Latest Odisha News

BREAKING NEWS

Browsing Category

ଫିଚର

ଆଜି ବିଜେପିର ୧୨ଘଣ୍ଟିଆ ବାରିପଦା ବନ୍ଦ

ବାରିପଦା: ଆଜି ବିଜେପିର ୧୨ଘଣ୍ଟିଆ ବାରିପଦା ବନ୍ଦ ଡ଼ାକରା। ବିଜେପି କର୍ମୀଙ୍କୁ ମାଡ଼ ସହ ୧୬ଦଫା ଦାବି ନେଇ ଏହି ବନ୍ଦ ଡ଼ାକରା ଦିଆଯାଇଛି। ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରିଛି ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଏହି ବନ୍ଦ ଡ଼ାକରା ଦିଆଯାଇଛି।…

ଆଜିଠୁ ଅଷ୍ଟମ ଶ୍ରେଣୀ ପାଠପଢ଼ା, ସ୍କୁଲ ଯିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ୧୮ମାସ ପରେ ସୋମବାରରୁ ଅଷ୍ଟମ ଶ୍ରେଣୀ ପାଠପଢ଼ା ଆରମ୍ଭ। ଅନଲାଇନ ବଦଳରେ ଏବେ କ୍ଲାସରୁମରେ ବସି ପାଠ ପଢ଼ିବେ ଛାତ୍ରଛାତ୍ରୀ। ସକାଳ ୯ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିବ ଅଷ୍ଟମ କ୍ଲାସ। କୋଭିଡ଼ ଗାଇଡ଼ଲାଇନକୁ ମାନି ପାଠ ପଢ଼ିବେ ଛାତ୍ରଛାତ୍ରୀ। ଦୀର୍ଘ ମାସ ପରେ ସ୍କୁଲ ଖୋଲୁଥିବାରୁ…

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର, ଧବଳେଶ୍ୱର ପୀଠ ଖାଁ ଖାଁ

ଆଠଗଡ଼: ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଆଜିର ଦିନରେ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ଏହି ଦିନ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ। ମହାଦେବଙ୍କ ପାଖରେ ମାନସିକ କଲେ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ…

କୋହଲି, ପନ୍ତଙ୍କ ଲଢ଼ୁଆ ବ୍ୟାଟିଂ: ପାକିସ୍ତାନ ସମ୍ମୁଖରେ ୧୫୨ ରନର ଟାର୍ଗେଟ

ଦୁବାଇ: ଟି୨୦ ବିଶ୍ୱକପ କ୍ରିକେଟର ଆଜି ହାଇ ଭୋଲଟେଜ ମୁକାବିଲାରେ ଅଧିନାୟକ ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ(୫୭ରନ,୪୯ବଲ) ଏବଂ ରିଷଭ ପନ୍ତଙ୍କ ୩୯ ରନ ସହାୟତାରେ ଭାରତ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସମ୍ମୁଖରେ ୧୫୨ ରନର ବିଜୟ ଲକ୍ଷ୍ୟ ରଖିଛି । ଟସ୍ ଜିତି ପାକିସ୍ତାନ ଅଧିନାୟକ…

ବାଲୁକା ଚିତ୍ର କଳା ଦ୍ୱାରା ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ

ପୁରୀ: ଆଜି ଭାରତ-ପାକିସ୍ତାନ ଟି-୨୦ ବିଶ୍ୱକପ୍ ମ୍ୟାଚ୍। ଏଥିପାଇଁ ଫ୍ୟାନଙ୍କ ମନରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି। ଭାରତର କୋଟି କୋଟି ଲୋକ ଅପେକ୍ଷା କରିଥିବାବେଳେ ଭାରତୀୟ ଦଳର ବିଜୟ କାମନା ମଧ୍ୟ କରିଛନ୍ତି। ଟିମ୍ ଇଣ୍ଡିଆର ବିଜୟ ନେଇ ସମସ୍ତେ ଭିନ୍ନ ଭିନ୍ନ ଢ଼ଙ୍ଗରେ ଶୁଭେଚ୍ଛା…

