Latest Odisha News

BREAKING NEWS

Browsing Category

ଫିଚର

ରାୟଗଡ଼ା ଝୁଲା ପୋଲରେ ଅଘଟଣ, ନାଗାବଳୀ ନଦୀରେ ବୁଡ଼ି ବାପା ଓ ପୁଅ ନିଖୋଜ

ରାୟଗଡା : ରାୟଗଡା ନାଗାବଳୀ ନଦୀ ଝୁଲାପୋଲ ଓ ହାତୀପଥର ନିକଟରେ ଅଘଟଣ । ମା’ ମଝିଘରିଆଣିଙ୍କ ଦର୍ଶନ ସାରି ଫେରୁଥିବା ବେଳେ ନଦୀରେ ଭାସିଯାଇ ନିଖୋଜ ଅଛନ୍ତି ବାପା-ପୁଅ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଛି । ହେଲେ ସଂଧ୍ୟା ହୋଇଯିବାରୁ ଉଦ୍ଧାରକାର୍ଯ୍ୟକୁ…

ଏମ୍ସରେ ରାମାୟଣକୁ କଦର୍ଥ କରିବା ପରେ କ୍ଷମା ମାଗିଲା ଛାତ୍ର ସଂଗଠନ

ନୂଆଦିଲ୍ଲୀ: ଦିଲ୍ଲୀରେ ଏମ୍ସ ଛାତ୍ରମାନେପ ରାମାୟଣ ଏବଂ ମହାପ୍ରଭୁ ଶ୍ରୀରାମଙ୍କ ମଜାକିଆ ଶୈଳୀରେ ପ୍ରଦର୍ଶନ କରିଥିଲେ । ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ଏହି ଛାତ୍ରମାନଙ୍କୁ ନିନ୍ଦା କରାଯାଇଥିଲା । ଶେଷରେ ନିଜ ଭୁଲ ନେଇ ଛାତ୍ର ସଂଗଠନ କ୍ଷମା ପ୍ରାର୍ଥନା…

ଜଗତପୁରରେ ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ, ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ପୋଡ଼ି ପାଉଁଶ

କଟକ : ଜଗତପୁରରେ ଥିବା ଏକ ଧୂପକାଠି କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଅଗରବତୀ ଓ କଞ୍ଚାମାଲ ପୋଡି ଜଳି ପାଉଁଶ ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛି । ଏସ୍.ଏସ୍ ଏଣ୍ଟରପ୍ରାଇଜର୍ସ ନାମକ କାରଖାନାରେ…

ପାରିବାରିକ କଳହର କରୁଣ ପରିଣତି, ବୋହୂକୁ ପଥରରେ ଛେଚି ହତ୍ୟାକଲା ଶାଶୂ

ଯାଜପୁର : ପାରିବାରିକ କଳହର କରୁଣ ପରିଣତି । ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୂ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ହରିଚନ୍ଦନପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଗାଁର ତରୁ ଦାସଙ୍କ ପତ୍ନୀ ଶାନ୍ତିଲତା ଦାସ । ଘଟଣାରେ ଶାଶୂକୁ ଗିରଫ କରିଛି ବଡ଼ଚଣା ପୋଲିସ । ସୂଚନା…

ଆଇଏମଡିର ପୂର୍ବାନୁମାନ : ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡରେ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ : ଲଘୁଚାପ ପ୍ରଭାବରେ ଦିଲ୍ଲୀ-ଏନସିଆର ସମେତ ଉତ୍ତରପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଦିଲ୍ଲୀର ବିଭିନ୍ନ ସ୍ଥାନରେ…

ଆଲୋଚନା ସଭା ଓ ପ୍ରବନ୍ଧ ଗଳ୍ପଗୁଚ୍ଛ ‘ଗଳ୍ପ ପାଖୁଡ଼ା’ ଲୋକାର୍ପଣ

ଜୟପୁର: ପ୍ରଜ୍ଞାଶ୍ରୀ ଶିକ୍ଷା ବିକାଶ ଏକାଡ଼େମୀ ଜୟପୁର ଆନୁକୂଲ୍ୟରେ ଏକ ଆଲୋଚନା ସଭା ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଶ୍ରୀଅରବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏକାଡ଼େମୀର ସଭାପତି ଶ୍ରୀନାଥ ମିଶ୍ର ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଦାଶରଥି ନନ୍ଦଙ୍କ କରକମଳରେ ଗାଳ୍ପିକ ଶ୍ରୀଭଗବାନ…

କେରଳରେ ଜଳ ପ୍ରଳୟ, ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ

କେରଳ : କେରଳରେ ଭୟଙ୍କର ବନ୍ୟା । ଜଳ ପ୍ରଳୟରେ ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ନିଖୋଜ ଥିବା ୧୨ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସମଗ୍ର ଦକ୍ଷିଣ ଓ କେନ୍ଦ୍ରୀୟ କେରଳରେ ଲଗାତାର ବର୍ଷା ଲାଗି ରହିଥିବାରୁ, ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି । ଥୋଡୁପୁଝା, କୋକାୟାର, କୁଟ୍ଟିକାୟି…

ମନୀଷ ଅନୁରାଗ ହତ୍ୟା ମାମଲା : ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ

ଭୁବନେଶ୍ବର : ମନୀଷ ଅନୁରାଗ ହତ୍ୟା ମାମଲାରେ ରିମାଣ୍ଡରେ ଯିବେ ହତ୍ୟା ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି କୋର୍ଟ । ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ଇନଫୋସିଟି ଥାନା…

ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ, ୩ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା

ଭୁବନେଶ୍ବର : ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡିଶାର ସମସ୍ତ ଜିଲ୍ଲାରେ ଲଗାଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସମେତ…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ତାଲିକାରେ ବ୍ରହ୍ମପୁର ସହର ତଥା ସହର ଉପକଣ୍ଠ ଅଞ୍ଚଳର ୧୦…