Latest Odisha News

BREAKING NEWS

Browsing Category

ଫିଚର

ଆର ବାଲକୀଙ୍କ ଫିଲ୍ମରେ ବାମହାତୀ ବ୍ୟାଟ୍ସମ୍ୟାନ ହେବେ ଅଭିଷେକ

ମୁମ୍ବାଇ: ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କର ଆଗାମୀ ଫିଲ୍ମରେ ଜଣେ ବାମହାତୀ କ୍ରିକେଟରଙ୍କ ଭୂମିକା କରିବାକୁ ଯାଉଛନ୍ତି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଆର.ବାଲକୀଙ୍କ ଏହି ଫିଲ୍ମ ସମ୍ପୂର୍ଣ୍ଣ ଭାବେ କ୍ରିକେଟ ଉପରେ ପର୍ଯ୍ୟବେଶିତ । ଅଭିଷେକଙ୍କ ସହ ସୈୟାମୀ ଖେର ମଧ୍ୟ…

ଆଇପିଏଲ ବିଡିଂ ରେ ସାମିଲ୍ ହେବ ବାରବାଟୀ ଷ୍ଟାଡିୟମ !

କଟକ : ଆଇପିଏଲ ବିଡିଂ ରେ ସାମିଲ୍ ହେବ କଟକ ବାରବାଟୀ ଷ୍ଟାଡିୟମ। ଆଉ ଚଳିତ ମାସ ୨୫ ତାରିଖରେ ନୂଆ ଟିମ୍ ପାଇଁ ବିଡିଂ ପ୍ରକ୍ରିୟା କରାଯିବ । ଏଥିପାଇଁ ଆଗ୍ରହ ଦେଖାଇଛି ଜିନ୍ଦଲ୍ ଷ୍ଟିଲ୍ ପ୍ରାଇଭେଟ୍ ଲିମିଟେଡ୍ । ଆଇପିଏଲ ୨୦୨୨ ଵିଡିଙ୍ଗରେ କଟକ ସାମିଲ ହୋଇଛି । ପାଖାପାଖି ୨୦ଟି କମ୍ପାନୀ…

ପ୍ରଭାସଙ୍କ ବର୍ଥ ଡେ’ ରେ ରିଲିଜ ହେଲା “ରାଧେ ଶ୍ୟାମ” ର ଟିଜର

ମୁମ୍ବାଇ : ଆଜି ହେଉଛି ସାଉଥ ସୁପରଷ୍ଟାର ଓ ବାହୁବଳୀ ଫେମସ୍ ଆକ୍ଟର ପ୍ରଭାସଙ୍କ ଜନ୍ମଦିନ । ୪୨ ବର୍ଷ ବୟସରେ ପାଦ ଦେଇଛନ୍ତି ପ୍ରଭାସ । ଏନେଇ ପ୍ରଭାସଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ଅନ୍ୟପଟେ ତାଙ୍କ ଜନ୍ମ ଦିନକୁ ସ୍ପେଶାଲ କରିବା ପାଇଁ ଆଜି ତାଙ୍କ ଅପକମିଂ ମୁଭି “ରାଧେ…

ଜମ୍ମୁକଶ୍ମୀର ଗସ୍ତରେ ଅମିତ ଶାହ, ଆତଙ୍କୀ ହମଲା ନେଇ ଆଲୋଚନା

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିିଛି । ଆଜିଠାରୁ ତିନି ଦିନିଆ ଜମ୍ମୁ କଶ୍ମୀର ଗସ୍ତରେ ଯାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଜମ୍ମୁକଶ୍ମୀର ଶ୍ରୀନଗରରେ ପହଁଚିଛନ୍ତି ଶାହ । ବିମାନ ବନ୍ଦରରେ ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ସ୍ୱାଗତ…

ଓଃ ମାଇ ଗଡ ୨ର ଫାର୍ଷ୍ଟ ଲୁକ୍ ଜାରୀ, ଏଥର ଭଗବାନଙ୍କ ଶିବ ରୂପରେ ଅକ୍ଷୟ

ମୁମ୍ବାଇ: ଓଃ ମାଇ ଗଡ ୨ ଫିଲ୍ମର ଆଜି ଫାର୍ଷ୍ଟ ଲୁକ୍ ଜାରୀ ହୋଇଛି । ଫିଲ୍ମର ହୀରୋ ଅକ୍ଷୟ କୁମାର ଏ ସମ୍ପର୍କରେ ଆଜି ସୋସିଆଲ ସାଇଟରେ ସୂଚନା ଦେଇଛନ୍ତି । ଏଥିରେ ଅକ୍ଷୟଙ୍କୁ ଭଗବାନ ଶିବଙ୍କ ରୂପରେ ଦେଖିବାକୁ ମିଳିଛି । ପୋଷ୍ଟର ଶେୟାର କରିବା ସହ କ୍ୟାପ୍ସନ ଲେଖିଥିଲେ ଯେ, କର୍ତା କରେ ନ କର…

