Latest Odisha News

BREAKING NEWS

Browsing Category

ଫିଚର

[ଭିଡିଓ] ଖୋଲିଲା ସ୍କୁଲ, ବ୍ୟାଣ୍ଡ ବାଜା ଧରି ପହଂଚିଗଲେ ଅଭିଭାବକ

ନୂଆଦିଲ୍ଲୀ: କରୋନା ମହାମାରୀରେ ଲୋକେ ଭୟଭୀତ ହୋଇପଡିଥିଲେ । ହେଲେ ଏବେ ଧୀରେଧୀରେ ସାଧାରଣ ସ୍ଥିତିକୁ ଫେରୁଛି ଲୋକଙ୍କ ମାନସିକତା । ପାଖାପାଖି ୨୦ ମାସ ପରେ ଛାତ୍ରଛାତ୍ରୀମାନେ ସ୍କୁଲକୁ ଫେରିଛନ୍ତି । ଏହି ଖୁସୀରେ ଅଭିଭାବକମାନେ ବ୍ୟାଣ୍ଡ ବାଜା ବଜାଇ ସେମାନଙ୍କୁ ପିଲାମାନଙ୍କୁ ସ୍କୁଲ…

ଟୁଇନ୍ ସିଟି ପରେ ପୁରୀରେ ଯୁବକଙ୍କ ଧମକପୂର୍ଣ୍ଣ ଭିଡିଓ ଭାଇରାଲ୍‌

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କେବିଏନ୍ । କଟକରେ ପବ୍ଲିକ ଷଣ୍ଢ ଓ ଅମାନିଆ ବାଘ । ଏବେ ପୁରୀରେ ବି ସମାନ ସ୍ଥିତି । ଶ୍ରୀକ୍ଷେତ୍ରରେ ଖଣ୍ଡା ଧରି ମାତିଛନ୍ତି ଅମାନିଆ ଯୁବକ । ଅସ୍ରାବ୍ୟ ଭାଷାରେ ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି । ଏ ନେଇ ପୁରୀ ବାସିନ୍ଦା ମଧ୍ୟ…

ଶିଶୁ ଦିବସରେ ୪ଟି ଜିଲ୍ଲାର ୧୩୮ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଶୁ ଦିବସ ଅବସରରେ ଆଜି ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ବୌଦ୍ଧ ଜିଲ୍ଲାରେ ୧୦ଟି ହାଇସ୍କୁଲ, ସୋନପୁରରେ ୧୧ଟି ହାଇସ୍କୁଲ, ଭଦ୍ରକରେ ୧୭ଟି ହାଇସ୍କୁଲ, କେନ୍ଦୁଝରରେ ୧୦୦ଟି…

ଏନସିଏ ମୂଖ୍ୟ ହେବେ ଲକ୍ଷ୍ମଣ !

ନୂଆଦିଲ୍ଲୀ: ରାହୁଲ ଡ୍ରାଭିଡଙ୍କୁ ଭାରତୀୟ କ୍ରିକେଟ ଟିମର କୋଚ କରାଯିବା ପରେ ଏନସିଏ ଅଧ୍ୟକ୍ଷ ପଦ ଏବେ ଖାଲି ପଡିଛି । ରିପୋର୍ଟ ମୁତାବକ ଭିଭିଏସ ଲକ୍ଷ୍ମଣଙ୍କୁ ଏନସିଏ ମୁଖ୍ୟ ଦାୟିତ୍ୱ ପ୍ରଦାନ କରିବା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ସମାପ୍ତ ହୋଇଯାଇଛି । ଭାରତ ଏର ଦକ୍ଷିଣ ଆଫ୍ରିକା…

ହାତୀ ଦାନ୍ତ ଜବତ, ଜଣେ ଅଟକ

ବରଗଡ଼: ହାତୀ ଦାନ୍ତ ଚୋରାଚାଲାଣ ସମୟରେ ଧରିଲା ଏସଟିଏଫ୍ ଟିମ୍। ଗୋଟିଏ ହାତୀ ଦାନ୍ତ ସହିତ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ସୂଚନା ଅନୁସାରେ, ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ନେଇ ଆସୁଥିବା ଖବର ମିଳିଥିଲା। ପରେ ଏସଟିଏଫ୍…

ଏଠାରେ ପଥର ବି ମନକୁ ମନ ଘୁଂଚେ !

