Latest Odisha News

BREAKING NEWS

Browsing Category

ଫିଚର

ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା

ଭୁବନେଶ୍ବର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଛି ପ୍ରସ୍ତୁତି । ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ, ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଜିଲ୍ଲା ପରିଷଦ, ସମିତି ସଭ୍ୟ ଓ ସରପଞ୍ଚ ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମାକୁ…

ଅଟୋ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

କଳାହାଣ୍ଡି : ଗଞ୍ଜେଇ ଚାଲାଣକୁ ବିଫଳ କଲା ପୋଲିସ । ଅଟୋରେ ଗଞ୍ଜେଇ ଆଣି ଟ୍ରେନ ଯୋଗେ ଝାନସି ଚାଲାଣ କରିବା ପୂର୍ବରୁ ମାଡି ବସିଲା ପୋଲିସ । ଏପରି ଘଟଣା ଘଟିଛି ରାୟଗଡା ଜିଲ୍ଲା ମୁନିଗୁଡାରେ । କଳାହାଣ୍ଡି ଜିଲ୍ଲା ଏମ. ରାମପୁର ଥାନା ପାଙ୍ଗାବାଜୁ ଗାଁରୁ ଡ୍ରାଇଭର ସମେତ ୩ଜଣ ୩ଟି ବ୍ୟାଗରେ…

ହାର୍ଦ୍ଦିକଙ୍କ ୫ କୋଟି ଟଙ୍କାର ଘଂଟା ଜବତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୫ କୋଟି ଟଙ୍କା ମୂଲ୍ୟର ୨ଟି ଘଂଟା କଷ୍ଟମ ବିଭାଗ ଜବତ କରିଛି । ଏହି ଘଂଟା ପାଇଁ ତାଙ୍କ ପାଖରେ ଇନଭଏସ ନ ଥିଲା । ଆଇସିସି ଟି୨୦ ବିଶ୍ୱକପ କ୍ରିକେଟରୁ ବିଦା ହେବା ପରେ ଭାରତୀୟ ଦଳ ସ୍ୱଦେଶ ଫେରିଥିଲା । ବିଳମ୍ବିତ ରାତିରେ କଷ୍ଟମ…

ପୁରୀ ଓ ଗଞ୍ଜାମ ଜିଲ୍ଲାର ୪ଟି ବୃହତ ପାନୀୟ ଜଳ ପ୍ରକଳ୍ପ ନେଇ ବୈଠକ, ଶୀଘ୍ର କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ପୁରୀ ଓ ଗଞ୍ଜାମ ଜିଲ୍ଲାର ବୃହତ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରୀ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା । ବ୍ରହ୍ମଗିର ବ୍ଲକର ରାୟବିଧାର ପଞ୍ଚାୟତ ଭଣ୍ଡାରିକୁଦରେ ଥିବା ୫୯ଟି ଗାଁକୁ ଯୋଗାଇବାକୁ ଥିବା ବିଶୁଦ୍ଧ ପାନୀୟ…

ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଜନ ଜାଗରଣ ଯାତ୍ରା

ଭୁବନେଶ୍ବର : ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଜନ ଜାଗରଣ ଯାତ୍ରା । ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ସହ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ଆକାଶ ଛୁଆଁ ହେଲାଣି । ମୂଲ୍ୟ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ବର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜନ ଜାଗରଣ…

ଶ୍ରୀଲଙ୍କା ବଦଳରେ ଦମନରେ ଶୁଟିଂ ହେବ ରାମସେତୁ

ମୁମ୍ବାଇ: ଅକ୍ଷୟ କୁମାର ଅଭିନୀତ ରାମସେତୁ ଫିଲ୍ମର ଅଧିକାଂଶ ଦୃଶ୍ୟ ଶ୍ରୀଲଙ୍କାରେ ଶୁଟିଂ ହେବାକୁ ଥିଲା । ମାତ୍ର ସେଠାରେ କଡା କରୋନା ପ୍ରୋଟୋକଲ ଯୋଗୁ ରାମସେତୁ ଟିମ ଏହାର ଶୁଟିଂ ଦମନରେ କରିବା ପାଇଁ ଚୂଡାନ୍ତ କରିଛନ୍ତି । ରାମାୟଣରେ ମହାପ୍ରଭୁ ଶ୍ରୀରାମ ଦେବୀ ସୀତାଙ୍କ ରାବଣ କବଳରୁ…

