Latest Odisha News

BREAKING NEWS

Browsing Category

ଫିଚର

ଝାରସୁଗୁଡାରେ କେନ୍ଦ୍ର ରେଳମନ୍ତ୍ରୀ : ଦୋକାନୀଙ୍କ ସହ କଥା ହେଲେ , ରେଳ ପ୍ରକଳ୍ପର ସମୀକ୍ଷା କଲେ

ଝାରସୁଗୁଡା : ଦୁଇ ଦିିନିଆ ଝାରସୁଗୁଡା ଗସ୍ତରେ ଆସିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ। ଆଜି ସକାଳେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଝାରସୁଗୁଡା ରେଳ ଷ୍ଟେସନ ବୁଲି ଦେଖିଛନ୍ତି । ଷ୍ଟେସନ ପରିସରରେ ଉଠା ଦୋକାନୀଙ୍କ ଠାରୁ ରେଳମନ୍ତ୍ରୀ ଚା ଓ ବିସ୍କୁଟ ଖାଇବା ସହ ଦୋକାନୀ ମାନଙ୍କ ସହ…

ମେଡ଼ିକାଲରେ ଡ଼ାକ୍ତରଙ୍କ ଆତଙ୍କରାଜ୍, ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ପୁରୀ: ଗାଡ଼ି ପାର୍କିଂକୁ ନେଇ ସିକ୍ୟୁରିଟି ଗାର୍ଡ଼ ଓ ପୋଲିସ କର୍ମଚାରୀଙ୍କୁ ଲୁହା ରଡ଼ରେ ପିଟିଲେ ଡ଼ାକ୍ତର। ଏହିପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ। ମଦ୍ୟପାନ କରି ଡ଼ାକ୍ତର ଜଣକ ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ଏନେଇ ଡ଼ାକ୍ତରଖାନା ପରିସରରେ କିଛି ସମୟ…

ଆସୁଛି ଓଲିଉଡ ଫିଲ୍ମ “ଧରମା ରେ” ବିଶୁ ମହାରଣା ଅବତାରରେ ସମ୍ବିତ ଆଚାର୍ଯ୍ୟ

ଭୁବନେଶ୍ୱର: ଆଧୁନିକତାର ଛାପ ଓ ନକଲ ଛାଡି ଓଡିଶାର ଐତିହ୍ୟ ଓ ପରମ୍ପରା ଉପରେ ମନୋନିବେଶ କରିଛି ଓଲିଉଡ ଜଗତ । ଆଗାମୀ ଦିନରେ ଖୁବଶୀଘ୍ର ଓଡିଶାର ପୁରାତନ କୋଣାର୍କ ମନ୍ଦିର ଉପରେ ଆଧାରିତ ଏକ ଐତିହାସିକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ଫିଲ୍ମର ଟାଇଟଲ ରହିଛି “ଧରମା ରେ” । ଏଥିରେ ଧରମା…

ଚୀନରେ ଛୋଟ ପିଲାଙ୍କୁ ଦିଆଯାଉଛି କୁକୁଡା ରକ୍ତ !

ବେଜିଂ: ଚୀନରେ ଏବେ ଏଭଳି ଏକ ଘଟଣା ସମ୍ମୁଖକୁ ଆସିଛି ଯେ, ସାରା ବିଶ୍ୱ ଚକିତ ହୋଇପଡିଛି । ଏଠାରେ ଛୋଟ ପିଲାମାନଙ୍କୁ କୁକୁଡା ରକ୍ତ ଇଂଜେକସନ ମାଧ୍ୟମରେ ଦିଆଯାଉଛି । ଏହା ଦ୍ୱାରା ସ୍ୱାସ୍ଥ୍ୟଜନିତ ସମସ୍ୟା ଦୂର ହେବ ଏବଂ ପିଲାମାନେ ସ୍ମାର୍ଟ ଏବଂ ଫିଟ ରହିବେ ବୋଲି ଚୀନ ଡାକ୍ତର ଯୁକ୍ତି…

