Latest Odisha News

BREAKING NEWS

Browsing Category

ଫିଚର

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଆଜି ଏକକାଳୀନ ପ୍ରସନ୍ନଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ ଚାଲିଛି । ଏଥିରେ ଅଛି ପ୍ରସନ୍ନଙ୍କ ଘର, ହୋଟେଲ୍ ଓ…

ଗ୍ୟାସ୍ ସିଲିଣ୍ଡରରେ ଫସିଲା ନାଗ, ଫଣା ଟେକି ଗର୍ଜନ କରୁଥିଲା

କଟକ: ରୋଷେଇ ଘରେ ଗ୍ୟାସ ସିଲିଣ୍ଡରରେ ଚାପି ହୋଇ ଫସିଲା ସାପ । ବାହାରିବାକୁ ଚେଷ୍ଟା କରିଥିଲେ ବି ମୁକୁଳି ପାରିଲା ନାହିଁ । ସାପର ଲାଞ୍ଚ ସିଲିଣ୍ଡର ତଳେ ଚାପି ହୋଇଥିଲା । ଏଭଳି ଘଟଣା ଦେଖିବାକୁ ମିଳିଥିଲା କଟକ ଜିଲ୍ଲା ବାଙ୍କୀ ଢ଼ଅଂସର ପଞ୍ଚାୟତର ରତ୍ନାକର ସାହୁଙ୍କ ଘରେ । ଗତକାଲି ରାତି…

ବାହାଦୂରଗଡ଼ରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କାରେ ୩ ବୃଦ୍ଧ ମହିଳାଙ୍କ ମୃତ୍ୟୁ

ବାହାଦୁରଗଡ଼: ହରିୟାଣା ବାହାଦୂରଗଡ଼ରୁ ଆସିଛି ଏକ ବଡ଼ ଖବର। ଆଜି ସକାଳୁ ଏକ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ କୃଷକ ଆନ୍ଦୋଳନକାରୀଙ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୩ ବୃଦ୍ଧ ମହିଳାଙ୍କ ମୃତ୍ୟୁ ହୋଇଛି। ଆଉ ୩ଜଣ ମହିଳାଙ୍କ ଅବସ୍ଥା ଏଯାଏଁ ଗୁରୁତର ଥିବା ଜଣାପଡ଼ିଛି। ସୂଚନା…

ଆଜି ମମିତାଙ୍କ ଗାଁକୁ ଯିବ ରାଜ୍ୟ କଂଗ୍ରେସ ଟିମ୍

ଭୁବନେଶ୍ୱର: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜନୀତି ତେଜିଛି । ଆଜି ବଲାଙ୍ଗିର ଜିଲ୍ଲାର ଝରଣୀ ଗାଁକୁ ଯିବ ରାଜ୍ୟ କଂଗ୍ରେସ ଟିମ୍ । ଆଜି ଓଡ଼ିଶା ଆସୁଛନ୍ତି ପିସିସି ରାଷ୍ଟ୍ରୀୟ ସମ୍ପାଦକ ରଣଦୀପ ସୂର୍ୟ୍ୟେଓ୍ୱାଲା ଓ ପିସିସି ପ୍ରଭାରୀ ଚେଲ୍ଲା…

ଆର୍ୟନଙ୍କ ବେଲ୍ ଅପେକ୍ଷା ସରୁନି: ଆଜି ତୃତୀୟ ଦିନରେ ବମ୍ବେ ହାଇକୋର୍ଟରେ ଶୁଣାଣି

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ଆର୍ୟନ ଖାନକୁ କେବେ ମିଳିବ ବେଲ୍ ? ପଦ୍ମ ଘୁଞ୍ଚି ଘୁଞ୍ଚି ଗଲା ଭଳି ଦିନ ଗଡୁଛି । ବମ୍ବେ ହାଇକୋର୍ଟ କଣ ନିଷ୍ପତ୍ତି ଶୁଣାଇବେ ତାଉପରେ ନଜର ରହିଛି । ଆଜି ତୃତୀୟ ଦିନ ପାଇଁ ଆର୍ୟନଙ୍କ ବେଲ୍ ଉପରେ ଶୁଣାଣି ହେବ । ଆଜି ପକ୍ଷ ରଖିବ ଏନସିବି । ଦୁଇ ଦିନ ହେବ…

