Latest Odisha News

BREAKING NEWS

Browsing Category

ଫିଚର

ଆସନ୍ତାକାଲି ଗୋପାଳପୁରରେ ପହଞ୍ଚିବ ସ୍ବର୍ଣ୍ଣିମ ବିଜୟ ମଶାଲ

ଭୁବନେଶ୍ବର : ୧୯୭୧ ଯୁଦ୍ଧରେ ପାକିସ୍ତାନ ସେନା ବିପକ୍ଷରେ ଭାରତୀୟ ସେନାର ଐତିହାସିକ ବିଜୟକୁ ୫୦ ବର୍ଷ ପୂରଣ ହୋଇଛି । ଏହି ଉପଲକ୍ଷେ ଦେଶବ୍ୟାପୀ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳନ କରାଯାଉଛି । ଭାରତୀୟ ସେନାର ବୀର ଯବାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ସାରା ଦେଶରେ ‘ବିଜୟ ମଶାଲ’ ପରିକ୍ରମା…

ମମିତା ମୃତ୍ୟୁ ମାମଲା : କାଲି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା ଦେଲା ବିଜେପି

କଳହାଣ୍ଡି : ସନସାଇନ୍ ଅଧ୍ୟକ୍ଷା ମମିତା ମେହେରଙ୍କ ନିଖୋଜ ମାମଲାରl ଗିରଫ ହୋଇଛି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ । ବଙ୍ଗୋମୁଣ୍ଡା ବ୍ଲକ୍ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରୁ ଗୋବିନ୍ଦକୁ ଗିରଫ କରିଛି ପୋଲିସ । ଏହି ଘଟଣାରେ ଆସନ୍ତାକାଲି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ…

ବିମୁଦ୍ରୀକରଣ କ’ଣ ଜାଣିନଥିଲେ, ଏବେ ସଂଚିତ ପୁଂଜି ବଦଳ ପାଇଁ ଦୃଷ୍ଟିହୀନଙ୍କ ନିବେଦନ

ଓଡିଶା ସମ୍ବାଦ ବ୍ୟୁରୋ: ନୋଟବନ୍ଦୀ ଅବା ବିମୁଦ୍ରୀକରଣକୁ ନେଇ ଦିନେ ଭାରତରେ ହଟଚମଟ ସୃଷ୍ଟି ହୋଇଥିଲା । କୋଟିକୋଟି ଲୋକ ଧନ୍ଦି ହୋଇଥିଲାବେଳେ ଅନେକ ଲୋକ ଅଜାଣତରେ ହଟହଟା ହୋଇଥିଲେ । ହେଲେ ନିକଟରେ ଜଣେ ଦୃଷ୍ଟିହୀନ ବ୍ୟକ୍ତି କିଛି ଅଚଳ ନୋଟକୁ ବଦଳ କରିବାକୁ ନିବେଦନ ଘଟଣା ଏବେ ଖୁବ ଚର୍ଚ୍ଚା…

ଆସନ୍ତାକାଲି ଆର୍ଯ୍ୟନ ଖାନଙ୍କ ଜାମିନ ଶୁଣାଣି

ମୁମ୍ବାଇ : କ୍ରୁଜ୍ ଡ୍ରଗ୍ସ ରେଭ୍ ପାର୍ଟି ମାମଲାରେ ଗିରଫ ଆର୍ଯ୍ୟନ ଖାନଙ୍କର କାଲି ହେବ ଜାମିନ ଶୁଣାଣି । ଆର୍ଯ୍ୟନଙ୍କ ଜାମିନ ନେଇ ଶୁଣାଣି କରିବେ ସେସନ କୋର୍ଟ । ତେବେ ଆସନ୍ତାକାଲି ଆର୍ଯ୍ୟନଙ୍କୁ ଜାମିନ ମିଳୁଛି ନା ପୁଣି ନିରାଶ ହେବାକୁ ପଡିବ ତାଉପରେ ଏବେ ସମସ୍ତଙ୍କ ନଜର ରହିଛି ।…

ମୋଦିଙ୍କୁ ଭେଟିଲେ ଅମିତ ଶାହ , କଶ୍ମୀର ସ୍ଥିତି ନେଇ ଆଲୋଚନା

ଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । କଶ୍ମୀର ବାହାରେ ଲୋକମାନଙ୍କ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଆଲୋଚନା କରିଛନ୍ତି ଉଭୟ ନେତା । ଅମିତ ଶାହ ପ୍ରଧାନମନ୍ତ୍ରୀଙ୍କୁ ଭେଟି ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ…

