Latest Odisha News

BREAKING NEWS

Browsing Category

ଫିଚର

ଭାରତ-ପାକ୍ ମ୍ୟାଚକୁ ବିରୋଧ କଲେ ଓୱାଇସି

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚକୁ ବିରୋଧ ଆରମ୍ଭ ହୋଇଛି । କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ, ତାରକିଶୋର ପ୍ରସାଦଙ୍କ ପରେ ଏବେ ଏଆଇଏମଆଇଏମ ସଭାପତି ଅସଦଉଦ୍ଦିନ ଓୱାଇସି ଏହାକୁ ବିରୋଧ କରିଛନ୍ତି । ଜମ୍ମୁ-କଶ୍ମୀରରେ ୯ ଯବାନ ନିହତ ହେଲେଣି, ଅନ୍ୟ ରାଜ୍ୟର ନିରୀହ…

ରାଜ୍ୟର ୨୦ ଜିଲ୍ଲାରୁ ଆଜି ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ । କେବେ କମୁଛି ତ କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୫୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୩୨୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩୨ । ୧୮ ବର୍ଷ ଭିତରେ ଆଉ ୮୭ ଜଣ ପଜିଟିଭ୍…

ଶିକ୍ଷୟିତ୍ରୀ ନିଖୋଜ ଘଟଣା: ମହାଲିଙ୍ଗ ନିର୍ମାଣାଧୀନ ଷ୍ଟାଡିୟମ୍ ସିଲ୍, ପୋଲିସର ତନାଘନା

ଭବାନୀପାଟଣା: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ପୋଲିସର ତନାଘନା ତଦନ୍ତ । ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିଅମ ସିଲ୍ କରିଛି ପୋଲିସ । ସେଠାରେ ଗୋଟିଏ ପ୍ଲାଟୁନ୍ ଫୋର୍ସ ମୁତୟନ ଅଛନ୍ତି । ଗତକାଲି ରାତିରୁ ଉପସ୍ଥିତ ଅଛନ୍ତି…

CBSE ଟର୍ମ-୧ ବୋର୍ଡ ପରୀକ୍ଷା: ନଭେମ୍ବର ୩୦ରୁ ଦଶମ, ଡିସେମ୍ବର ୧ରୁ ଦ୍ୱାଦଶ

ନୂଆଦିଲ୍ଲୀ: ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୧ ପରୀକ୍ଷା ପାଇଁ ଜାରି ହେଲା ସମୟ ସାରଣୀ । ନଭେମ୍ବର ୩୦ରୁ ଦଶମ ବୋର୍ଡ ଓ ଡିସେମ୍ବର ୧ରୁ ଆରମ୍ଭ ହେବ ଦ୍ୱାଦଶ ବୋର୍ଡର ଟର୍ମ-୧ ପରୀକ୍ଷା । ତେବେ ମାଇନର ସବଜେକ୍ଟଗୁଡ଼ିକ ପାଇଁ ସିବିଏସଇ ଦ୍ୱାଦଶ ପରୀକ୍ଷା ନଭେମ୍ବର ୧୭ ଓ ଦଶମ ଶ୍ରେଣୀ…

ଆମେରିକାର ପ୍ରଥମ କୃଷ୍ଣକାୟ ପରରାଷ୍ଟ୍ର ସଚିବ କଲିନ୍ ପାଓ୍ୱେଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ କଲିନ୍ ପାଓ୍ୱେଲଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । କରୋନା ଜନିତ ଅସୁସ୍ଥତାରେ ତାଙ୍କର ମୃତ୍ୟୁ ହୋଇଛି । ଟିକାର ଦୁଇଟି ଯାକ ଡୋଜ୍ ବି ନେଇଥିଲେ । ଆମେରିକାର ପ୍ରଥର କୃଷ୍ଣକାୟ ପରରାଷ୍ଟ୍ର ସଚିବ ଥିଲେ କଲିନ୍…

ବାଲେଶ୍ୱର ଜିଲ୍ଲା ମଥାନୀରେ ବଢୁଛି ଜଳକା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ରେ ବଢୁଛି ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଆଜି ମଥାନୀଠାରେ ଜଳକାର ଜଳସ୍ତର ରହିଛି ୬.୩୦ ମିଟର । ଏଠାରେ ବିପଦ ସଙ୍କେତ ସ୍ତର ରହିଛି ୫.୫୦ ମିଟର । ଗତକାଲିଠାରୁ…

ରାଜ୍ୟରେ ୨୨୮୨ ପୋଲିସଙ୍କୁ ଆର୍ନ୍ତିକ ସୁରକ୍ଷା ସେବା ପଦକ

ଭୁବନେଶ୍ୱର: ନକ୍ସଲ ପ୍ରବଣ ଅଞ୍ଚଳରେ କାମ କରୁଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆର୍ନ୍ତିକ ସୁରକ୍ଷା ସେବା ପଦକ । ଓଡ଼ିଶାର ୨୨ଶହ ୮୨ ଜଣଙ୍କୁ ଏହି ସମ୍ମାନଜନକ ପଦକ ପ୍ରଦାନ କରାଯାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ନକ୍ସଲ ଅଧ୍ୟୁଷିତ ଇଲାକାରେ ୨ବର୍ଷରୁ…

ଆଜି ଓ ଆସନ୍ତାକାଲି ଦୁଇ ଦିନ ରାଜ୍ୟରେ ବ୍ୟାଙ୍କ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ଆଜି ଇଦ୍-ମିଲାଦ ପାଇଁ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଂ ଅନୁଷ୍ଠାନ ବନ୍ଦ ରହିବ । ସେହିପରି ଆସନ୍ତାକାଲି ଗଜଲକ୍ଷ୍ମୀ ପୂଜା…

ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ

ବାଲେଶ୍ୱର: ବ୍ରାଉସୁଗର ହବ୍ ପାଲଟିଛି ଜଳେଶ୍ୱର । ପୁଣି ଥରେ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି । ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ କରିଛି ପୋଲିସ ଓ ଅବକାରୀ ବିଭାଗ । ଏହି ଘଟଣାର ୨ ମହିଳାଙ୍କ ସମେତ ଜଣେ ହୋଟେଲ ମାଲିକଙ୍କୁ ଗିରଫ କରାଯାଇଛି । ଜଳେଶ୍ୱର ଥାନା ଝାଡ଼େଶ୍ୱରପୁରରୁ…

ଓଡ଼ିଆ ଭାଷାରେ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ବର: ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆ ଭାଷାରେ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠପଢ଼ା। ଏନେଇ ଭୁବନେଶ୍ୱରରେ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ, AICTE ଓ ଓଡ଼ିଶା ଅଧ୍ୟୟନ ଓ ଗବେଷଣା ସଂସ୍ଥା ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…