Latest Odisha News

BREAKING NEWS

Browsing Category

ଫିଚର

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର ଉପରକୁ ଅଣ୍ଡା ଓ କାଳି ମାଡ଼

ଭୁବନେଶ୍ୱର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଓଡ଼ିଶା ଗସ୍ତରେ ଆସିଥିବାବେଳେ ବିରୋଧ କରିଛି କଂଗ୍ରେସ। ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ କାର୍ ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା। ଏହାସହ ମନ୍ତ୍ରୀଙ୍କ ଗାଡ଼ିକୁ କଳା ପତାକା…

କାର ଧକ୍କାରେ ଚାଲିଗଲା ଶିଶୁର ଜୀବନ, କ୍ଷତିପୂରଣ ଦାବିରେ ଥାନା ଘେରାଓ

ରାୟଗଡ଼ା: କାର ଧକ୍କାରେ ଚାଲିଗଲା କୋମଳ ଶିଶୁର ଜୀବନ। ରାୟଗଡ଼ାରେ ଏହିପରି ଅଭାବନୀୟ ଘଟଣା ଘଟିଛି  । ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଏକ କାର ଧକ୍କାରେ ଜଣେ ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ ଶିଶୁ ଜଣକ ହେଲେ ସୁଧାଂଶୁ ସାମଲ। ସୂଚନା ଅନୁସାରେ, ସୁଧାଂଶୁ ନିଜ ଭଉଣୀ ସହ ରାସ୍ତା ପାର…

ରାଜ୍ୟରେ କରୋନା କାୟା କେବେ କମୁଛି, କେବେ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ୟ ବଢୁଛି ତ କେବେ ଖସୁଛି । ଗତକାଲି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ଶହ ତଳେ ଥିଲା । ଆଜି ପୁଣି ଥରେ ପାଖାପାଖି ୫ଶହ ନୂଆ ସଂକ୍ରମିତ ହୋଇଛନ୍ତି । ଗତକାଲି ୩୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲା । ଆଜି ଏହି…

ଜାମ୍ମୁ-କାଶ୍ମୀର ଏଲଓସି ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ଯବାନ ସହିଦ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ନାଉଶେରା ସେକ୍ଟରରେ ଏଲଓସି ନିକଟରେ ଶନିବାରରେ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଦୁଇଜଣ ଯବାନ ସହିଦ ହୋଇଛନ୍ତି। ଏଥିରେ ଜଣେ ଅଫିସର ଓ ଜଣେ ସୈନିକ ନିଜ ପ୍ରାଣ ହରାଇଥିବାବେଳେ ୩ଜଣ ଆହତ ହୋଇଥିବା ସୂଚନା ମିଳିଛି। ଅଧିକାରୀଙ୍କ ସୂତ୍ର ଅନୁସାରେ, ଏଲଓସି ନିକଟରେ…

ବାଲୁକା କଳାରେ ଲୌହ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଏହି ଦିନକୁ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛି । ବାଲୁକାକଳାରେ ଆଇରନ୍ ମ୍ୟାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୧୮୭୫ ଅକ୍ଟୋବର ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ…

ଅଲବିଦା ପାଓ୍ୱାର ଷ୍ଟାର: ରାଷ୍ଟ୍ରୀୟ ସମ୍ମାନ ସହ ଅଭିନେତା ପୁନୀତ ରାଜକୁମାରଙ୍କ ଶେଷକୃତ୍ୟ ସମ୍ପନ୍ନ

ବେଙ୍ଗାଳୁରୁ: ଅଲବିଦା ପୁନୀତ ରାଜକୁମାର । ପଞ୍ଚଭୂତରେ ଲୀନ ହୋଇଛି କନ୍ନଡ ଅଭିନେତା ପୁନୀତ ରାଜକୁମାରଙ୍କ ପାର୍ଥିବ ଶରୀର । ଆଜି ବେଙ୍ଗାଳୁରୁରେ ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ଉପସ୍ଥିତରେ ତାଙ୍କୁ ରାଷ୍ଟ୍ରୀୟ…

ମର୍ଣ୍ଣିଂ ଓ୍ୱାକ୍ ବେଳେ ମାଡ଼ିଗଲା ଅଜଣା ଗାଡ଼ି, ୨ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର କପାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିବା…

ଅକ୍ଟୋବର ଶେଷ ଦିନରେ ବି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ନୂଆଦିଲ୍ଲୀ: ତୈଳ ଦରରେ ଲାଗୁନି ବ୍ରେକ । ପ୍ରତିଦିନ ନୂଆ ରେକର୍ଡ ସ୍ତର ଛୁଉଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଅକ୍ଟୋବରରେ କ୍ରମାଗତ ଭାବରେ ଦର ବଢ଼ି ବଢ଼ି ଚାଲିଛି । ଆଜି ମାସର ଶେଷ ଦିନରେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ଲିଟର ପ୍ରତି ୩୫ ପଇସା ଲେଖାଏ ବଢ଼ିଛି । ଲଗାତାର ପଞ୍ଚମ ଦିନରେ ବଢ଼ିଛି ତୈଳ…

ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କଲା ବିଏମସି

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଲାଗିଥିବା କଟକଣାକୁ କୋହଳ କଲା ବିଏମସି । ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ କଟକଣା ଲଗାଇଥିଲା…

ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର । ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ରାଜଗାଙ୍ଗପୁରରେ ଏହି ଟିଫିନ୍ ସେଣ୍ଟର ଖୋଲିଛି । ସ୍ଥାନୀୟ ଡାକୁୱା ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ବ ଦିଆଯାଇଛି ।…