Latest Odisha News

BREAKING NEWS

Browsing Category

ଫିଚର

ପୁରୀ ବେଳାଭୂମିରୁ ଉଠାଦୋକାନୀଙ୍କୁ ଉଚ୍ଛେଦ ପ୍ରତିବାଦରେ ରାସ୍ତା ଅବରୋଧ

ପୁରୀ: ପୁରୀ ବେଳାଭୂମି ଓ ରାସ୍ତାର ଦୁଇପାଶ୍ୱର୍ର ଉଠାଦୋକାନୀ ଉଚ୍ଛେଦ କରାଯାଇଛି। ଦିଗବାରିଣୀ ଛକରୁ ହୋଟେଲ ସି ଗଲ ହାଇମାଷ୍ଟ ଲାଇଟ୍ ଛକ ପର୍ଯ୍ୟନ୍ତ ଏହି ଉଚ୍ଛେଦ ହୋଇଛି। ହେଲେ ଥଇଥାନ ନକରି ତରବରିଆଭାବେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ବିରୋଧ କରି ଉଠାଦୋକାନୀମାନେ ପୁରୀ ହୋଟେଲ ନିକଟରେ…

ପ୍ରଭାସଙ୍କ ବହୁ ଚର୍ଚ୍ଚିତ ଆଦିପୁରଷ ଫିଲ୍ମର ଶେଷ ହେଲା ଶୁଟିଂ

ମୁମ୍ବାଇ: ବାହୁବଳୀ ଫେମ ପ୍ରଭାସଙ୍କ ବହୁ ଚର୍ଚ୍ଚିତ ଆଦିପୁରୁଷ ଫିଲ୍ମର ଶୁଟିଂ ଶେଷ ହୋଇଛି । ନିର୍ଦ୍ଦେଶକ ଓମ ରାଉତ ଏହାର ଘୋଷଣା କରିବା ସହ ସମ୍ପୂର୍ଣ୍ଣ ଟିମ ସହ ଫଟୋ ଶେୟାର କରିଛନ୍ତି । ଆସନ୍ତା ବର୍ଷ ଅଗଷ୍ଟ ୨୨ରେ ଏହି ଫିଲ୍ମ ରିଲିଜ ହେବ । ପ୍ରଭାସଙ୍କ ସହ ସୈଫ ଅଲୀ ଖାଁ ଓ କ୍ରିତି ସାନନ…

୨୪ରୁ ଜୁନିଅର ହକି ବିଶ୍ୱକପ, ଭୁବନେଶ୍ୱରରେ ଭାରତୀୟ ହକି ଟିମ୍

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ହକି ମହାକୁମ୍ଭ। ନଭେମ୍ବର ୨୪ ତାରିଖରେ ରାଜଧାନୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିଅର ହକି ବିଶ୍ୱକପ ଆୟୋଜିତ ହେବ। ୧୬ ଟି ହକି ଟିମ ବିଶ୍ୱ କପରେ ଅଂଶଗ୍ରହଣ କରିବେ। ଏଥିପାଇଁ ଭାରତୀୟ ହକି ଟିମ ଭୁବନେଶ୍ୱରେ ପହଁଞ୍ଚି ସାରିଛନ୍ତି।…

ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡ଼ାକରା

ଭୁବନେଶ୍ୱର: ଆସନ୍ତାକାଲି କଂଗ୍ରେସର ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରା। ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏହି ବନ୍ଦ ପାଳନ କରାଯିବ। ସକାଳ ୬ରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ। ଶାନ୍ତିପୂର୍ଣ୍ଣଭାବେ ବନ୍ଦ ପାଳନ କରାଯିବ ବୋଲି…

ଫ୍ରାନ୍ସରେ କରୋନାର ପଞ୍ଚମ ଲହରୀ ଆରମ୍ଭ,ଏହା ଅଧିକ ବିପଦ ଜନକ ହୋଇପାରେ : ସ୍ୱାସ୍ଥ୍ୟମନ୍ତ୍ରୀ

ଫ୍ରାନ୍ସ : କରୋନା ମହାମାରୀ ପୁଣି ଫ୍ରାନ୍ସରେ କାୟା ବିସ୍ତାର କରିବାରେ ଲାଗିଛି । ଦେଶରେ କୋରନା ମହାମାରୀର ପଞ୍ଚମ ଲହରୀ ଆରମ୍ଭ ହୋଇଗଲାଣି ବୋଲି ଫ୍ରାନ୍ସ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି  । ଏବଂ ପୂର୍ବରୁ ପଡୋଷୀ ଦେଶ ମାନଙ୍କରେ ମଧ୍ୟ ପଞ୍ଚମ ଲହରୀ ଆସି ସାରିଛି । ଫ୍ରାନ୍ସ…

ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କଲେ ଗ୍ରାମବାସୀ

ସୋନପୁର: ବଢ଼ୁଛି ହାତୀ ଉପଦ୍ରବ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜରେ ହାତୀ ଉପଦ୍ରବର ପ୍ରତିକାର ଓ କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ। ଏନେଇ ଝାରବାହାଲି ଛକରେ ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ। ସୂଚନା ଅନୁସାରେ, କିଛି ଦିନ ହେଲା ଉଲୁଣ୍ଡା…

ଛଟ୍ ପୂଜା ସାରି ଫେରିବାବେଳେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ,୧୦ ମୃତ

ଆସାମ : ଆସାମରେ ମର୍ମନ୍ତୁଦ ଦୁର୍ଘଟଣା । ଦ୍ରୁତଗାମୀ ଟ୍ରକ ସହ ଅଟୋ ଧକ୍କା ହେବାରୁ ୧୦ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆସାମ-ତ୍ରୀପୁରା ନିକଟବର୍ତ୍ତୀ କରିମଗଞ୍ଜ ଜିଲ୍ଲା ପଥରଖଣ୍ଡି ଥାନା ଅନ୍ତର୍ଗତ ବୈଠକଖାଲି ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏପରି ଅଘଟଣ ଘଟିଛି ।…

ଡିସେମ୍ବର ୬ ତାରିଖରେ ଭାରତ ଆସିପାରନ୍ତି ଋଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍

ଦିଲ୍ଲୀ : ଭାରତ ଆସିପାରନ୍ତି ଋଷ୍ ରଷ୍ଟ୍ରପତି। ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ପ୍ରଥମ ସପ୍ତାହରେ ଭାରତ ଆସିବା ନେଇ ଯଥେଷ୍ଟ ସମ୍ଭାବନା ରହିଛି । କାରଣ ଡିସେମ୍ବର ୬ ତାରିଖରେ ଭାରତ ଋଷ୍ ମଧ୍ୟରେ ହେବାକୁ ଥିବା ବାର୍ଷିକ ଶିଖର ବୈଠକରେ ଯୋଗ ଦେବାକୁ ଋଷ୍ ର ରାଷ୍ଟ୍ରପତି…

ଦ୍ୱିତୀୟ ଡ଼ୋଜ୍ ଟିକା ନେବାର ୬ମାସ ପରେ ନେଇପାରିବେ ବୁଷ୍ଟର ଡ଼ୋଜ୍

ଦିଲ୍ଲୀ: ଦ୍ୱିତୀୟ ଡ଼ୋଜ୍ ଟିକା ନେବାର ୬ମାସ ପରେ ବୁଷ୍ଟର ଡ଼ୋଜ୍ ନେଇପାରିବେ। ଏହା ହେଉଛି ଉତ୍କୃଷ୍ଟ ସମୟ ବୋଲି କହିଛି ଭାରତ ବାୟୋଟେକ୍। ଭାରତ ବାୟୋଟେକର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଣା ଏଲ୍ଲା ବୁଧବାର ଦିନ ଏକ ସମ୍ମିଳନୀରେ କହିଛନ୍ତି, ଏ ସମ୍ପର୍କରେ ସରକାର ଅନ୍ତିମ ନିଷ୍ପତି…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ଡ୍ରାଇଭର ସମେତ ୨ ଅଟକ

ଭଦ୍ରକ: ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । ୫୦ କିଲୋରୁ ଅଧିକ ଗଞ୍ଜେଇ ଜବତ କରିଛି ଭଦ୍ରକ ଟାଉନ ଥାନା ପୋଲିସ । ଆମ୍ବୁଲାନ୍ସକୁ ଜବତ କରିବା ସହ ଡ୍ରାଇଭର ଓ ଅନ୍ୟ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଗଞ୍ଜେଇ ଧରି କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା ଆମ୍ବୁଲାନ୍ସ ।…