ୱାଶିଂଟନ: ଆପଣ ମନେ ମନେ ଚିନ୍ତା କରନ୍ତୁ, ଗୋଟିଏ ଶୂନଶାନ ଓ ଜନବସତି ଶୂନ୍ୟ ଅଂଚଳରେ ଭ୍ରମଣ କରୁଛ, ହଠାତ ଗୋଟିଏ ପଥର ମନକୁ ମନ ଘୁଂଚିବାରେ ଲାଗିବ ! ନିଶ୍ଚିତ ଭାବେ ମନରେ ଭୟ ସଂଚାର ହେବ, ଆଜ୍ଞା ହଁ କାଲିଫୋର୍ଣ୍ଣିଆର ଡେଥ ଭ୍ୟାଲୀ ନ୍ୟାଶନାଲ ପାର୍କରେ ଥିବା ଏକ ଶୁଖିଲା ହ୍ରଦରେ ଏ ଭଳି ଘଟଣା…

ଭାରତକୁ ଏସ୍-୪୦୦ ମିସାଇଲ ସିଷ୍ଟମ ଯୋଗାଣ ଆରମ୍ଭ କରିଛି ରୁଷ୍

ମସ୍କୋ: ରୁଷ୍ ଭାରତକୁ ‘ଏସ୍-୪୦୦ ଟ୍ରାଇଅମ୍ଫ୍’ ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଉଥିବା ମିସାଇଲ୍ ଯୋଗାଣ ଆରମ୍ଭ କରିଛି। ଫେଡ଼େରାଲ ସର୍ଭିସ୍ ଫର୍ ମିଲିଟାରୀ-ଟେକ୍ନିକାଲ କୋଅପରେସନ(ୠଝଗଞଉ)ର ନିର୍ଦ୍ଦେଶକ ଡ଼ିମିଟ୍ରି ସୁଗାଏଭ୍ ସମ୍ବାଦ ସରବରାହ ସଂସ୍ଥା ସ୍ପୁଟନିକକୁ କହିଛନ୍ତି। ସୁଗାଏଭ୍…

ଆଜି ମିଳିବ ଟି୨୦ ବିଶ୍ୱକପରେ ନୂଆ ଚାମ୍ପିୟନ: ଶକ୍ତିଶାଳୀ ଅଷ୍ଟ୍ରେଲିଆ ଓ ବିଚକ୍ଷଣ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା

ଦୁବାଇ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ ଆଜି ଖେଳାଯିବ । ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଟାଇଟଲ ହାସଲ କରି ନ ଥିବାରୁ ଏଥର କ୍ରିକେଟପ୍ରେମୀ ନୂଆ ଚାମ୍ପିୟନ ପାଇବେ । ନ୍ୟୁଜିଲାଣ୍ଡ ୫ମ ଥର ପାଇଁ ଆଇସିସି ଟୁର୍ଣ୍ଣାମେଂଟ ଫାଇନାଲରେ ପ୍ରବେଶ କରିଛି । ଏଥର କେନ ୱିଲିୟମସନ…

ଆଜିଠୁ ବଦଳିବ ପାଣିପାଗ, ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ କମିବ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନିଭୂତ ହେବ। ଆସନ୍ତାକାଲି ଉତ୍ତର-ଆଣ୍ଡାମାନ ସାଗର ଓ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ…

ଆଜିଠୁ ଦୁଇ ଦିନ ଲାଗି ମିଳିବନି ଜଗା ଦର୍ଶନ

ପୁରୀ: ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ଼୍ ଗାଇଡ଼ଲାଇନ୍ ଅନୁଯାୟୀ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସରକୁ ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରଖାଯାଇଛି। ସୋମବାର ପଞ୍ଚୁକର ପ୍ରଥମ ଦିନ ଆରମ୍ଭ ହେଉଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା…