Latest Odisha News

BREAKING NEWS

Browsing Category

ଫିଚର

ଆର୍ୟନଙ୍କ ବେଲ୍ ଅପେକ୍ଷା ସରୁନି: ଆଜି ତୃତୀୟ ଦିନରେ ବମ୍ବେ ହାଇକୋର୍ଟରେ ଶୁଣାଣି

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ଆର୍ୟନ ଖାନକୁ କେବେ ମିଳିବ ବେଲ୍ ? ପଦ୍ମ ଘୁଞ୍ଚି ଘୁଞ୍ଚି ଗଲା ଭଳି ଦିନ ଗଡୁଛି । ବମ୍ବେ ହାଇକୋର୍ଟ କଣ ନିଷ୍ପତ୍ତି ଶୁଣାଇବେ ତାଉପରେ ନଜର ରହିଛି । ଆଜି ତୃତୀୟ ଦିନ ପାଇଁ ଆର୍ୟନଙ୍କ ବେଲ୍ ଉପରେ ଶୁଣାଣି ହେବ । ଆଜି ପକ୍ଷ ରଖିବ ଏନସିବି । ଦୁଇ ଦିନ ହେବ…

ଆର୍ୟନ ଡ୍ରଗ୍ସ କେସର ସାକ୍ଷୀ କିରଣ ଗୋସାବୀ ଗିରଫ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ନୂଆ ଟ୍ୱିଷ୍ଟ । କିଙ୍ଗ ଖାନ୍ ଶାହାରୁଖଙ୍କ ପୁଅ ଆର୍ୟନ ଖାନ୍ ଗିରଫ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ସାକ୍ଷୀ କିରଣ ଗୋସାବୀ ଗିରଫ । ତାଙ୍କୁ ଗିରଫ କରିଛି ପୁଣେ ପୋଲିସ । ଗତକାଲି ରାତିରେ ତାକୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି ।…

ମହାରାଷ୍ଟ୍ରରେ ସଡ଼କ ଦୁର୍ଘଟଣା: ପଛକୁ ପଛ ଧକ୍କା ହେଲେ ୭ରୁ ୮ଗାଡ଼ି, ୩ମୃତ

ମୁମ୍ବାଇ: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମହାରାଷ୍ଟ୍ର ଧୁଲେରେ ଘଟିଛି ଏହିଭଳି ଅଭାବନୀୟ ଘଟଣା। ୭ରୁ ୮ ଗାଡ଼ି ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ମହାରାଷ୍ଟ୍ର ଦେଇ ଯାଇଥିବା ମୁମ୍ବାଇ-ଆଗ୍ରା ଜାତୀୟ ରାଜପଥ ଧୁଲେ…

ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ବିଜେପିର ୧୨ ଘଣ୍ଟିଆ ବନ୍ଦ ପାଳନ

ନୂଆପଡ଼ା/ସୋନପୁର: ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବଢୁଛି ପ୍ରତିବାଦ । ବିଜେପି ପକ୍ଷରୁ ଆଜି ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ବିଜେପି ନେତା ଓ କର୍ମୀ ଆନ୍ଦୋଳନକୁ…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ମିଳିଲା ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ

ଭୁବନେଶ୍ବର : ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ମିଳିଛି ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ । ଏଜୁକେଶନ ଓ୍ବାର୍ଲଡର ଏ++ ସର୍ବୋଚ୍ଚ ସମ୍ମାନ ‘ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ ୨୦୨୧-୨୨ ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ପ୍ରଦାନ କରାଯାଇଛି । ଦେଶର କୋଣ ଅନୁକୋଣରୁ ୭୧୬ଟି ସ୍କୁଲ ଏହି…

ଅଗ୍ନି-୫ ମିସାଇଲର ସଫଳ ଉତକ୍ଷେପଣ, ଚୀନ-ପାକିସ୍ତାନକୁ ସତର୍କଘଣ୍ଟି

ଭଦ୍ରକ: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତକୁ ବଡ଼ ସଫଳତା। ବାଲିଷ୍ଟିକ ମିସାଇଲ ଅଗ୍ନି ୫ର ଆଜି ସଫଳ ପରୀକ୍ଷଣ ହୋଇଛି। ଭଦ୍ରକ ଜିଲ୍ଲା ଧାମରା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡରୁ ସନ୍ଧ୍ୟା ୭ତ ୫୦ ମିନିଟରେ ଏହାର ଉତକ୍ଷେପଣ କରାଯାଇଥିଲା। ଭାରତୀୟ ପ୍ରତିରକ୍ଷା ଓ ଗବେଷଣା…

