Latest Odisha News

BREAKING NEWS

Browsing Category

ଫିଚର

ଆଇସିସି ଘୋଷଣା କଲା ମେଗା ଇଂଭେଟର କାର୍ଯ୍ୟସୂଚୀ: ୨୦୨୬, ୨୦୩୧ ବିଶ୍ୱକପ ଆୟୋଜନ କରିବ ଭାରତ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୬ରୁ ୨୦୩୧ ପର୍ଯ୍ୟନ୍ତ ମେଗା ଇଭେଂଟର କାର୍ଯ୍ୟସୂଚୀ ଘୋଷଣା କରିଛି । ଭାରତକୁ ୩ଟି ବଡ ଆଇସିସି ଇଭେଂଟ ଆୟୋଜନ କରିବା ଅଧିକାର ମିଳିଛି । ଏହା ମଧ୍ୟରେ ୨୦୨୬ରେ ଶ୍ରୀଲଙ୍କା ସହିତ ଭାରତ ମିଳିତ ଭାବେ ଟି୨୦ ବିଶ୍ୱକପ ଏବଂ ୨୦୩୧ରେ…

ସୁନ୍ଦରଗଡ଼ ବଣାଇରେ ହାତୀ ଆତଙ୍କ, ଭାଙ୍ଗିଲେ ଘର, ଖାଇଲେ ଚାଉଳ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ବଣାଇରେ ପୁଣି ମାତିଲେ ହାତୀପଲ । ଘର ଭାଙ୍ଗିବା ସହ ଖାଇଗଲେ ଚାଉଳ । ଆକ୍ରମଣରେ ଜଣେ ଶିଶୁର ଗୋଡ ଭାଙ୍ଗି ଯାଇଥିବା ବେଳେ, ଅନ୍ୟ ଜଣେ ଆହତ ହୋଇଛି । ଦୁଇ ଶିଶୁଙ୍କୁ ବନ ବିଭାଗ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛି । ସୁନ୍ଦରଗଡ଼…

ଟିକାକରଣରେ ସାରା ଦେଶରେ ଆଗରେ ଓଡ଼ିଶା

ଭୁବନେଶ୍ବର : କୋଭିଡ ମହାମାରୀ ବିରୋଧରେ ଚାଲିଥିବା ଟିକାକରଣରେ ସାରା ଦେଶରେ ଆଗରେ ଓଡ଼ିଶା । ଏବେ ଯାଏଁ ଟିକା ନେଇ ସାରିଲେଣି ୪.୦୩ କୋଟି ଲୋକ ସେମାନଙ୍କ ମଧ୍ୟରୁ ୨ କୋଟି ୬୮ ଲକ୍ଷ ୪ ହଜାର ଲୋକଙ୍କ ଦିଆଯାଇଛି ପ୍ରଥମ ଡୋଜ୍ । ସେହିପରି ୧ କୋଟି ୩୪ ଲକ୍ଷ ୯୬ ହଜାର ଲୋକଙ୍କୁ…

JSW ପ୍ରକଳ୍ପ ପାଇଁ ନିଆଯାଉଛି ଲୋକଙ୍କ ମତ, ଗଡ଼କୁଜଙ୍ଗରେ ପ୍ରଶାସନର ବୈଠକ

ପାରାଦୀପ : ଜେଏସଡବ୍ଲ୍ୟୁ ପ୍ରକଳ୍ପ ପାଇଁ ନିଆଯାଉଛି ଲୋକଙ୍କ ମତାମତ । ଜିଲ୍ଲା ପ୍ରଶାସନ ପକ୍ଷରୁ ସିଧାସଳଖ ଲୋକଙ୍କ ମତ ନେବା ପାଇଁ ଗଡ଼କୁଜଙ୍ଗ ପଞ୍ଚାୟତ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ବୈଠକ । ବୈଠକରେ ଗଡ଼କୁଜଙ୍ଗ ପଞ୍ଚାୟତର ବହୁ ମହିଳା ଓ ମୁରବୀ ସାମିଲ ହୋଇଛନ୍ତି । କମ୍ପାନୀ…

ପୋଲିସ ଚାକିରି ନାଁରେ ଦେଢ଼ କୋଟି ଠକେଇ ମାମଲା, ପୁଣି ୨ ଦିନିଆ ରିମାଣ୍ଡରେ ଗଲା ବୈକୁଣ୍ଠ

ଭୁବନେଶ୍ବର : ପୋଲିସ ଚାକିରି କରାଇବା ନାଁରେ ଦେଢ଼ କୋଟି ଠକେଇ ମାମଲାରେ ତନାଘନା । ପୁଣି ୨ ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ ବୈକୁଣ୍ଠ ନାୟକ । ଠକ ବୈକୁଣ୍ଠନାଥର ମିଛ ନିଯୁକ୍ତି ଠକେଇର ଗୁମର ଖୋଲିବ ଇଓଡବ୍ଲ୍ୟୁ । ବୈକୁଣ୍ଠକୁ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ଇଓଡବ୍ଲ୍ୟୁ ।…

