ ସ୍କୁଲ, କଲେଜ ଖୋଲିବା ଆରମ୍ଭ ହେବାପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୋଭିଡ଼୍ ସଂକ୍ରମିତ ସଂଖ୍ୟା ବଢ଼ୁଛି । କର୍ଣ୍ଣାଟକରେ ଏସଡ଼ିଏମ ମେଡ଼ିକାଲ କଲେଜରେ ୬୬ଜଣ ଛାତ୍ରଛାତ୍ରୀ କୋଭିଡ଼୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଚିନ୍ତା…

ଭାରତୀୟ ବାୟୁସେନା ଫ୍ରାନ୍ସଠାରୁ ଆଣିଲା ମିରାଜ-୨୦୦୦ ଲଢୁଆ ବିମାନ

ଦିଲ୍ଲୀ : ଶତ୍ରୁକୁ ଟକ୍କର ଦେବା ପାଇଁ ଭରତୀୟ ସେନାର ପ୍ରସ୍ତୁତି ଆରମ୍ଭ । ଫ୍ରାନ୍ସ ବାୟୁସେନାରେ ପୂର୍ବରୁ ବ୍ୟବହାର ହୋଇଥିବା ଦୁଇଟି ମିରେଜ ୨୦୦୦ ଲଢୁଆ ବିମାନ ଗୁରୁବାର ଭାରତରେ ପହଁଚିଛି ।ଏହି ବିମାନ ଗ୍ୱାଲିଅର ଏୟାରବେସରେ ପହଁଚିଛି । ତେବେ ବାୟୁସେନାରେ ସାମିଲ କରିବା ପୂର୍ବରୁ…

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ିକୁ ଅଣ୍ଡାମାଡ଼

ବାଲିପାଟଣା : ରାସ୍ତା ମଝିରେ ହଟହଟା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ । ବାଲିପାଟଣା ଥାନା ସିରିପୁର ଛକ ନିକଟରେ ସାଂସଦ ଅପରାଜିତା ସଷଙ୍ଗୀଙ୍କ ଗାଡକୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଛନ୍ତି ।ଏଥିସହ ସାଂସଦଙ୍କୁ କଳାପତାକା ପ୍ରଦର୍ଶନ କରିଥିଲେ କଂଗ୍ରେସ କର୍ମୀମାନେ । ବନମାଳିପୁରରେ ଏକ…

କୋଭିଡ଼ କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: କୋଭିଡ଼ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ । ବିଧାନସଭା ସଦସ୍ୟମାନେ ଗୃହରେ ବସିବା ସହ ବାଚସ୍ପତି…

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସୋନପୁର

ସୋନପୁର :  ମୁଖ୍ୟମନ୍ତ୍ରୀଙ୍କ ଜନହିତକର ସ୍ମାର୍ଟ କାର୍ଡ ବଣ୍ଟନ ଯୋଜନାରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା । ଆଜି ଭର୍ଚୁଆଲ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସୋନପୁରରେ ପ୍ରାୟ ୭୯ କୋଟି ୨୨ଲକ୍ଷ ୧୩ ହଜାର ଟଙ୍କାର ୬୭ ଟି…

[ଭିଡିଓ] ଭିତ୍ତିଭୂମି ଅଭାବରୁ ବାରଣ୍ଡାରେ ବସି ପାଠ ପଢୁଛନ୍ତି ଛାତ୍ରାଛାତ୍ରୀ

ନୂଆପଡା : ସରକାର ସ୍କୁଲ ଗୁଡିକର ଉନ୍ନତି କରଣ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି । ହେଲେ ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ କେନ୍ଦୁପାଟି ପ୍ରାଥମିକ ବିଦ୍ୟାଳୟରେ ଓଲଟା ଚିତ୍ର ଦେଖିବାକୁ ମିଳୁଛି । ଏହି ବିଦ୍ୟାଳୟ ବାହର ରଙ୍ଗ ବେରଙ୍ଗରେ ଚାକଚକ୍ୟ ତିଆରି ହୋଇଛି । ଯାହାକି…

ବରୁଣଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଜାରୀ

ମୁମ୍ବାଇ: ବରୁଣ ଧାୱନ ଓ କୃତି ସେନନଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଆଜି ଜାରୀ କରାଯାଇଛି । ୨୫ ନଭେମ୍ବର ୨୦୨୨ରେ ଏହି ଫିଲ୍ମ ରିଲିଜ ହେବ । ବରୁଣ ସୋସିଆଲ ସାଇଟରେ ଏ ସମ୍ପର୍କରେ ସୂଚନା ଦେବା ସହ ଏହାର ପୋଷ୍ଟର ମଧ୍ୟ ଶେୟାର କରିଛନ୍ତି । ଏହି ହରର କମେଡି ଫିଲ୍ମର ନିର୍ଦ୍ଦେଶନା ଅମର କୌଶିକ…

ଗଭୀର ଜଳରାଶିରେ ବୁଡିଗଲା ବୋଟ୍ ୩୧ ବିଦେଶୀଙ୍କ ମୃତ୍ୟୁ ଆଶଙ୍କା

ଫ୍ରାନ୍ସ : ବ୍ରିଟେନ୍ ଅଭିମୁଖେ ଯାଉଥିବା ଏକ ବୋଟ୍ ବୁଡିଯିବା କାରଣରୁ ୩୧ ଜଣ ବିଦେଶୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଫ୍ରାନ୍ସର ଗୃହମନ୍ତ୍ରୀ ଜୋରାଲଡ୍ ଡର୍ମାନିନ୍ କହିଛନ୍ତି ଯେ । ବୋଟ୍ ରେ ୩୪ ଜଣ ବ୍ୟକ୍ତି ଯାତ୍ରା କରୁଥିଲେ । ବିପଦଜ୍ଜନକ ଜଳରାଶିରେ ପାର ହେବା ସମୟରେ ଇିିଂଲିସ୍…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ କରୁଛି ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାରିପଦା ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟର । ତାଙ୍କ ନାଁ ସନ୍ତୋଷ କୁମାର ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ ଧରଣର ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୧୧ଟି ସ୍ଥାନରେ ରେଡ୍ ଚାଲିଛି । ଚଢ଼ାଉରେ ୧୦ ଜଣ ଡିଏସପି, ୪ଜଣ…