Latest Odisha News

BREAKING NEWS

Browsing Category

ଫିଚର

ଅବସର ନେବେ ପୋଲିସ ଡିଜି ଅଭୟ

ଭୁବନେଶ୍ବର : ଆସନ୍ତା ଡିସେମ୍ବର ଶେଷରେ ଅବସର‌ ନେବେ ପୋଲିସ ଡିଜି ଅଭୟ । ଡିସେମ୍ବର ୩୧ ତାରିଖ ସୁଦ୍ଧା ଚାକିରିରୁ ଅବସର‌ ନେବେ ପୋଲିସ ଡିଜି ଅଭୟ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହାସହ ଖୁବଶୀଘ୍ର ନୂଆ ଡିଜିପିଙ୍କ ନାଁ ଘୋଷଣା କରିପାରନ୍ତି ରାଜ୍ୟ ସରକାର…

ସଡ଼କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ…

ମମିତା ହତ୍ୟାକାଣ୍ଡ ଘଟଣାରେ ଆସନ୍ତା ୧୨ ତାରିଖରେ ପୁଣି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ଚଳିତ ମାସ ୧୨ ତାରିଖରେ କଂଗ୍ରେସ ପକ୍ଷରୁ ସକାଳ ୬ ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯିବ। ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ଏହି ବନ୍ଦ ଡାକରା ଦେବ ବୋଲି ଜିଲ୍ଲା କଂଗ୍ରେସ…

ଅଁଳା ନବମୀରେ ଶ୍ରଦ୍ଧାଳୁଙ୍କୁ ପୁରୀ ସାକ୍ଷୀଗୋପାଳ ମନା

ସାକ୍ଷୀଗୋପାଳ : ଆଉ ଦୁଇ ଦିନ ପରେ ଅଁଳା ନବମୀ । ସେଥିପାଇଁ ସାକ୍ଷୀଗୋପାଳରେ କରାଯାଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଆଗାମୀ ଅଁଳା ନବମୀ ଓ ବଡ ଏକାଦଶୀରେ ସାକ୍ଷୀଗୋପୀନାଥ ମନ୍ଦିରକୁ ଭକ୍ତଙ୍କୁ ବାରଣ କରାଯାଇଛି । ଏହି ଦୁଇ ଦିନ ପ୍ରବଳ ଭକ୍ତଙ୍କ ସମାଗମକୁ ନଜରରେ ରଖି କୋଭିଡ଼ କଟକଣା ଲାଗୁ କରିଛି…

ଆସନ୍ତା ୨୯ ତାରିଖରୁ ଚାଷୀ କରିବେ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ : ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅନ୍ନଦାତାଙ୍କ ନୂଆ ନିଷ୍ପତ୍ତି । ସଂସଦର ଶୀତକାଳୀନ ଅଧିବେଶନ କାଳରେ ପ୍ରତିଦିନ ଚାଷୀମାନେ ସଂସଦ ଭବନ ଅଭିମୁଖେ କରିବେ ଟ୍ରାକ୍ଟର ରାଲି । ଆସନ୍ତା ୨୯ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବା ବେଳେ, ଚାଷୀଙ୍କ ଏହି ଘୋଷଣା…

୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ବର : ୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା । ୧୧ ଡ଼ିଗ୍ରୀ ସହ ଆଜି ବି ଦାରିଙ୍ଗବାଡି ରାଜ୍ୟର ସବୁଠୁ ଥଣ୍ଡା ସହର । ଫୁଲବାଣୀରେ ତାପମାତ୍ରା ୧୩.୨ ଡ଼ିଗ୍ରୀ ଥିବା ବେଳେ, ଟିଟଲାଗଡରେ ୧୪.୫ ଡ଼ିଗ୍ରୀ, ଝାରସୁଗୁଡାରେ ୧୪.୬ ଡ଼ିଗ୍ରୀ, କେନ୍ଦୁଝରରେ ୧୪ .୮ ଡ଼ିଗ୍ରୀ, ଏବଂ ସୋନପୁରରେ…

ଡିଫ୍ରିଜ ହେଲା ରିୟାଙ୍କ ଆକାଂଉଟ

ମୁମ୍ବାଇ: ଏକ ସ୍ୱତନ୍ତ୍ର କୋର୍ଟ ବୁଧବାର ରିୟା ଚକ୍ରବର୍ତିଙ୍କ ଆକାଂଉଟକୁ ଡିଫ୍ରିଜ କରିବା ପାଇଁ ନିର୍ଦ୍ଦେଶ ଦେଇଛି । ଏହା ବ୍ୟତୀତ ତାଙ୍କ ଗ୍ୟାଜେଟ୍ସ ମଧ୍ୟ ଫେରାଇ ଦେବା ପାଇଁ କୁହାଯାଇଛି । ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ କେସରେ ସମ୍ପୃକ୍ତି ଥିବା ନେଇ ରିୟାଙ୍କ ଆକାଂଉଟ ଏନସିବି ଫ୍ରିଜ…

ବ୍ରହ୍ମଗିରି ନାଥପୁର ବୋମା ମାଡ଼ ଘଟଣାରେ ଗିରଫ ସଂଖ୍ୟା ୧୦କୁ ବୃଦ୍ଧି

ପୁରୀ : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ବଢୁଛି ଗିରଫଦାରୀ । ବୋମାମାଡ ଘଟଣା ପରେ ଗାଁ ପୁରୁଷଶୂନ୍ୟ ହୋଇପଡିଥିବା ବେଳେ, ଗିରଫ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏବେ ବି ଗାଷରେ ୪ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ତେବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା…

ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ : ଗଣଶିକ୍ଷା ମନ୍ତ୍ରୀ

ସୋନପୁର : ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ। ନଭେମ୍ବର ୧୫ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ମରୁଡ଼ି ଅଞ୍ଚଳ ପାଇଁ ଉପଯୋଗୀ ଧାନ ଯୋଗାଇ ଦେବାପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ

ବଲାଙ୍ଗୀର : ବଲାଙ୍ଗୀର ଲର୍କିପାଲି ଠାରେ ଧାନ ଗବେଷଣା କରାଯାଇଛି। ଯେଉଁ ଧାନ ମରୁଡ଼ି ଅଞ୍ଚଳ ପାଇଁ ଉପ ଯୋଗୀ ତାହା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଚାଷୀ। ବଲାଙ୍ଗିର ଲର୍କିପାଲି ଠାରେ ଥିବା ବିହନ ଗବେଷଣା କେନ୍ଦ୍ରରେ ଫିଲିପାଇନସ ଠାରେ ଥିବା ଆର୍ନ୍ତଜାତୀୟ ବିହନ…