ଟସ ଜିତିଲା ପାକିସ୍ତାନ, ଭାରତର ପ୍ରଥମେ ବ୍ୟାଟିଂ

ଦୁବାଇ: ଟି୨୦ ବିଶ୍ୱକପ କ୍ରିକେଟରେ ଆଉ କିଛି ମିନିଟ ପରେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଯିବ । ଏହି ହାଇ ଭୋଲଟେଜ ମ୍ୟାଚରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ଏହାର ମାନେ ବିରାଟ କୋହଲି…

ଋତୁପର୍ଣ୍ଣା ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ୨୦୨୧ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ହାସଲ କରିବେ । ରବିବାର ଏକଲବ୍ୟ ପୁରସ୍କାର ଜୁରୀ କମିଟି ତାଙ୍କୁ ଚୟନ କରିଥିଲେ । ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଓ ମାନପତ୍ର ମିଳିବ । ଅନ୍ୟମାନଙ୍କ ମଧ୍ୟରେ ଫୁଟବଲ…

ଆଇସକ୍ରିମ କାଠିରେ ବିଶ୍ୱକପ୍ ଟ୍ରଫି, ଅଭିନବ ଢ଼ଙ୍ଗରେ ଶୁଭେଚ୍ଛା ଜଣାଇଲେ ଚିତ୍ରକର ମନୋଜ

କଟକ: ଆଇସକ୍ରିମ କାଠିରେ ବିଶ୍ୱକପ୍ ଟ୍ରଫି। ଅଭିନବ ଢ଼ଙ୍ଗରେ ବିଶ୍ୱକପ୍ ଟ୍ରଫି ପ୍ରସ୍ତୁତ କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ କଟକର ଚିତ୍ରକର ମନୋଜ ସାହୁ। ଭାରତ ଓ ପାକିସ୍ଥାନ ମଧ୍ୟରେ ହେବାକୁ ଥିବା ମୁକାବିଲାକୁ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଭିନ୍ନ ଭିନ୍ନ ଢ଼ଙ୍ଗରେ ମଧ୍ୟ…

ଇଣ୍ଡୋନେସିଆର ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ ଆପଣାଇବେ ହିନ୍ଦୁ ଧର୍ମ

ନୂଆଦିଲ୍ଲୀ: ଇଣ୍ଡୋନେସିଆର ପୂର୍ବତନ ରାଷ୍ଟ୍ରପତି ସୁକୋର୍ଣ୍ଣୋଙ୍କ ଝିଅ ସୁକମାବତୀ ସୁକର୍ଣ୍ଣୋପୁତ୍ରି ହିନ୍ଦୁ ଧର୍ମ ଆପଣାଇବେ । ମଙ୍ଗଳବାର ଏକ କାର୍ଯ୍ୟକ୍ରମରେ ସେ ଇସଲାମ ଧର୍ମ ଛାଡିବେ ବୋଲି ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ସୁକମାବତୀ ଏକ କବିତା ଲେଖି ସୋସିଆଲ ସାଇଟରେ ଶେୟାର କରିଥିଲେ…

ଆମେଚର୍ ଟେନିକୋଏଟ୍ ଆସୋସିଏସନର ୩୩ତମ ବାର୍ଷିକ ସମ୍ମିଳନୀ

କଟକ: ଗ୍ରାମାଞ୍ଚଳରେ ଟେନିକୋଏଟ୍ କ୍ରୀଡ଼ାର ପ୍ରଚାର ପ୍ରସାର କରାଯିବ। ଆଗକୁ ହେବାକୁ ଥିବା ରାଜ୍ୟ ଟେନିକୋଏଟ୍ ପ୍ରତିଯୋଗିତା ପାଇଁ ବିଭିନ୍ନ ଖସଡ଼ାମାନ ପ୍ରସ୍ତୁତ କରାଯାଇଛି। ଏନେଇ ଆମେଚର୍ ଟେନିକୋଏଟ୍ ଆସୋସିଏସନ ୩୩ତମ ବାର୍ଷିକ ସମ୍ମିଳନୀରେ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଲମ୍ପିକ୍…