ବିପ୍ଲବଙ୍କ ଚମତ୍କାର ଶତକ, କଳାହାଣ୍ଡି କପ ଟାଇଟଲ ଜିତିଲା କଟକ ଏ

କଟକ: ବିପ୍ଲବ ସାମନ୍ତରାୟଙ୍କ ଚମତ୍କାର ଶତକ ସହାୟତାରେ ରେଭେନ୍ସା ୟୁନିଭରସିଟି ଗ୍ରାଉଣ୍ଡରେ ଅନୁଷ୍ଠିତ କଳାହାଣ୍ଡି କପ କ୍ରିକେଟ ଫାଇନାଲରେ ଇଷ୍ଟକୋଷ୍ଟ ରେଲୱେକୁ ପରାସ୍ତ କରି ଟାଇଟଲ ହାସଲ କରିଛି କଟକ ଏ । ୨ ଦିନିକିଆ ଏହି ମ୍ୟାଚରେ ଟସ ଜିତି କଟକ ଏ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି…

IFFIରେ ୭୫ ଜଣ ପ୍ରତିଭାଙ୍କୁ ମିଳିବ କଳା ପ୍ରଦର୍ଶନର ବିଶେଷ ସୁଯୋଗ

ଭୁବନେଶ୍ବର : ସ୍ବାଧୀନତାର ୭୫ ବର୍ଷ ଉପଲକ୍ଷେ ସାରା ଦେଶରେ ପାଳନ କରାଯାଉଛି ଆଜାଦୀ କା ଅମୃତ ମହୋତ୍ସବ । ଆସନ୍ତା ନଭେମ୍ବର ୨୦ରୁ ୨୮ ପର୍ଯ୍ୟନ୍ତ ଗୋଆରେ ଆୟୋଜନ ହେବ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ୫୨ତମ ସଂସ୍କରଣ । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ୭୫…

ଇଶ୍କ ଭିସ୍କର ସିକ୍ୱେଲ ଖୁବ୍ ଶୀଘ୍ର !

ମୁମ୍ବାଇ: ଶାହୀଦ କାପୁରଙ୍କ ପଦାର୍ପଣ ଫିଲ୍ମ ଇଶ୍କ ଭିସ୍କର ସିକ୍ୱେଲ ପାଇଁ ପ୍ରଡ୍ୟୁସର ରମେଶ ତୌରାନୀ ଆଗ୍ରହ ପ୍ରକାଶ କରିଛନ୍ତି । ଏହାର ସ୍କ୍ରିପ୍ଟ ଉପରେ ସେ କାମ ଆରମ୍ଭ କରି ଦେଇଛନ୍ତି । ୨୦୦୩ରେ ରିଲିଜ ହୋଇଥିବା ଏହି ଫିଲ୍ମ ପରେ ଶାହୀଦ ଷ୍ଟାର ପାଲଟି ଯାଇଥିଲେ । ଶାହୀଦ ଏବଂ ଅମ୍ରିତ ରାଓ…

ବସ୍ତି ବାସିନ୍ଦାଙ୍କୁ ଥାଇଥାନ ଦାବିରେ ରାୟଗଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା : ବସ୍ତି ବାସିନ୍ଦାଙ୍କୁ ଥଇଥାନ ଦାବିରେ ରାୟଗଡ଼ାରେ ଜୋର ଧରିଲା ପ୍ରତିବାଦ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଶତାଧିକ ବସ୍ତି ବାସିନ୍ଦା । ଓଡ଼ିଶା ବସ୍ତି ବାସିନ୍ଦା ଭୂମି ଅଧିକାର ଅଧିନିୟମ-୨୦୧୭ ଅନୁଯାୟୀ ତୁରନ୍ତ ଥଇଥାନ ପାଇଁ ଜିଲ୍ଲାପାଳଙ୍କ ନିକଟରେ ଦାବି ହୋଇଛି…