Latest Odisha News

BREAKING NEWS

Browsing Category

ଫିଚର

ବାଲୁକା କଳା ଦ୍ୱାରା ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କ ହୃଦଘାତରେ ଦେହାନ୍ତ ହୋଇଯାଇଛି। ପ୍ରସିଦ୍ଧ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ମୃତ୍ୟୁ ତାଙ୍କର ପ୍ରଶଂସକ ମହଲରେ ଶୋକର ଛାୟା ଖେଳିଯାଇଛି। ଏନେଇ ପୁରୀ ବେଳାଭୂମିରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା ଚିତ୍ର କଳା କରି…

ଭୋପାଳ କମଳା ନେହେରୁ ହସ୍ପିଟାଲରେ ଅଗ୍ନିକାଣ୍ଡ, ୪ନବଜାତ ଶିଶୁଙ୍କ ମୃତ୍ୟୁ

ଭୋପାଳ: ମଧ୍ୟପ୍ରଦେଶ ଭୋପାଳ ସହରରେ ଏକ ଦୁଃଖଦ ଘଟଣା ଘଟିଛି। ସହରର ଏକ ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ଜଣ ନବଜାତ ଶିଶୁଙ୍କର ମୃତ୍ୟ ହୋଇଛି। କମଳା ନେହେରୁ ହସ୍ପିଟାଲର ଶିଶୁ ବିଭାଗରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୩୬ଜଣ ନବଜାତ ଶିଶୁଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ସୂଚନା…

ଆଜି ନବୀନ ପଟ୍ଟନାୟକ ଓ ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ହେବ ଆଲୋଚନା

ଭୁବନେଶ୍ୱର: ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ହେବ ଜଗନମୋହନଙ୍କ ଦ୍ୱିପାକ୍ଷିକ ବୈଠକ। ଆଜି ସନ୍ଧ୍ୟା…

ହାଓ୍ବଡା ଓ ଭଦ୍ରକ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ରେଳ ଯାତ୍ରୀଙ୍କ ସୁବିଧାଜନକ ଯାତ୍ରା ହାଓ୍ବଡ଼ା ଓ ଭଦ୍ରକ ମଧ୍ୟରେ ଆସନ୍ତାକାଲି ଠାରୁ ଚଳାଚଳ କରିବ ସ୍ବତନ୍ତ୍ର ଟ୍ରେନ୍ । ଏନେଇ ନିଷ୍ପତ୍ତି ନେଇଛି ରେଳବାଇ । ୦୮୦୪୩ ହାଓ୍ବଡ଼ା ଓ ଭଦ୍ରକ ସ୍ପେଶାଲ ଆସନ୍ତାକାଲି ଠାରୁ ହାଓ୍ବଡାରୁ ଅପରାହ୍ନ ୩ଟା ୪୦ରେ ଛାଡି ଭଦ୍ରକରେ ରାତି ୧୦ଟା…

[ଭିଡିଓ] ବଲିଉଡରୁ ବଙ୍ଗଳାଦେଶ ଯିବେ ରାନୁ ମଣ୍ଡଳ

ଭୁବନେଶ୍ୱର: ସାରା ଭାରତ ଟି୨୦ ବିଶ୍ୱକପରେ ଟିମ୍ ଇଣ୍ଡିଆର ପ୍ରଦର୍ଶନକୁ ନେଇ ଚିନ୍ତାରେ ପଡିଛନ୍ତି । ସେପଟେ ରାନୁ ମଣ୍ଡଳ ବଲିଉଡ ଛାଡି ବଙ୍ଗଳାଦେଶୀ ଫିଲ୍ମ ଇଣ୍ଡଷ୍ଟ୍ରୀକୁ ଡିଆଁ ମାରିଲେଣି । ପଢି ହଜମ ଓ ଶୁଣି ଅବିଶ୍ୱାସ ଲାଗୁଥିଲେ ଏହି ଖବର ଶତପ୍ରତିଶତ ସତ । ଖୁବଶୀଘ୍ର ରାନୁ ମଣ୍ଡଳ…

୨୪ ବର୍ଷ ପରେ ପାକିସ୍ତାନ ଗସ୍ତରେ ଯିବ ଅଷ୍ଟ୍ରେଲିଆ କ୍ରିକେଟ ଟିମ

ଲାହୋର: ଦୀର୍ଘ ୨୪ ବର୍ଷ ପରେ ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡ ପାକିସ୍ତାନ ଗସ୍ତରେ ଯିବ । ସୋମବାର ପାକିସ୍ତାନ କ୍ରିକେଟ ବୋର୍ଡ ଏ ନେଇ ସୂଚନା ଦେଇଛି । ଏଠାରେ ଅଷ୍ଟ୍ରେଲିଆ ୩ଟି ଟେଷ୍ଟ, ୩ଟି ଏକ ଦିବସୀୟ ଓ ୩ଟି ଟି୨୦ ମ୍ୟାଚ ଖେଳିବ । ୩ ମାର୍ଚ୍ଚରୁ ଏହି ସିରିଜ ଆରମ୍ଭ ହେବ । ପିସିବି…

ଭୁବନେଶ୍ୱର ବିମାନ ବନ୍ଦରରେ ଏରୋବ୍ରିଜ ଉଦଘାଟନ କଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଏରୋବ୍ରିଜ ଉଦଘାଟନ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ସାଂସଦ  ଅପରାଜିତା ଷଡଙ୍ଗୀ ଏରୋବ୍ରିଜ ଉଦଘାଟନ କରିଛନ୍ତି । ଆନ୍ତର୍ଜାତୀୟ ବିମାନ ବନ୍ଦରରେ ୫ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨ ଟି ଏରୋବ୍ରିଜ ନିର୍ମାଣ ହୋଇଛି। ଏହି ବ୍ରିଜ…

ତେଜିଲା ଦିବ୍ୟଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ, ୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ତେଜୁଛି ଆନ୍ଦୋଳନ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଉଠୁଛି ପଡୁଛି ରାଜ୍ୟ ରାଜନୀତି । ହେଲେ ବିରୋଧୀଙ୍କୁ ଆହୁରି ଖୋରାକ ଯୋଗାଇଛି କଳାହାଣ୍ଡି ଗସ୍ତରେ ଦିବ୍ୟଶଙ୍କରଙ୍କୁ ପାଖରେ ବସାଇ ମୁଖ୍ୟମନ୍ତ୍ରୀ…

ନୂଆପଡ଼ାରେ ଭର୍ଚ୍ୟୁଆଲରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ,୪୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ନୂଆପଡ଼ା :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ଭର୍ଚ୍ୟୁଆଲ୍ ମାଧ୍ୟମରେ ସଦର ମିନି ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପ୍ରାୟ ୧ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା…

ଆସନ୍ତାକାଲି ନବୀନ-ଜଗନମୋହନ ଆଲୋଚନା

ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ । ଏହି ଅବସରରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନ ହେବ । ଦୁଇ…