ତାଇଓ୍ବାନ ପ୍ରସଙ୍ଗରେ ଆମେରିକାକୁ ଚୀନର ଧମକ, କହିଲା ନିଆଁ ସହ ଖେଳ ନାହିଁ

ବେଜିଂ : ସକାଳେ ପ୍ରଶଂସାରେ ପୋତି ପକାଇଲେ, ଆଉ ଅପରାହ୍ନରେ ଧମକ । ବିଶ୍ବର ଦୁଇ ସୁପରପାଓ୍ବାର ଆମେରିକା ଓ ଚୀନ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ହୋଇଥିବା ଆଲୋଚନାର ଏକ ଭିନ୍ନଗତି ଦେଖିବାକୁ ମିଳିଛି । ତାଇଓ୍ବାନ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଜୋ ବିଡେନଙ୍କୁ ଧମକ ଦେଇଛନ୍ତି ଚୀନ…

ହକି ଜ୍ୱରରେ ଆକ୍ରାନ୍ତ ହେଲାଣି ଭୁବନେଶ୍ୱର, ଆଜି ପଂହଚିଲା ବେଲଜିୟମ ଟିମ

ଭୁବନେଶ୍ୱର: ଜୁନିୟର ହକି ବିଶ୍ୱକପ ଭୁବନେଶ୍ୱରରେ ୨୪ ନଭେମ୍ବରରୁ ଆରମ୍ଭ ହେବା । ଏହା ପୂର୍ବରୁ ହକି ଜ୍ୱରରେ ଆକ୍ରାନ୍ତ ହୋଇଗଲାଣି ରାଜଧାନୀ । ଟାଇଟଲ ଦାବୀଦାର ଭାବେ ବିବେଚନା କରାଯାଉଥିବା ବେଲଜିୟମ ଟିମ ଆଜି ଭୁବନେଶ୍ୱରରେ ପଂହଚିଛନ୍ତି । ଗ୍ରୁପ ଏ’ରେ ବେଲଜିୟମ ସହ ଚିଲି, ମାଲେସିଆ ଓ…

ପାକ୍‌-ବାଂଲା କ୍ରିକେଟ ସିରିଜ: ଯାଉ ଯାଉ ନାଟ ଲଗାଇଲାଣି ପାକିସ୍ତାନ

ଢ଼ାକା: ଟି୨୦ ବିଶ୍ୱକପ କ୍ରିକେଟ ପରେ ପାକିସ୍ତାନ ଟିମ ବାଂଲାଦେଶ ଗସ୍ତରେ ଯାଇଛି । ତେବେ ଏଠାରେ ସିରିଜ ଆରମ୍ଭ ହେବା ପୂର୍ବରୁ ପାକିସ୍ତାନ ଖେଳାଳିମାନେ ଜାତୀୟ ପତାକା ଲଗାଇ ଅଭ୍ୟାସ କରିବା ଯୋଗୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । କୋଚ ସାକଲେନ ମୁସ୍ତାକ ଖେଳାଳିମାନଙ୍କ ମନୋବଳ ବଢ଼ାଇବା…

ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣବେଳେ ପୋଲିସର ଚଢ଼ାଉ, ଦୁଇ ଅଭିଯୁକ୍ତ ଗିରଫ

କୋରାପୁଟ: ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣବେଳେ ସଦର ପୋଲିସ ଚଢ଼ାଉ କରି ପଣ୍ଡ କରିଛି । ଜାତୀୟ ରାଜପଥ ୨୬ର ଜୟପୁର ଘାଟି ଶିବ ମନ୍ଦିର ନିକଟରେ ଚଢ଼ାଉ କରିଛି । ଏହି ମାମଲାରେ ୨ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତମାନେ ହେଲେ ଉତ୍ତର ପ୍ରଦେଶର ପରଭେଜ ଓ ବିରେନ୍ଦ୍ର ସିଂ । ପୋଲିସ ସୂଚନା…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ଏଥର ୭ଟି ଗ୍ରାମ ପଞ୍ଚାୟତରେ ହେବନି ନିର୍ବାଚନ

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନଙ୍କ ପଞ୍ଚାୟତ ପ୍ରସ୍ତୁତି । ଏଥର ୬ ହଜାର ୭୯୪ ଗ୍ରାମ ପଞ୍ଚାୟତରେ ହେବ ନିର୍ବାଚନ ।୨୦୧୭ରେ ୬ ହଜାର ୮୦୧ ପଞ୍ଚାୟତରେ ନିର୍ବାଚନ ହୋଇଥିଲା ।ଏଥର ୭ ଟି ପଞ୍ଚାୟତ ଏନଏସସିରେ ମିଶିଛିା ତେଣୁ ସେସବୁ ସ୍ଥାନରେ ପଞ୍ଚାୟତ ନିର୍ବାଚନ ହେବ ନାହିଁ । ବାଲେଶ୍ୱର…