Latest Odisha News

BREAKING NEWS

Browsing Category

ଫିଚର

[ଭିଡିଓ] ଅବକାରୀ ଅଧିକାରୀ କହିଲେ, “ମଦୁଆ ସତ କୁହନ୍ତି”

ଭୁବନେଶ୍ୱର: ଭାରତରେ ମଦ ପିଉଥିବା ସମସ୍ତ ବ୍ୟକ୍ତି ସତ କୁହନ୍ତି । ସର୍ବସମ୍ମୁଖରେ ଗଣମାଧ୍ୟମରେ କିଛି ଏପରି ମନ୍ତବ୍ୟ ଦେଇ ଜଣେ ବରିଷ୍ଠ ଅବକାରୀ ଅଧିକାରୀ ଚର୍ଚ୍ଚାକୁ ଆସିଛନ୍ତି । ତେବେ ଖାଲି ଚର୍ଚ୍ଚା ନୁହେଁ ବରଂ ଅବକାରୀ ଅଧିକାରୀଙ୍କ ଭିଡିଓଟି ମଧ୍ୟ ସୋସିଆଲ ମିଡିଆରେ ବହୁଳ ମାତ୍ରାରେ…

ଗର୍ଭବତୀଙ୍କ ସୁବିଧା ପାଇଁ କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର ଘରୋଇ କ୍ଲିନିକ୍ ସହ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ଏମଓୟୁ

ସୁନ୍ଦରଗଡ଼ : ମାତୃ ଏବଂ ଶିଶୁ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଛି ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ । ଜିଲ୍ଲାର ସୀମାନ୍ତବର୍ତ୍ତି କୋଇଡ଼ା, ଲହୁଣୀପଡ଼ା ଓ ହେମଗିରି ବ୍ଲକର ଗର୍ଭବତୀ ମା’ମାନଙ୍କ ପାଖରେ ସୁବିଧାରେ ଏହି ସେବା ପହଞ୍ଚାଇବା ପାଇଁ ସୁନ୍ଦରଗଡ଼…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଗୁପଟିଲ

ରାଂଚୀ: ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚ ଅବସରରେ ମାର୍ଟିନ ଗୁପଟିଲ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଭାରତର ବିରାଟ କୋହଲିଙ୍କ ସର୍ବାଧିକ ରନ ସଂଗ୍ରହ କରିବା ରେକର୍ଡକୁ ଆଜି ଭାଙ୍ଗି ଦେଇଛନ୍ତି । ଗୁପଟିଲ ୧୧୧ ଟି୨୦ ମ୍ୟାଚ ଖେଳି ୩୨୪୮ ରନ ସଂଗ୍ରହ କରିଛନ୍ତି ।…

କମେଣ୍ଟ ମରାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼

ବାଲେଶ୍ବର : ବାଲେଶ୍ବରରେ ଅଭାବନୀୟ ଘଟଣା । କମେଣ୍ଟ ମରାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼ ହୋଇଛି । ଭୁଜାଖିଆପୀର ଛକ ନିକଟରେ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଛୁରାମାଡରେ ଯୁବକଙ୍କ ପିଠିରେ ଗଭୀର ଆଘାତ ଲାଗିଛି । ଆହତ ହୋଇଥିବା ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରଯାଇଛି । ସୂଚନା…

ଏହି ଦିନ ରିଲିଜ ହେବ ରଣବୀରଙ୍କ ଆନିମଲ

ମୁମ୍ବାଇ:ରଣବୀର କାପୁର ଅଭିନୀତ ଆନିମଲ ଫିଲ୍ମର ରିଲିଜ ତାରିଖ ଆଜି ଘୋଷଣା କରାଯାଇଛି । ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ଏହା ୧୧ ଅଗଷ୍ଟ ୨୦୨୩ରେ ରିଲିଜ ହେବ ବୋଲି ଘୋଷଣା କରିଛନ୍ତି । ରଣବୀରଙ୍କ ବ୍ୟତୀତ ଏହିଚ୍ରାଇମ ଡ୍ରାମା ଫିଲ୍ମରେ ପରିଣିତ ଚୋପ୍ରା, ଅନୀଲ କାପୁର ଓ ବବି ଦେଓଲ ମଧ୍ୟ…