ଆର୍ୟନ ଡ୍ରଗ୍ସ କେସର ସାକ୍ଷୀ କିରଣ ଗୋସାବୀ ଗିରଫ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ନୂଆ ଟ୍ୱିଷ୍ଟ । କିଙ୍ଗ ଖାନ୍ ଶାହାରୁଖଙ୍କ ପୁଅ ଆର୍ୟନ ଖାନ୍ ଗିରଫ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ସାକ୍ଷୀ କିରଣ ଗୋସାବୀ ଗିରଫ । ତାଙ୍କୁ ଗିରଫ କରିଛି ପୁଣେ ପୋଲିସ । ଗତକାଲି ରାତିରେ ତାକୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି ।…

ମହାରାଷ୍ଟ୍ରରେ ସଡ଼କ ଦୁର୍ଘଟଣା: ପଛକୁ ପଛ ଧକ୍କା ହେଲେ ୭ରୁ ୮ଗାଡ଼ି, ୩ମୃତ

ମୁମ୍ବାଇ: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମହାରାଷ୍ଟ୍ର ଧୁଲେରେ ଘଟିଛି ଏହିଭଳି ଅଭାବନୀୟ ଘଟଣା। ୭ରୁ ୮ ଗାଡ଼ି ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ମହାରାଷ୍ଟ୍ର ଦେଇ ଯାଇଥିବା ମୁମ୍ବାଇ-ଆଗ୍ରା ଜାତୀୟ ରାଜପଥ ଧୁଲେ…

ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ବିଜେପିର ୧୨ ଘଣ୍ଟିଆ ବନ୍ଦ ପାଳନ

ନୂଆପଡ଼ା/ସୋନପୁର: ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବଢୁଛି ପ୍ରତିବାଦ । ବିଜେପି ପକ୍ଷରୁ ଆଜି ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ବିଜେପି ନେତା ଓ କର୍ମୀ ଆନ୍ଦୋଳନକୁ…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ମିଳିଲା ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ

ଭୁବନେଶ୍ବର : ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ମିଳିଛି ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ । ଏଜୁକେଶନ ଓ୍ବାର୍ଲଡର ଏ++ ସର୍ବୋଚ୍ଚ ସମ୍ମାନ ‘ସ୍କୁଲ ଅଫ୍ ଏମିନେନ୍ସ ଆଓ୍ବାର୍ଡ ୨୦୨୧-୨୨ ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ପ୍ରଦାନ କରାଯାଇଛି । ଦେଶର କୋଣ ଅନୁକୋଣରୁ ୭୧୬ଟି ସ୍କୁଲ ଏହି…

ଅଗ୍ନି-୫ ମିସାଇଲର ସଫଳ ଉତକ୍ଷେପଣ, ଚୀନ-ପାକିସ୍ତାନକୁ ସତର୍କଘଣ୍ଟି

ଭଦ୍ରକ: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତକୁ ବଡ଼ ସଫଳତା। ବାଲିଷ୍ଟିକ ମିସାଇଲ ଅଗ୍ନି ୫ର ଆଜି ସଫଳ ପରୀକ୍ଷଣ ହୋଇଛି। ଭଦ୍ରକ ଜିଲ୍ଲା ଧାମରା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡରୁ ସନ୍ଧ୍ୟା ୭ତ ୫୦ ମିନିଟରେ ଏହାର ଉତକ୍ଷେପଣ କରାଯାଇଥିଲା। ଭାରତୀୟ ପ୍ରତିରକ୍ଷା ଓ ଗବେଷଣା…