Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟବାପୀ କଂଗ୍ରେସର ଶାନ୍ତିପୂର୍ଣ୍ଣ ହରତାଳ: ଗଡୁଛି ଗାଡ଼ି, ଖୋଲିଛି ଦୋକାନ

ଭୁବନେଶ୍ୱର: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଓଡ଼ିଶାରେ 6 ଘଣ୍ଟିଆ ହରତାଳ କରୁଛି କଂଗ୍ରେସ । ଶାନ୍ତିପୂର୍ଣ୍ଣ ଭାବରେ ଦଳୀୟ ନେତା ଓ କର୍ମୀ ରାଜ୍ୟବ୍ୟାପୀ ହରତାଳ କରୁଛନ୍ତି । କେଉଁଠି…

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ସୁରକ୍ଷା ବାହିନୀ ସହ ମୁକାବିଲାରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ଡ଼ବଲ ଏନକାଉଣ୍ଟର। ଶ୍ରୀନଗର ଏବଂ କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ସହିତ ଆତଙ୍କବାଦୀଙ୍କ ମୁକାବିଲା ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ବମିନା ଅଞ୍ଚଳର ହାମଦାନିଆ କଲୋନୀ ଅଞ୍ଚଳରେ ଏନକାଉଣ୍ଟର ହୋଇଥିଲା। କାଶ୍ମୀର ଡ଼ିଭିଜନାଲ ପୋଲିସ ଏହାର…

କୋଭାକ୍ସିନ୍ ୭୭.୮% ଫଳପ୍ରଦ

ନୂଆଦିଲ୍ଲୀ: କରୋନା ମହାମାରୀ ବିରୋଧରେ ଭାରତ ବାୟୋଟେକର ସ୍ୱଦେଶୀ ଟିକା କୋଭାକ୍ସିନ ୭୭.୮ ପ୍ରତିଶତ ପ୍ରଭାବୀ । ଲକ୍ଷଣଯୁକ୍ତ କରୋନା କେସରେ ଏହା ଫଳପ୍ରଦ । କୋଭାକ୍ସିନର ତୃତୀୟ ପର୍ୟ୍ୟାୟ ପରୀକ୍ଷଣ ପରେ ଏହାର ନିରାପତ୍ତା ଓ ଫଳପ୍ରଦତା ଉପରେ ଏଭଳି ତଥ୍ୟ ଦେଇଛି ମେଡିକାଲ୍ ଜର୍ଣ୍ଣାଲ ଲାନସେଟ୍…

ଦେଶର ଶ୍ରେଷ୍ଠ ୩ ଥାନା ଭିତରେ ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା

ଗଞ୍ଜାମ: ଦେଶର ଶ୍ରେଷ୍ଠ ୩ଟି ପୋଲିସ ଥାନା ଭିତରେ ଅଛି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା । ବର୍ଷ ୨୦୨୧ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି ଥାନାକୁ ଚୟନ କରିଛି । ୧୯ ତାରିଖରେ ଲକ୍ଷ୍ନୌରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଗାଙ୍ଗପୁର ଥାନା ଅଧିକାରୀଙ୍କୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯିବ ।…

ଓଡ଼ିଶାର କିଛି ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା, ୧୩ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଯାହା ଫଳରେ ଓଡ଼ିଶାର ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଗଜପତି ଜିଲ୍ଲାରେ ପାଗ କୋହଲା ରହିବା…

ପଞ୍ଚକରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ ମନା: ଆଜିଠୁ ପୀଠରେ ଲାଗିଲା ୧୪୪ ଧାରା

ଆଠଗଡ଼: ଚଳିତବର୍ଷ ପଞ୍ଚକରେ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା । ପଞ୍ଚକ ଓ ବଡ଼ଓଷା ପାଇଁ ଧବଳେଶ୍ୱର ପୀଠରେ ଆଜିଠୁ ପ୍ରଶାସନ ଲଗାଇଛି ୧୪୪ ଧାରା । ଆଜି ପବିତ୍ର ଅଁଳା ନବମାଠାକୁ କାର୍ତ୍ତିକ ପୂର୍ଣ୍ଣିମା ଯାଏ ସର୍ବସାଧାରଣ ଦର୍ଶ ବନ୍ଦ । ୧୯ ତାରିଖ ଯାଏ ଧବଳେଶ୍ୱର ପୀଠରେ ଜାରି ରହିବ ୧୪୪ ଧାରା…

ପବିତ୍ର ଅଁଳା ନବମୀ: ଶ୍ରୀରାଧାପାଦ ଦର୍ଶନରୁ ବଞ୍ଚିତ ଭକ୍ତ

ସାକ୍ଷୀଗୋପାଳ: ଆଜି ପବିତ୍ର ଅଁଳା ନବମୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନ କରାଯାଇଥାଏ । ତେବେ ଚଳିତବର୍ଷ କରୋନା କଟକଣା ଯୋଗୁ ରାଧାପାଦ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିରର ୨୦୦ ମିଟର ବ୍ୟାସାର୍ଦ୍ଧ ଭିତରେ…

T20 ବିଶ୍ୱକପ୍: ପାକିସ୍ତାନକୁ ହରାଇ ଫାଇନାଲରେ ଅଷ୍ଟ୍ରେଲିଆ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଟି-ଟ୍ୱେଣ୍ଟି ବିଶ୍ୱକପର ଇଂଲଣ୍ଡ-ନ୍ୟୁଜିଲାଣ୍ଡ ମ୍ୟାଚ୍ ଭଳି ଦ୍ୱିତୀୟ ସେମି ଫାଇନାଲରେ ବି ରୋମାଞ୍ଚକର ଲଢ଼େଇ । ଜିତିବା ବାଜି ହାରିଗଲା ପାକିସ୍ତାନ । ୫ ଓ୍ୱିକେଟରେ ବିଜୀୟ ସହ ଫାଇନାଲରେ ପହଞ୍ଚିଛି ଅଷ୍ଟ୍ରେଲିଆ । ଶେଷ ମୁହୂର୍ତ୍ତରେ କଙ୍ଗାରୁ ବାହିନୀ…

ଓଡ଼ିଶାରେ କଂଗ୍ରେସର ୬ ଘଣ୍ଟିଆ ହରତାଳ ପାଳନ

ଭୁବନେଶ୍ୱର: ଆଜି ଓଡ଼ିଶା ବନ୍ଦ ପାଳନ କରୁଛି କଂଗ୍ରେସ । ସକାଳ ୬ଟାରୁ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ହରତାଳ କରିଛି ଦଳ । ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ଏହି ହରତାଳ କରୁଛି । ହାଇକୋର୍ଟଙ୍କ…

ଭିଜିଲାନ୍ସ ଜାଲରେ ମେଡିକାଲ ସେକ୍ସନ ଅଫିସର

ସମ୍ବଲପୁର : ଭିଜିଲାନ୍ସ ଜାଲରେ ସମ୍ବଲପୁର ସଦର ମେଡିକାଲ ସିଡିଏମଓ କାର୍ଯ୍ୟାଳୟର ସେକ୍ସନ ଅଫିସର । ସମ୍ବଲପୁର ସଦର ମେଡ଼ିକାଲରେ ସେକ୍ସନ ଅଫିସର ମନୋରଞ୍ଜନ ପ୍ରଧାନଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ । ମେଡିକାଲର ଜଣେ କର୍ମଚାରୀଙ୍କ ଏରିଅର କରାଇଦେବା ନାଁରେ ୧୦ ହଜାର ଟଙ୍କା ଲାଞ୍ଚ…