ଭୁବନେଶ୍ବର ତମାଣ୍ଡୋରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି…

ଗୁରୁଣ୍ଡି ଗୋପାଳଙ୍କ ହାତ ଭାଙ୍ଗିଗଲା: କାନ୍ଦି, ବୋବେଇ ଡାକ୍ତରଖାନା ନେଇ ପ୍ଲାଷ୍ଟର କରିବାକୁ ଜିଦ କଲେ ପୂଜାରୀ…

ଆଗ୍ରା: ଭଗବାନ ଓ ଭକ୍ତଙ୍କ ମଧ୍ୟରେ ସବୁବେଳେ ନିବୀଡ ସମ୍ପର୍କ ରହିଥାଏ ତାହା ଆଜି ପୁନର୍ବାର ପ୍ରମାଣିତ ହୋଇଛି । ଆଗ୍ରାର ଏକ ମନ୍ଦିରର ପୂଜାରୀ ଲେଖ ସିଂ ତାଙ୍କ ପ୍ରିୟ ଭଗବାନ ଲଡ୍ଡୁ ଗୋପାଳ(ଗୁରୁଣ୍ଡି ଗୋପାଳ)ଙ୍କୁ ପୂଜା ପାଇଁ ସ୍ନାନ କରୁଥିବା ବେଳେ ହାତରୁ ଖସି ଯାଇଥିଲେ । ଲଡ୍ଡୁ ଗୋପାଳଙ୍କ…

ବିଧାନସଭାରେ ଭୋ ଭୋ ହୋଇ କାନ୍ଦିଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁ ସଭାରେ କାନ୍ଦିଲେ । ସଭାରେ ଭୋ ଭୋ ହୋଇ କାନ୍ଦିବା ସହ ତାଙ୍କୁ ନେଇ କୁଆଡେ ଚର୍ଚ୍ଚା ଆରମ୍ଭ ହୋଇଛି ବୋଲି କହିଛନ୍ତି । ୱାଇଏସଆର କଂଗ୍ରେସ ଦଳର ସଦସ୍ୟମାନେ ତାଙ୍କୁ…

କାଲି ଅନୁଗୁଳ ଓ ଢେଙ୍କାନାଳରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ଅନୁଗୁଳ ଓ ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ଅନୁଗୁଳ ଓ ଢେଙ୍କାନାଳରେ ବାଣ୍ଟିବେ ବିଏସକେଓ୍ବାଇ ସ୍ବାର୍ଟ ହେଲଥ କାର୍ଡ । ପ୍ରଥମେ ଅନୁଗୁଳ ଜିଲ୍ଲା ଗସ୍ତ କରିବେ ମୁଖ୍ରମନ୍ତ୍ରୀ । ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ସଭାରେ…

ସବୁ ଫର୍ମାଟରୁ ଅବସର ନେଲେ ମିଷ୍ଟର ୩୬୦ ଡିଗ୍ରୀ

ଡର୍ବାନ: ଦକ୍ଷିଣ ଆଫ୍ରିକା ତଥା ବିଶ୍ୱର ଲୋକପ୍ରିୟ କ୍ରିକେଟ ଖେଳାଳି ଏବି ଡିଭିଲର୍ସ ଆଜି ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ୨୦୧୮ରୁ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ମିଷ୍ଟର ୩୬୦ ଡିଗ୍ରର ଭାବେ ପରିଚିତ ଏହି ବ୍ୟାଟ୍ସମ୍ୟାନ ଆଗକୁ ଆଉ ଫ୍ରାଂଚାଇଜ କ୍ରିକେଟ ବି ଖେଳିବେ…