Latest Odisha News

BREAKING NEWS

Browsing Category

ଫିଚର

ମର୍ମନ୍ତୁଦ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

କାମାକ୍ଷାନଗର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଶିକ୍ଷକଙ୍କ ଜୀବନ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ତରାଜଙ୍ଗ ଗାଁ କାଜୁ ଜଙ୍ଗଲ ନିକଟରେ କାର ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଛି ।ମୃତ ଶିକ୍ଷକ ଜଣକ ହେଉଛନ୍ତି ତରାଜଙ୍ଗ ଗାଁ ର ପ୍ରକାଶ କୁମାର…

୧୮୫ପେଟି ମଦ ଜବତ, ପିକଅପ ଭ୍ୟାନ୍ ଡ୍ରାଇଭର ଗିରଫ

ଯାଜପୁର: ଯାଜପୁର ଅମ୍ବିକାଇ ଛକ ନିକଟରୁ ୧୮୫ପେଟି ମଦ ଜବତ କରାଯାଇଛି। ଘଟଣାରେ ପିକ ଅପ ଭ୍ୟାନର ଡ୍ରାଇଭରକୁ ଗିରଫ କରିଛି ଯାଜପୁର ପୋଲିସ୍। ସୂଚନା ଅନୁସାରେ, ପୁରୁଣା ମଦ ଦୋକାନରୁ ଏହି ମଦ ପେଟି ଗୁଡ଼ିକ ଏକ ପିକ ଅପ୍ ଭ୍ୟାନରେ ଚାଲାଣ ହେଉଥିବା ପୋଲିସକୁ ସୂଚନା ମିଳିଥିଲା। ପରେ ଯାଜପୁର…

୧୩୦ପେଟି ବିଦେଶୀ ନକଲି ମଦ ଜବତ

ରାୟଗଡ଼ା: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ କରି ୧୩୦ ପେଟି ବିଦେଶୀ ନକଲି ମଦ ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୦ଲକ୍ଷ ୬୦ ହଜାରରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି। ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଅନ୍ତରଝୋଲି ନିକଟରେ…

ମମିତା ହତ୍ୟା ଘଟଣା ,ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ସିପିଆଇଏମ

ପୁରୀ : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା କାଣ୍ଡରେ ରାଜରାସ୍ତାକୁ ଓହ୍ଲାଇଲା ସିପିଆଇଏମ । ଏହି ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିିଛି । ରାଜସ୍ୱ ଗୃହ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ କରିବା ସହ ଘଟଣାର ଏସଆଇଟି ତଦନ୍ତ କରିବା ପାଇଁ ସିପିଆଇଏମ ପକ୍ଷରୁ ଦାବି କରାଯାଇଛି ।ଆଜି…

ଏଥର ପଂଚାୟତ ନିର୍ବାଚନରେ ସେଂଟ୍ରାଲ କାଉଟିଂ

ଭୁବନେଶ୍ୱର: ଆଗାମୀ ପଂଚାୟତ ନିର୍ବାଚନରେ ଏଥର ସେଂଟ୍ରାଲ କାଉଟିଂ ହେବ ବୋଲି ଘୋଷଣା ହୋଇଛି । ଗୁରୁବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କ ସହିତ ଭିଡିଓ କନଫେରେନ୍ସି ମାଧ୍ୟମରେ ଏ ନେଇ ଆଲୋଚନା କରିଥିଲେ । ୱାର୍ଡ ଏବଂ ପଂଚାୟତରେ ଭୋଟର ଲିଷ୍ଟ ପାଇଁ ଗାଇଡଲାଇନ…

ଦଳୀୟ କର୍ମୀଙ୍କୁ ଉଠାଇ ନେବାରୁ ଥାନାରେ ବିଜେପି ପକ୍ଷରୁ ଉତ୍ତେଜନା

ନରସିଂହପୁର : ବିଜେପି କର୍ମୀଙ୍କୁ ଉଠାଇନେଲା ପୋଲିସ। ଗତକାଲି ବିଳମ୍ବିତ ରାତିରେ ନରସିଂହପୁର ଥାନା ପୋଲିସ ବଡମ୍ବା ଥାନା ଅନ୍ତର୍ଗତ ରଚାପାଟ ଗାଁ ରେ ୩ ଜଣ ବିଜେପି କର୍ମୀଙ୍କୁ ଉଠାଇ ଆଣିଛି । ସେମାନେ ହେଉଛନ୍ତି ମନୋଜ ନାୟକ ,ରଞ୍ଜନ ସାମନ୍ତରାୟ, ଲିପୟ ବଳବନ୍ତରାୟ ସିଂ । ବିନା କାରଣରେ ୩ ଜଣ…

