Latest Odisha News

BREAKING NEWS

Browsing Category

ଫିଚର

ଅଲବିଦା ପାଓ୍ୱାର ଷ୍ଟାର: ରାଷ୍ଟ୍ରୀୟ ସମ୍ମାନ ସହ ଅଭିନେତା ପୁନୀତ ରାଜକୁମାରଙ୍କ ଶେଷକୃତ୍ୟ ସମ୍ପନ୍ନ

ବେଙ୍ଗାଳୁରୁ: ଅଲବିଦା ପୁନୀତ ରାଜକୁମାର । ପଞ୍ଚଭୂତରେ ଲୀନ ହୋଇଛି କନ୍ନଡ ଅଭିନେତା ପୁନୀତ ରାଜକୁମାରଙ୍କ ପାର୍ଥିବ ଶରୀର । ଆଜି ବେଙ୍ଗାଳୁରୁରେ ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ଉପସ୍ଥିତରେ ତାଙ୍କୁ ରାଷ୍ଟ୍ରୀୟ…

ମର୍ଣ୍ଣିଂ ଓ୍ୱାକ୍ ବେଳେ ମାଡ଼ିଗଲା ଅଜଣା ଗାଡ଼ି, ୨ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର କପାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିବା…

ଅକ୍ଟୋବର ଶେଷ ଦିନରେ ବି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ନୂଆଦିଲ୍ଲୀ: ତୈଳ ଦରରେ ଲାଗୁନି ବ୍ରେକ । ପ୍ରତିଦିନ ନୂଆ ରେକର୍ଡ ସ୍ତର ଛୁଉଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଅକ୍ଟୋବରରେ କ୍ରମାଗତ ଭାବରେ ଦର ବଢ଼ି ବଢ଼ି ଚାଲିଛି । ଆଜି ମାସର ଶେଷ ଦିନରେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ଲିଟର ପ୍ରତି ୩୫ ପଇସା ଲେଖାଏ ବଢ଼ିଛି । ଲଗାତାର ପଞ୍ଚମ ଦିନରେ ବଢ଼ିଛି ତୈଳ…

ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କଲା ବିଏମସି

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଲାଗିଥିବା କଟକଣାକୁ କୋହଳ କଲା ବିଏମସି । ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ କଟକଣା ଲଗାଇଥିଲା…

ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର । ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ରାଜଗାଙ୍ଗପୁରରେ ଏହି ଟିଫିନ୍ ସେଣ୍ଟର ଖୋଲିଛି । ସ୍ଥାନୀୟ ଡାକୁୱା ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ବ ଦିଆଯାଇଛି ।…

୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନରେ ଅଣସଂରକ୍ଷିତ ଟିକେଟରେ ଯାତ୍ରା କରିପାରିବେ ଯାତ୍ରୀ

ଭୁବନେଶ୍ବର : ରେଳ ଯାତ୍ରୀଙ୍କ ପାଇଁ ପୂର୍ବତଟ ରେଳପଥର ନୂଆ ଘୋଷଣା । ୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନର ଅଣସଂରକ୍ଷିତ କୋଚରେ ଅଣସଂରକ୍ଷିତ ଟିକେଟ୍ ଦ୍ବାରା ଯାତ୍ରା କରିପାରିବେ ଯାତ୍ରୀ । ନଭେମ୍ବର ପହିଲାରୁ ପୂର୍ବତଟ ରେଳପଥ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନରେ ଥିବା ସମ୍ପୂର୍ଣ୍ଣ ସଂରକ୍ଷିତ କୋଚ…

ରାଜୌରୀରେ ବିସ୍ଫୋରଣ: ୨ ଯବାନ ଶହୀଦ

ରାଜୋରୀ: ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଏକ ବଡ ଧରଣର ବିସ୍ଫୋରଣ ଘଟିଛି । ଏଲଓସି ନିକଟରେ ଯବାନମାନେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା । ଏଥିରେ ୨ ଯବାନ ଶହୀଦ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେବେ ସେନା ପକ୍ଷରୁ ଏହି ବିସ୍ଫୋରଣ ନେଇ କୌଣସି ବିଧିବଦ୍ଧ ବୟାନ…

ରେଳ ଐତିହ୍ୟ ସଂଗ୍ରହାଳୟ ‘କଳିଙ୍ଗ ରେଳ ସଂଗ୍ରହାଳୟ’ ଉଦଘାଟିତ

ଭୁବନେଶ୍ବର : ଉଦଘାଟିତ ହୋଇଛି କଳିଙ୍ଗ ରେଳ ସଂଗ୍ରହାଳୟ । ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ରେଳପଥର ଐତିହ୍ୟ ସଂଗ୍ରହାଳୟ ‘କଳିଙ୍ଗ ରେଳ ସଂଗ୍ରହାଳୟ’କୁ ଉଦଘାଟନ କରିଛନ୍ତି । ଭାରତୀୟ ରେଳ ବିଶେଷ ଭାବେ ପୂର୍ବତଟ ରେଳପଥର ଏକ ସମୃଦ୍ଧ ଏବଂ…

ଟିକସ ଫାଙ୍କିବା ଅଭିଯୋଗରେ ସୁନା ଦୋକାନରେ ଜିଏସଟି ବିଭାଗର ଚଢାଉ

ବରଗଡ଼ :ଧନ ତେରାସ ପୂର୍ବରୁ ସୁନା ଦୋକାନୀଙ୍କୁ ଝଟକା । ଟିକସ ଫାଙ୍କିବା ଅଭିଯୋଗରେ ଗହଣ। ଦୋକାନୀଙ୍କ ଘରେ  ସିଟି ଜିଏସଟି ବିଭାଗ ରେଡ କରିଛି। ପଦ୍ମପୁର ସହରର ଥାନା ଛକସ୍ଥିିତ ମିନାକ୍ଷୀ ଜୁଏଲାରୀ ସୁନା ଗହଣା ବିକ୍ରି କରି ଟିକସ ଫାଙ୍କିଥିବା ତା ନାଁ ରେ ଅଭିଯୋଗ ହୋଇଥିଲା । ସିଟି ଓ ଜିଏସଟି…

୧୨୪ ବର୍ଷ ପରେ ଅଲଗା ହେବ ଦେଶର ପ୍ରମୁଖ ଗଡରେଜ୍ ଗ୍ରୁପ

ନୂଆଦିଲ୍ଲୀ : ୧୨୪ ବର୍ଷ ପରେ ଅଲଗା ହେବ ଦେଶର ପ୍ରମୁଖ ଗଡରେଜ୍ ଗ୍ରୁପ । ସାବୁନ ଠାରୁ ଆରମ୍ଭ କରି ରିୟଲ ଇଷ୍ଟେଟ୍ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିବା ୪ ବିଲିୟନ ଡଲାରର ଏହି ସାମ୍ରାଜ୍ୟର ବିଭାଜନକୁ ନେଇ ବାଣିଜ୍ୟ ଜଗତ ହଇଚଇ ସୃଷ୍ଟି ହୋଇଛି । ଏହି ବୃହତ ସଂସ୍ଥାକୁ…