ମାଛ ଜାଲରେ ଫସିଲା ରଣା ସାପ

ପୁରୀ : ମାଛ ଜାଲରେ ଫସିଲା ରଣା । ପିପିଲ ମଙ୍ଗଳପୁର ଅଞ୍ଚଳରେ ଧାନ ବିଲରୁ ମାଛ ଧରିବା ପାଇଁ ଜାଲ ବସାଯାଇଥିଲା। ଏହି ଜାଲରେ ୫ ଫୁଟ ଲମ୍ବର ରଣା ସାପ ପଡ଼ିଯାଇଥିବା ଦେଖିବାକୁ ମଳିଥିଲା। ସକାଳୁ ଆଲୋକ ଜେନା ନାମକ ଜଣେ ବ୍ୟକ୍ତି ରଣା ସାପଟିକୁ ବିଲରେ ଛଟପଟ ହେଉଥିବା ଦେଖିଥିଲେ।ପରେ ସ୍ନେକ ହେଲପ…

ଏସଟିଏଫ୍ ହାତରେ ଦୁଇ ବ୍ରାଉନସୁଗାର ବେପାରୀ

ବାଲେଶ୍ୱର: ପରିବା ମାର୍କେଟ ନିକଟରୁ ଜବତ ହେଲା ଧଳା ଜହର। ବାଲେଶ୍ୱର ଜିଲ୍ଲା ନୟାବଜାର ପରିବା ମାର୍କେଟରୁ ଏସଟିଏଫ୍ ଟିମ୍ ଜବତ କରିଛି। ଏହି ମାମଲାରେ ୨ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣ ହେଲେ ଅଶୋକ କୁମାର ବେହେରା ଏବଂ ବିଜୟ ଯାଦବ। ଏମାନେ କିଛି ବର୍ଷ ହେବ ବାଲେଶ୍ୱରରେ ବ୍ରାଉନ…

[ଭିଡିଓ] ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ତାଲା ପକାଇଲେ ଗ୍ରାମବାସୀ , ରୋଗୀସେବା ବାଧାପ୍ରାପ୍ତ

ବରଗଡ଼ : ବରଗଡ଼ରେ ତାତିଲେ ଗାଁ ଲୋକ। ହସ୍ପିଟାଲର ମଇଳା ପାଣି ସିଧାସଳଖ ଟୁକୁରଲା ଗାଁ କୁ ପ୍ରବେଶ କରୁଥିବାରୁ ଏନେଇ ବାରମ୍ବାର ପ୍ରତିବାଦ କରିବା ସତ୍ୱେ କେହି ଶୁଣୁନଥିବାରୁ ଟୁକୁରଲା ଗାଁ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାହାରେ ତାଲା ପକାଇଦେଇଛନ୍ତି। ଫଳରେ ରୋଗୀସେବା ବାଧାପ୍ରାପ୍ତ…

ତାମିଲନାଡୁରେ ବର୍ଷା ବିତ୍ପାତ : ୪ ମୃତ,ସ୍କୁଲ କଲେଜ ବନ୍ଦ

ଚେନ୍ନାଇ :ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ଏପର୍ଯ୍ୟନ୍ତ ୪ ଜଣଙ୍କ ଜୀବନ ଗଲାଣି। ଅନେକ ଅଞ୍ଚଳ ଜଳମଗ୍ନ ଅବସ୍ଥାରେ ଅଛି । ରାଜ୍ୟରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ପ୍ରବେଶ କରିବା ପରେ ପ୍ରବଳ ବର୍ଷା ଜାରି ରହିଛି । ରାଜ୍ୟରେ ୧୪ ଅଞ୍ଚଳକୁ ରେଡ ଆଲର୍ଟ ଜାରି…

ନଭେମ୍ବର ୧୦ରେ ଜୟପୁର ପଂହଚିବ ଟିମ୍ ଇଣ୍ଡିଆ

ଜୟପୁର: ଟି୨୦ ବିଶ୍ୱକପ କ୍ରିକେଟରୁ ଭାରତ ନୈରାଶ୍ୟଜନକ ଭାବେ ବିଦାୟ ନେଇଛି । ଟିମ୍ ଇଣ୍ଡିଆ ଏହା ପରେ ଘରୋଇ ପରିବେଶରେ ନ୍ୟୁଜିଲାଣ୍ଡ ବିପକ୍ଷରେ ସିରିଜ ଖେଳିବ । ନଭେମ୍ବର ୧୦ରେ ଭାରତୀୟ ଦଳ ଜୟପୁରରେ ପଂହଚିବ । ସେଠାରେ ୩ ଦିନ ପର୍ଯ୍ୟନ୍ତ ହୋଟେଲରେ କ୍ୱାରେଂଟାଇନରେ ରହିବେ । ୧୪ରୁ ୧୬…

ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ କର୍ପୋରେସନର ଡ଼େପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ ଲିମିଟେଡ଼ର ଡ଼େପୁଟି ମ୍ୟାନେଜର। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।…