ଆସାମ ସାଧାରଣତନ୍ତ୍ର ପ୍ୟାରେଡ଼ ଶିବିରରେ ଜୟପୁରର ପି ବି ଇଶିତା ରାଜୁ

କୋରାପୁଟ: ଦଶ ଦିବସୀୟ ଜାତୀୟ ପୂର୍ବାଞ୍ଚଳ ପ୍ରାକ୍ ସାଧାରଣତନ୍ତ୍ର ପ୍ୟାରେଡ଼ ଅଭ୍ୟାସ ଓ ଚୟନ ଶିବିରରେ ଯୋଗଦେବେ ପି ବି ଇଶିତା ରାଜୁ। ଏଥିପାଇଁ ସେ ଆସାମ ଗସ୍ତ କରିଛନ୍ତି। ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ କଳା ଶିକ୍ଷା ସମ୍ମାନର ଛାତ୍ରୀ ପି ବି ଇଶିତା ରାଜୁ। ଜାତୀୟ ସେବା ଯୋଜନା…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବନ୍ଦ ହେଉ: ବିଶ୍ୱ ହିନ୍ଦୁ ପରିଷଦ

କେନ୍ଦୁଝର : ବାଂଲାଦେଶରେ ହିନ୍ଦୁ ମାନଙ୍କ ଉପରେ ଚାଲିଥିବା ଅତ୍ୟାଚର ବନ୍ଦ ହେଉ । କେନ୍ଦୁଝରରେ ଏପରି ୫ ଦଫା ଦାବି ନେଇ ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିଛନ୍ତି ବିଶ୍ୱ ହିନ୍ଦୁ ପରିଷଦ । ବାଂଲାଦେଶରେ ହିନ୍ଦୁ ମାନଙ୍କ ଉପରେ ଚାଲିଥିବା…

ବାଂଲାଦେଶ ରୋହିଙ୍ଗ୍ୟା କ୍ୟାମ୍ପ ଆକ୍ରମଣରେ ପ୍ରାଣ ହରାଇଲେ ୭ଜଣ

ଢ଼ାକା: ବାଂଲାଦେଶସ୍ଥିତ ରୋହିଙ୍ଗ୍ୟା ଶରଣାର୍ଥୀ ଶିବିର ଉପରେ ଶୁକ୍ରବାର ଦିନ ଆକ୍ରମଣକାରୀମାନେ ଗୁଳି ଚଳାଇଥିଲେ। ଏଥିରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ଜଣ ଆହତ ହୋଇଛନ୍ତି। ରିପୋର୍ଟ ଅନୁସାରେ, ରୋହିଙ୍ଗ୍ୟା ଶରଣାର୍ଥୀ ଶିବିରରେ ଅବସ୍ଥିତ ମଦ୍ରାସାରେ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ…

ନେପାଳରେ ବର୍ଥ ଡେ’ ସେଲିବ୍ରେସନ କରିବେ ପରିଣୀତି ଚୋପ୍ରା

ମୁମ୍ବାଇ : ଆଜି ବଲିଉଡ ବିୟୁଟି ପରିଣୀତି ଚୋପ୍ରାଙ୍କ ବର୍ଥ ଡେ । ୩୩ ବର୍ଷ ବୟସରେ ପାଦ ଦେଇଛନ୍ତି ପରିଣୀତି। ଏ ବର୍ଷ ବର୍ଥ ଡେ' କୁ ପରିଣୀତି ସ୍ପେଶାଲ ୱେରେ ସେଲିବ୍ରେ୍ସନ କରୁଛନ୍ତି। ବର୍ତ୍ତମାନ ପରିଣୀତି ତାଙ୍କ ନେକ୍ସଟ ଫିଲ୍ମ “ସରୋଜ ବର୍ଜ୍ୟତେ” ସୁଟିଂ ପାଇଁ ନେପାଳର କାଠମାଣ୍ଡୁରେ…