Latest Odisha News

BREAKING NEWS

Browsing Category

ଫିଚର

ମମିତା ନିଖୋଜ ଘଟଣା: ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା: ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ…

କାଠଯୋଡ଼ି ପୋଲ ଉପରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । କାଠଯୋଡ଼ି ବ୍ରିଜ୍ ଉପରୁ ନଦୀ ଭିତରକୁ ଡେଇଁଲେ ଜଣେ ଯୁବକ । ଭୁବନେଶ୍ୱର-କଟକ ରାସ୍ତାରେ ସ୍କୁଟି ରଖି ମହିଳା ନଦୀ ଉତରକୁ ଡେଇଁଛନ୍ତି । ଯୁବକ ଜଣକ ଖାରବେଳ ନଗର ୟୁନିଟ୍‌-୩ ଅଞ୍ଚଳରେ । ତାଙ୍କ ନାଁ ସପନ କୁମାର ବେହେରା ଓ ବୟସ ୨୯…

ଆର୍ୟନଙ୍କୁ ବେଲ୍ ନା ଜେଲ: ଆଜି ଆସିବ ରାୟ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ଗିରଫ ଜୁନିଅର କିଙ୍ଗ ଖାନଙ୍କୁ ବେଲ୍ ନା ଜେଲ୍ ? ମନ୍ନତ ଫେରିବେ ଆର୍ୟନ ନା ଆର୍ଥର ରୋଡ୍ ଜେଲରେ ତାଙ୍କୁ ରହିବାକୁ ପଡ଼ିବ ? ଆଜି ଆସିବ ରାୟ । ଶହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନର ଆଜି ରାୟ ଶୁଣାଇବେ ମୁମ୍ବାଇର ସ୍ପେଶାଲ୍ ଏନଡିପିଏସ୍ କୋର୍ଟ ।…

ଦାଦାବଟି ପାଇଁ ଗୁଳିମାଡ଼: ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଗୁଳି ଖାଇଲେ ସ୍ତ୍ରୀ

ପୁରୀ: ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼ । ପୁରୀରେ ଫୁଟିଲା ଗୁଳି । ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍, ଜାଣନ୍ତୁ କେଉଁଠି କେତେ ?

ନୂଆଦିଲ୍ଲୀ: ଦୁଇ ଦିନ ସ୍ଥିର ରହିବା ପରେ ଦେଶରେ ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଆଜି ପେଟ୍ରୋଲ ଓ ଡିଜେଲ୍ ଲିଟର ପିଛା ଦାମ୍ ୩୫ ପଇସା ଲେଖାଏ ବଢ଼ିଛି । ଫଳରେ ସର୍ବୋଚ୍ଚ ସ୍ତର ଛୁଇଁଛି ତୈଳ ଦର । ବର୍ଦ୍ଧିତ ଦର ପରେ ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦାମ୍ ୧୦୬ ଟଙ୍କା ୧୯ ପଇସା…

ଖୋଲିବ ମମିତା ନିଖୋଜ ମିଷ୍ଟ୍ରି: ଗୋବିନ୍ଦକୁ ରାତି ସାରା ଜେରା

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ରହସ୍ୟ ଉପରୁ ଖୁବଶୀଘ୍ର ହଟିପାରେ ପରଦା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର ମୁହଁରୁ ସତ ବାହାର କରିଛି ବଲାଙ୍ଗିର ପୋଲିସ । ଗତକାଲି ଗିରଫ ପରେ ଗୋବିନ୍ଦକୁ ସାରା ରାତି ବଲାଙ୍ଗିର ଏସପିଙ୍କ…

ଉତ୍ତରାଖଣ୍ଡରେ ବର୍ଷା ବିଭୀଷିକା: ମୃତ୍ୟୁସଂଖ୍ୟା ୩୪, ନୈନିତାଲ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଡେରାଡୁନ୍: ଲଗାଣ ବର୍ଷାରେ ଦେବଭୂମି ଉତ୍ତରାଖଣ୍ଡରେ ଜଳ ପ୍ରଳୟ ସୃଷ୍ଟି ହୋଇଛି । ବାଦଲଫଟା ବର୍ଷା ଓ ବିଭିନ୍ନ ଅଞ୍ଚଳରେ ବନ୍ୟା ଯୋଗୁ ୩୪ ଜଣଙ୍କର ଜୀବନ ଗଲାଣି । ବହୁ ଲୋକ ନିଖୋଜ ଅଛନ୍ତି । ଶତାଧିକ ଲୋକଙ୍କୁ ପାଣି ଘେରରୁ ଉଦ୍ଧାର କରାଯାଇଛି । ନୈନିତାଲ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି ।…

କାମାକ୍ଷାନଗର ମକୁଆକାଟେଣୀରେ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ କାମାକ୍ଷାନଗର ମକୁଆକାଟେଣୀରେ ଦୁର୍ଘଟଣା । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ କାମାକ୍ଷାନଗର ଥାନା ସାରୁଆଳି ଗ୍ରାମର ଗୁରୁଚରଣ ବିଶ୍ବାଳ । ସେହିପରି ଗୁରୁତର ହେଲେ…

ପତ୍ନୀ ଉପରେ ରାଗି ଘରେ ନିଆଁ ଲଗାଇଦେଲା ପତି, ଜଳିପୋଡି ପାଉଁଶ ହୋଇଗଲା ୧୦ ଘର

ସତାରା: ମହାରାଷ୍ଟ୍ରର ସତାରାରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି । ପତ୍ନୀ ପଲ୍ଲବୀ ସହ ଝଗଡା ହେବା ପରେ ସଞ୍ଜୟ ପାଟିଲ ନାମକ ବ୍ୟକ୍ତିି ରାଗରେ ନିଜ ଘରେ ନିଆଁ ଲଗାଇ ଦେଇଥିଲା । ନିଆଁ ତାର କରାଳ ରୂପ ଧରିବା ପରେ ଅଟକାଇବା କଷ୍ଟକର ହୋଇ ପଡିଥିଲା । ଏହାର ପ୍ରଭାବରେ ପାଖାପାଖି ୧୦ ଘର ପୋଡି…

ଗଡ଼ିଲା ‘ଆମ ସୁନ୍ଦରଗଡ଼’ ସଚେତନତା ରଥ

ସୁନ୍ଦରଗଡ : ସୁନ୍ଦରଗଡ଼ ଜିଲ୍ଲାର ଲୋକଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଓ ସଚେତନ କରିବା ପାଇଁ ଗଡ଼ିଲା ‘ଆମ ସୁନ୍ଦରଗଡ଼’ ସଚେତନତା ରଥ । ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ସମସ୍ତ…