Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶା ହାଇକୋର୍ଟରେ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାପତିଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର। ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍.ମୁରଲୀଧର ତାଙ୍କୁ ଶପଥ ପାଠ କରାଇଥିଲେ । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଶପଥ ପାଠ କରାଇଛନ୍ତି। ଏଥିରେ ହାଇକୋର୍ଟର ସମସ୍ତ…

ସ୍କୁଲ ଖୋଲିବା ପରେ ସଚେତନତା ଉପରେ ଗୁରୁତ୍ୱ : ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା

ଭୁବନେଶ୍ୱର :  ରାଜ୍ୟରେ ଖୁବଶୀଘ୍ର ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ପିଲାମାନେ ଶ୍ରେଣୀଗୃହରେ ବସି ପିଲାମାନେ ପାଠ ପଢ଼଼ିବାର ସୁବିଧା ପାଇପାରିବେ। ରାଜ୍ୟରେ ସଂକ୍ରମଣ ଭୟ ଥିବାରୁ ଦୀର୍ଘଦିନ ହେଲା ସ୍କୁଲ ବନ୍ଦ ଥିଲା। ହେଲେ ସ୍କୁଲ ଖୋଲିବା ପରେ ସଚେତନତା ଓ ସୁରକ୍ଷା ଉପରେ ଗୁରୁତ୍ୱ ଦେବ…

ପୁନର୍ବାର ବିବାଦରେ ଅଷ୍ଟ୍ରେଲୀୟ କ୍ରିକେଟର ଶେନ ୱାର୍ଣ୍ଣେ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପୂର୍ବତନ ଲେଗ ସ୍ପିନର ଶେନ ୱାର୍ଣ୍ଣେ ପୁନର୍ବାର ଆଉ ଏକ ବିବାଦରେ ପଡିଛନ୍ତି । ଅଷ୍ଟ୍ରେଲିଆର ରିୟାଲିଟି ଟିଭି ଷ୍ଟାର ଜେସିକା ପାୱାର ତାଙ୍କ ବିରୋଧରେ ଅଭଦ୍ର ମେସେଜ ପଠାଇବା ଅଭିଯୋଗ ଆଣିଛନ୍ତି । ଏପରିକି ୱାର୍ଣ୍ଣେଙ୍କ ମୁଣ୍ଡ ବୋଧେ ଠିକ ନାହିଁ ବୋଲି କହିଛନ୍ତି ।…

ତଳମୁହାଁ ହେଉଛି ସଂକ୍ରମଣ, ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଲେ ବିଏମସି ଅତିରିକ୍ତ କମିଶନର

ଭୁବନେଶ୍ୱର : ଧୀରେ ଧୀରେ ତଳମୁହାଁ ହେଉଛି ସଂକ୍ରମଣ । ନଭେମ୍ବରରେ ସଂକ୍ରମଣ  ହ୍ରାସ ପାଇଛି । ଦୀର୍ଘ ଦିନ ପରେ ଖୋର୍ଦ୍ଧା ଜିଲ୍ଲାରେ ଶହେ ତଳକୁ ଖସିଛି ଦୈନିକ ସଂକ୍ରମଣ। ରାଜ୍ୟରେ ୨୦ ଟି ଜିଲ୍ଲାରେ ୧୭୦ ଜଣ ନୂଆ ସଂକ୍ରିମିତ ଚିହ୍ନଟ ହୋଇଥିବା ବେଳେ। ଖୋର୍ଦ୍ଧାରୁ ୬୧ ଜଣ ସଂକ୍ରମିତ ଚିହ୍ନଟ…

ଭାରତକୁ ଶକ୍ତ ଧକ୍କା, ସଫ୍ଟ ପାୱାର ଦେଶ ତାଲିକାରେ ୬ ସ୍ଥାନ ଖସିଲା

ନୂଆଦିଲ୍ଲୀ: ଭାରତକୁ ଶୁକ୍ରବାର ଶକ୍ତ ଧକ୍କା ଲାଗିଛି । ବିଶ୍ୱରେ ପର୍ଯ୍ୟଟନଙ୍କ ପ୍ରିୟ ସ୍ଥାନ ପାଇଁ ସରକାର ଉଦ୍ୟମ ଜାରୀ ରଖିଥିଲେ ମଧ୍ୟ ଏ ନେଇ ସଦ୍ୟ ପ୍ରକାଶିତ ର‌୍ୟାଙ୍କିଙ୍ଗରେ ଭାରତ ୬ ସ୍ଥାନକୁ ଖସି ଆସିଛି । ଓଭରାଲ ଭାରତ ୪୦ତମ ସ୍ଥାନରେ ରହିଛି । ଯାହାକି ସେତେଟା ଉତ୍ସାହଜନକ ନୁହେଁ ।…