ଦୁଇଟି ଷ୍ଟେସନରେ ସଂଶୋଧିତ ସମୟରେ ଚଳାଚଳ କରିବ ପ୍ରଶାନ୍ତି ସ୍ପେଶାଲ୍

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ପାଇଁ ରେଳବାଇର ଆଉ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବାଙ୍ଗାଲୋର ପୂର୍ବ ଓ ବାଙ୍ଗାଲୋର କ୍ୟାଣ୍ଟ ଷ୍ଟେସନରେ ପ୍ରଶାନ୍ତି ସ୍ପେଶାଲ ଟ୍ରେନର ସମୟକୁ ସଂଶୋଧନ କରାଯାଇଛି । ଏହାସହ ଅସ୍ଥାୟୀ ଭାବରେ କୃଷ୍ଣରାଜପୁରମ୍ ଷ୍ଟେସନରେ ହାଓ୍ବାଡ଼ା-ଯଶୋବନ୍ତପୁର…

ସାଂସଦ ପଦରୁ ଇସ୍ତଫା ଦେଲେ ବାବୁଲ ସୁପ୍ରିୟୋ

ଦିଲ୍ଲୀ:ସାଂସଦ ପଦରୁ ଇସ୍ତଫା ଦେଲେ ବାବୁଲ ସୁପ୍ରିୟୋ । ତୃଣମୂଳ କଂଗ୍ରେସ ନେତା ବାବୁଲ ସୁପ୍ରିୟୋ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଭେଟି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବା ପରେ ଗଣ ମାଧ୍ୟମ ସହ କଥା ହୋଇ ଭାବ ପ୍ରବଣ ହୋଇପଡ଼ିିଥିଲେ ବାବୁଲ ସୁପ୍ରିୟୋ। ମୁଁ ମୋ ରାଜନୈତିକ…

ବିଜେପି ନେତାଙ୍କ ବିବାଦୀୟ ବୟାନ, ରାହୁଲ ଗାନ୍ଧୀଙ୍କୁ କହିଲେ ଡ୍ରଗ୍ସ ଆଡିକ୍ଟ

ବାଙ୍ଗାଲୋର: ବିଜେପି ନେତା ନଲୀନ କୁମାର କତୀଲଙ୍କ ଏକ ବୟାନ ଏବେ ବିବାଦ ସୃଷ୍ଟି କରିଛି । କର୍ଣ୍ଣାଟକର ଏହି ବିଜେପି ମୁଖ୍ୟ ରାହୁଲ ଗାନ୍ଧୀଙ୍କୁ ଡ୍ରଗ୍ସ ଆଡିକ୍ଟ କହଛନ୍ତି । ଏକ ସଭାରେ ସେ କହିଥିଲେ, ରାହୁଲ ଗାନ୍ଧୀ କିଏ ? ମୁଁ ତାହା କହୁ ନାହିଁ ସେ ଜଣେ ଡ୍ରଗ୍ସ ଆଡିକ୍ଟ ଏବଂ ଏହାର କାରୋବାର…

କୋଟିଏରୁ ଅଧିକ ଟଙ୍କା ଆତ୍ମସାତ୍ ମାମଲାରେ ଗିରଫ ହେଲେ ମ୍ୟାଡାମ୍ ୪୨୦

ନବରଙ୍ଗପୁର : ଶେଷରେ ଗିରଫ ହେଲେ ମ୍ୟାଡାମ୍ -୪୨୦ । ଏକ କୋଟି ଟଙ୍କାର ଆର୍ଥିକ ଅନିୟମିତତା ମାମଲାରେ ୬ ମାସ ଧରି ପୋଲିସକୁ ଚକମା ଦେଇ ଫେରାର ଥିଲେ ୪୨୦ କର୍ମଚାରୀ ଚନ୍ଦନା ମଣ୍ଡଳ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ତହସିଲରେ ଆର୍ଥିକ ଅନିୟମିତତା ନେଇ ତହସିଲଦାର ଡାବୁଗାଁ ଥାନାରେ ଏତଲା ଦେଇଥିଲେ…

୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତକୁ ବିରୋଧ କରିବ ବିଜେପି:କେନ୍ଦ୍ର ମନ୍ତ୍ରୀ

ମୟୁରଭଞ୍ଜ: ଆସନ୍ତା ୨୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତକୁ ବିରୋଧ କରିବ ଜିଲ୍ଲା ବିଜେପି। ଏନେଇ ବାରିପଦା ବଜାର ଇଣ୍ଡିଆ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡ଼ୁ। ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ନାମରେ…