ଭୋପାଳରେ ଦେଶର ପ୍ରଥମ ମର୍ଡନ ଷ୍ଟେସନକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ମଧ୍ୟପ୍ରଦେଶ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ଅତ୍ୟାଧୁନିକ ରେଲୱେ ଷ୍ଟେସନର ଉଦଘାଟନ କରିଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଥିବା ହିବିବଗଞ୍ଜ ରେଳ ଷ୍ଟେସନକୁ ନବୀକରଣ କରି ଏୟାରପୋର୍ଟ ଭଳି ପ୍ରସ୍ତୁତ କରାଯାଇଛି । ଆଜି ପ୍ରଧାନମନ୍ତ୍ରୀ ମୋଦି ଭୋପାଳ ଗସ୍ତ କରି ଏହି ଅତ୍ୟାଧୁନିକ ରେଳ…

ସମ୍ ହସପିଟାଲରେ ଅତ୍ୟାଧୁନିକ ଇୟୁଏସ-ସ୍ପାଏଗ୍ଲାସ୍ ଟେକ୍ନୋଲୋଜି ସମ୍ପର୍କିତ କର୍ମଶାଳା

ଭୁବନେଶ୍ବର : ବିଭିନ୍ନ ରାଜ୍ୟର ଗ୍ୟାଷ୍ଟ୍ରୋଏନଟେରୋଲୋଜିଷ୍ଟଙ୍କ ପାଇଁ ଅତ୍ୟାଧୁନିକ ସ୍ପାଏଗ୍ଲାସ-ଡିଏସ୍ ଟେକ୍ନୋଲୋଜି ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ କର୍ମଶାଳା । ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସପିଟାଲରେ ଆଜି ଉଦଯାପିତ ହୋଇଛି ଏହି କର୍ମଶାଳା ।…

ଶବ ବ୍ୟବଚ୍ଛେଦ ଗାଇଡଲାଇନ ସଂଶୋଧନ କଲା କେନ୍ଦ୍ର ,ଟ୍ୱଟ କରି ଜଣାଇଲେ ମନସୁଖ ମାଣ୍ଡଭୀୟ

ଦିଲ୍ଲୀ : ଶବ ବ୍ୟବଚ୍ଛେଦ ଗାଇଡଲାଇନ ସଂଶୋଧନ କଲା କେନ୍ଦ୍ର । ଏଣିକି ରାତିରେ ବି ହୋଇପାରିବ ଶବ ବ୍ୟବଚ୍ଛଦେ। ରାତି ଦିନ ଯେ କୌଣସି ସମୟରେ ପୋଷ୍ଟ ମର୍ଟମ ମଧ୍ୟ ହୋଇପାରିବ।ଏନେଇ ଦୁଇଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ। ଆଗରୁ ଶବ ପୋଷ୍ଟ ମୋର୍ଟମ…

ତ୍ରିପୁରାରେ ଗିରଫ ଦୁଇ ସାମ୍ବାଦିକଙ୍କୁ ମିଳିଲା ଜାମିନ

ତ୍ରିପୁରା : ତ୍ରିପୁରା ପୋଲିସ ଗିରଫ କରିଥିବା ଦୁଇ ମହିଳା ସାମ୍ବାଦିକଙ୍କୁ ମିଳିଛି ଜାମିନ । ଉଭୟଙ୍କୁ ଜାମିନ ବଳରେ ଛାଡ଼ିବାକୁ ତ୍ରିପୁରାରେ ଗୋମତି ଜିଲ୍ଲାର ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୭୫ ହଜାର ଟଙ୍କା ଲେଖାଏ ବ୍ୟକ୍ତିଗତ ବଣ୍ଡ ବଳରେ ସେମାନଙ୍କୁ…