ହାପି ବର୍ଥ ଡେ’ ବିରାଟ

ମୁମ୍ବାଇ : ଭାରତୀୟ କ୍ରିକେଟ ଟିମ୍ କ୍ୟାପଟେନ ବିରାଟ କୋହଲିଙ୍କ ଆଜି ଜନ୍ମଦିନ । ୩୩ ବର୍ଷ ବୟସରେ ପାଦ ଥାପିଛନ୍ତି କ୍ୟାପଟେନ କୋହଲି । ୧୯୮୮ ମସିହା ୫ ନଭେମ୍ବରରେ ଦିଲ୍ଲୀରେ ଜନ୍ମ ହୋଇଥିଲେ ବିରାଟ କୋହଲି। ଭାରତର ଜଣେ ବେଷ୍ଟ କ୍ରିକେଟର ଭାବେ ସାରା ଦେଶବାସୀଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ…

ଦୀପାବଳିରେ କର୍ମଚାରୀଙ୍କୁ ଇଲେକ୍ଟ୍ରିକ୍ ସ୍କୁଟର ଉପହାର ଦେଲା କମ୍ପାନୀ

ସୁରଟ: ଦୀପାବଳିରେ ଅନେକ କମ୍ପାନୀ ନିଜ କର୍ମଚାରୀଙ୍କୁ ଉପହାର ଦେଇଥାନ୍ତି। ଏହି ମଧ୍ୟରେ ଗୁଜୁରାଟ ସୁରଟର ଏକ କମ୍ପାନୀ ତାର କର୍ମଚାରୀମାନଙ୍କୁ ଦୀପାବଳି ଉପହାର ସ୍ୱରୂପ ଇଲେକ୍ଟ୍ରିକ ସ୍କୁଟର ଦେଇଛନ୍ତି। ୩୫ଜଣ କର୍ମଚାରୀଙ୍କୁ ଏହା ପ୍ରଦାନ କରାଯାଇଛି। ତୈଳ ଦର ଦିନକୁ ଦିନ ବୃଦ୍ଧି ହେବା ସହ…

ଟି୨୦ ବିଶ୍ୱକପ ପରେ ଅବସର ନେବେ ଡ୍ୱେନ ବ୍ରାଭୋ

ଦୁବାଇ: ଟି୨୦ ବିଶ୍ୱକପ କ୍ରିକେଟ ପରେ ୱେଷ୍ଟଇଣ୍ଡିଜର ଷ୍ଟାର ଖେଳାଳି ଡ୍ୱେନ ବ୍ରାଭୋ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି । ଟି୨୦ ବିଶ୍ୱକପରେ ଶ୍ରୀଲଙ୍କା ବିପକ୍ଷ ମୁକାବିଲାରେ ୱେଷ୍ଟଇଣ୍ଡିଜ ପରାଜିତ ହେବା ସହ ସେମିଫାଇନାଲ ଦୌଡରୁ ବାଦ୍ ପଡିଥିଲା । ଏହା ପରେ ସେ…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ଚଳଚଞ୍ଚଳ ହୋଇପଡ଼ିଛି। ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ପୂଜା ଗତକାଲିଠାରୁ ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ଦିନରେ ମା’ ଆଜି ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମାଆ ଭଦ୍ରକାଳୀ ସବୁଦିନ ଶାନ୍ତ ସ୍ୱରୂପଭାବେ ଦର୍ଶନ…

ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ସଡ଼କ ଦୁର୍ଘଟଣା, ୬ଜଣଙ୍କ ମୃତ୍ୟୁ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇଦ୍ରାବାଦ ବେଙ୍ଗାଲୁରୁ ହାଇୱେରେ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଦ୍ରୁତଗତିରେ ଆସୁଥିବା ଟ୍ରକ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିବାରୁ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଦୁର୍ଘଟଣା…