ମମିତା ମେହେର ହତ୍ୟା ଘଟଣା, ସିପିଆଇ ପକ୍ଷରୁ ବିକ୍ଷୋଭ

କୋରାପୁଟ : କୋରାପୁଟରେ ସିପିଆଇ ପକ୍ଷରୁ ବିକ୍ଷୋଭ । କଳାହାଣ୍ଡି ମହାଲିଙ୍ଗ୍ ସନସାଇନ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗୃହ ମନ୍ତ୍ରୀଙ୍କ ବହିଷ୍କାର,ହାଇକୋର୍ଟଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏସଆଇଟି ତଦନ୍ତ ଓ…

ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର , ସାଇଣ୍ଟିଫିକ ଟିମର ତଦନ୍ତ ଜାରି

କେନ୍ଦୁଝର : ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର । ମମିତା ତାତି ଥମି ନଥିବା ବେଳେ କେନ୍ଦୁଝରରେ ଏପରି ଅଘଟଣ ଘଟିଛି । ହଳଦିଆ ଗୁଣା ଗାଁର ଏକ ପଡ଼ିଆରୁ ନାବାଳିକାର ଅର୍ଦ୍ଧନଗ୍ନ ମୃତ ଦେହ ଉଦ୍ଧାର କରିଛି ପୋଲିସ । ପାରିପାଶ୍ୱିକ ସ୍ଥିତିରୁ ଜଣପାଡିଛି ଯେ ନାବାଳିକାକୁ କେହି ଦୁଷ୍କର୍ମ ପରେ…

ସ୍ୱଚ୍ଛତା ଅଭିଯାନ ନେଇ ଯୁବକଙ୍କ ନିଆରା ପ୍ରୟାସ

ସୁବର୍ଣ୍ଣପୁର : ଦେଶକୁ ସ୍ୱଚ୍ଛ ରଖିବା ପାଇଁ ଯୁବକଙ୍କ ନିଆରା ଅଭିଯାନ । ସ୍ୱଚ୍ଛ ଓ ସୁସ୍ଥ ଭାରତ ଗଠନର ବାର୍ତ୍ତା ନେଇ ସମଗ୍ର ଦେଶ ପରିକ୍ରମାର ଇଚ୍ଛା ରଖିଥିବା ୩ ଜଣ ଯୁବକ ସୁବର୍ଣ୍ଣପୁର ଜିଲ୍ଲାରେ ପହଁଚିଛନ୍ତି । ଏମାନେ ହେଲେ ଉତ୍ତର ପ୍ରଦେଶ ନିବାସୀ ଅନିତେଶ ଶର୍ମା, ଝାରଖଣ୍ଡ ର ଅମିତ…

ସିରିୟାରେ ଡ୍ରୋନ ଆକ୍ରମଣ : ବରିଷ୍ଠ ଅଲ୍‌-କାଏଦା ନେତା ନିହତ

ଓଡ଼ିଶା ସମ୍ବାଦ ବ୍ୟୁରୋ :  ସିରିୟାରେ ଡ୍ରୋନ୍ ଆକ୍ରମଣରେ ଜଣେ ମୃତ । ସିରିୟାରେ  ଆମେରିକା ପକ୍ଷରୁ ହୋଇଥିବା ଡ୍ରୋନ୍ ଆକ୍ରମଣରେ ବରିଷ୍ଠ ଅଲ୍ କାଏଦା ନେତା ଅଲ୍ ମତର ନିହତ ହୋଇଛନ୍ତି । ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ର ମେଜର ଜନ୍ ରିଗସ୍ବି ସୂଚନା ଦେଇଛନ୍ତି । ଆତଙ୍କବାଦୀ ସଙ୍ଗଠନ ସକ୍ରିୟ…

ଏନସିବି ବିରୋଧରେ ଅଭିଯୋଗ ଆଣିଲେ ଆର୍ଯ୍ୟନ

ମୁମ୍ବାଇ: କ୍ରୁଜ ଡ୍ରଗ୍ସ କେସରେ ଧରା ପଡିଥିବା ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନ ଖାଁ ଆଜି ଏନସିବି ବିରୋଧରେ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ହ୍ୱାଟ୍ସଆପ ଚାଟକୁ ଏନସିବି ଭୁଲ ଭାବେ ବ୍ୟାଖ୍ୟା କରୁଛି । ମୋତେ ଏହି ମାମଲାରେ ଫସାଇବାକୁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି । ଚଢ଼ାଉ…